ଫୁଲୁଛି ମହାନଦୀ, ୧୦ ଜିଲାକୁ ସତର୍କ କରାଇଲେ ଏସ୍‌ଆର୍‌ସି

ଭୁବନେଶ୍ୱର,୯ା୮: ଉପରମୁଣ୍ଡରେ ବର୍ଷା ହେବାରୁ ହୀରାକୁଦ ଡ୍ୟାମ୍‌ର ୧୪ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ଫଳରେ ମହାନଦୀ ଫୁଲି ଚାଲିଛି। ମୁଣ୍ଡୁଳିଠାରେ ୫.୭୮ ଲକ୍ଷ କ୍ୟୁସେକ୍‌ ବନ୍ୟାଜଳ ପ୍ରବାହିତ ହେଉଛି। ଏନେଇ ୧୦ ଜିଲାର ଜିଲାପାଳଙ୍କୁ ସତର୍କ କରାଇଛନ୍ତି ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆର୍‌ସି) ସତ୍ୟବ୍ରତ ସାହୁ। ବିଶେଷକରି ତଳିଆ ଅଞ୍ଚଳ ଜିଲାପାାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସମ୍ବଲପୁର, ନୟାଗଡ଼, ଅନୁଗୋଳ, ବୌଦ୍ଧ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲାପାଳଙ୍କୁ ସତର୍କ କରାଇଛନ୍ତି। ପାଣି ପଶିଥିବା ରାସ୍ତା ଓ ପୋଲ ଉପରେ ଯାତାୟାତ ନ କରିବାକୁ ଏସ୍‌ଆର୍‌ସି ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଗ୍ଲୋବ୍ ଟ୍ରଟର’ରୁ ପ୍ରିୟଙ୍କା ଚୋପ୍ରାଙ୍କ ପ୍ରଥମ ଝଲକ ରିଲିଜ କଲେ ଏସ୍.ଏସ୍. ରାଜାମୌଲି

ମୁମ୍ବାଇ: ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ଗ୍ଲୋବ୍ ଟ୍ରଟର’ରୁ ନିର୍ଦ୍ଦେଶକ ଏସ୍.ଏସ୍. ରାଜାମୌଲି ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରାଙ୍କ ପ୍ରଥମ ଲୁକ୍ (ଝଲକ) ଜାରି କରିଛନ୍ତି। ହଳଦିଆ ଶାଢ଼ୀ...

ଖାଇବା ଦେବାରେ ବିଳମ୍ବ ହେଲା ବୋଲି ବାପାଙ୍କ ବେକରେ ଛିଡ଼ା ହୋଇ ପଡ଼ିଲେ ପୁଅ, ଚାଲିଗଲା ଜୀବନ

କେନ୍ଦୁଝର,୧୨।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ଅନ୍ତର୍ଗତ ଠାକୁରପାଟଣା ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଖାଇବାକୁ ନେଇ ଏକମାତ୍ର ପୁଅ...

ନିର୍ମାଣ କାର୍ଯ୍ୟରେ ତ୍ରୁଟି, ଦୁର୍ଘଟଣା ସ୍ପଟ୍‌ ପାଲଟିଛି ପୋଲ

ଖଜୁରୀପଡ଼ା,୧୨ା୧୧(ବିଦୁର ବେହେରା): ସରକାର ରାସ୍ତା, ପୋଲ ନିର୍ମାଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । କିନ୍ତୁ ଦାୟିତ୍ୱରେ ଥିବା ବିଭାଗର ଅବହେଳା ଏବଂ...

ଓଡ଼ିଆ ଲେଖକ ରାଜକିଶୋର ପାଢ଼ୀଙ୍କୁ ‘ବାଲ୍ ସାହିତ୍ୟ ପୁରସ୍କାର-୨୦୨୫’

ଭୁବନେଶ୍ୱର,୧୨ା୧୧: ସାହିତ୍ୟ ଏକାଡେମୀର ବାଲ୍ ସାହିତ୍ୟ ପୁରସ୍କାର-୨୦୨୫ ପାଇଁ ସାରା ଦେଶର ମୋଟ୍ ୨୪ ଜଣ ଲେଖକଙ୍କୁ ମନୋନୀତ କରାଯାଇଛି। ଓଡ଼ିଆ ଲେଖକ ରାଜକିଶୋର ପାଢ଼ୀ...

ଚିକିତ୍ସା ପାଇଁ ନିଖୋଜ ଥିଲେ ବୃଦ୍ଧ, ୧୫ ଦିନ ପରେ ମିଳିଲା ମୃତଦେହ

ବାଲିଗୁଡ଼ା,୧୨ା୧୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ସାରଙ୍ଗଡ଼ ଥାନା ଅଧିନସ୍ଥ ଗୁଟିଙ୍ଗିଆ ପଞ୍ଚାୟତର ତରାପିଡ଼ା ଗ୍ରାମର ୬୭ ବର୍ଷୀୟ ବୃଦ୍ଧ ଦିବାକର...

ଏଣିକି ସହଜ ହେବ ଜମି ପଟ୍ଟା ସଂଶୋଧନ; ତହସିଲଦାରଙ୍କ ବଢ଼ିଲା କ୍ଷମତା

ଭୁବନେଶ୍ୱର,୧୨ା୧୧: ରାଜ୍ୟରେ ଜମି କିଣାବିକା ଏବଂ ଜମି ପଟ୍ଟା ସଂଶୋଧନ ପ୍ରକ୍ରିୟାକୁ ସହଜ ଓ ସରଳ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ବଡ଼...

ଜଙ୍ଗଲରେ ଝୁଲୁଛି ଅଜଣା ଯୁବତୀଙ୍କ ମୃତଦେହ, ପହଞ୍ଚିଲା ବାଲିଗୁଡ଼ା ପୋଲିସ

ବାଲିଗୁଡା, ୧୨।୧୧:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ବୁଡ୍ରୁକିଆ ପଞ୍ଚାୟତର ଡପାସାହି ନିକଟସ୍ଥ ଏକ ଜଙ୍ଗଲ ମଧ୍ୟରେ ଅଜଣା ଯୁବତୀର ଝୁଲନ୍ତା ମୃତଦେହ...

ଦରମାରେ ଚଳିପାରୁନାହାନ୍ତି ମାସଯାକ? ଏହି ସାଇଡ୍‌ ବିଜନେସରେ ମିଳିବ ମୋଟା ଅଙ୍କର ଟଙ୍କା!

ନୂଆଦିଲ୍ଲୀ,୧୨।୧୧: ଯଦି ଆପଣଙ୍କର ଦରମା ମାସ ସରୁ ସରୁ ସରି ଯାଉଛି। ଏବଂ ଆପଣ ଆପଣଙ୍କର ଘର ଖର୍ଚ୍ଚ ପୂରଣ କରିବାକୁ ଟଙ୍କା ରହୁନି, ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri