ଫୁଲୁଛି ମହାନଦୀ, ୧୦ ଜିଲାକୁ ସତର୍କ କରାଇଲେ ଏସ୍‌ଆର୍‌ସି

ଭୁବନେଶ୍ୱର,୯ା୮: ଉପରମୁଣ୍ଡରେ ବର୍ଷା ହେବାରୁ ହୀରାକୁଦ ଡ୍ୟାମ୍‌ର ୧୪ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ଫଳରେ ମହାନଦୀ ଫୁଲି ଚାଲିଛି। ମୁଣ୍ଡୁଳିଠାରେ ୫.୭୮ ଲକ୍ଷ କ୍ୟୁସେକ୍‌ ବନ୍ୟାଜଳ ପ୍ରବାହିତ ହେଉଛି। ଏନେଇ ୧୦ ଜିଲାର ଜିଲାପାଳଙ୍କୁ ସତର୍କ କରାଇଛନ୍ତି ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆର୍‌ସି) ସତ୍ୟବ୍ରତ ସାହୁ। ବିଶେଷକରି ତଳିଆ ଅଞ୍ଚଳ ଜିଲାପାାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସମ୍ବଲପୁର, ନୟାଗଡ଼, ଅନୁଗୋଳ, ବୌଦ୍ଧ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲାପାଳଙ୍କୁ ସତର୍କ କରାଇଛନ୍ତି। ପାଣି ପଶିଥିବା ରାସ୍ତା ଓ ପୋଲ ଉପରେ ଯାତାୟାତ ନ କରିବାକୁ ଏସ୍‌ଆର୍‌ସି ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି ।…

ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’

ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ…

ଭାଜପାରେ ଯୋଗଦେବେ କି ରାଘବ ଚଢା: ସବୁ ଖୋଲି କହିଦେଲେ ସଂଜୟ ସିଂହ

ନୂଆଦିଲ୍ଲୀ,୨୩।୩: ଆମ ଆଦମୀ ପାର୍ଟି (ଆପ)ର ଏମ୍‌ପି ରାଘବ ଚଢା ଦଳ ଛାଡ଼ିବେ ବୋଲି ଜୋରସୋରରେ ଚର୍ଚ୍ଚା ଛାଲିଛି। ଦଳୀୟ କାର୍ଯ୍ୟକ୍ରମଗୁଡ଼ିକରେ ତାଙ୍କର ଦୀର୍ଘ ଅନୁପସ୍ଥିତି, ମଦ…

ବିବାଦୀୟ ସ୍ଥାନରେ ବାସନ୍ତୀ ପୂଜା ବନ୍ଦ:୧୬୩ ଧାରା ଜାରିକଲେ ପ୍ରଶାସନ,ଅଶାନ୍ତ ହେଉଛି…             

ଭୋଗରାଇ, ୩।୪ ( ପ୍ରଦୀପ ଦାସ ): ରାତି ପାହିଲେ ମଧୁ ପାର୍ବଣ । ମା ବାସନ୍ତୀ ଦେବୀଙ୍କ ଷଷ୍ଠୀ  ପୂଜା । ସବୁଠି ମାଙ୍କ ଆରାଧନା…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

୨୮ ଯାଏ ଝଡ଼ବର୍ଷା: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୩ା୩ (ବନ୍ଦନା ସେଠୀ):ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଲାଗି ରହିଥିବା ଝଡ଼ବର୍ଷାର ପ୍ରଭାବ କମିଥିଲେ ହେଁ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା…

ରେଳ ଲାଇନ ପାର୍ ହେଉଥିବା ବେଳେ ମହିଳାଙ୍କୁ ପିଟିଦେଲା ଟ୍ରେନ, ତାପରେ…

କୋରାପୁଟ,୨୩।୩ ( ଅମିତାଭ ବେହେରା ): କୋରାପୁଟ ସହରର ଉପକଣ୍ଠରେ ସୋମବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି । ରେଳ ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri