ନାଁ ନ ନେଇ ନବୀନ-ପାଣ୍ଡିଆନଙ୍କୁ ଶ୍ରୀମୟୀଙ୍କ ତେର୍ଚ୍ଛାବାଣ: କୁକୁର-ବାଘ, ଗାଈ-ହାତୀ ଉପାଖ୍ୟାନ ଦେଇ…

ଭୁବନେଶ୍ୱର,୧୬।୧: ପୁଣି ବିଜେଡିକୁ ଟାର୍ଗେଟ କରିଛନ୍ତି ଶ୍ରୀମୟୀ ମିଶ୍ର। କୁକୁର-ବାଘ, ଗାଈ-ହାତୀ ଉପାଖ୍ୟାନ ଦେଇ ବିଜେଡିକୁ ଶ୍ରୀମୟୀ ଟାର୍ଗେଟ କରିଛନ୍ତି। ନାଁ ନ ନେଇ ନବୀନ ଓ ପାଣ୍ଡିଆନଙ୍କୁ ତେର୍ଚ୍ଛା ବାଣ ମାରିଛନ୍ତି। ପିଲା, ମାଆ, ବାପା ଓ ଜୀବଜନ୍ତୁଙ୍କ ଉଦାହରଣ ଛଳରେ ଟାର୍ଗେଟ କରିଛନ୍ତି ଶ୍ରୀମୟୀ।

ଅନ୍ୟପଟେ ଶ୍ରୀମୟୀ ମିଶ୍ରଙ୍କ ପରେ ବିଜେଡିକୁ ଏଲିନା ଦାଶ ଟାର୍ଗେଟ କରିଛନ୍ତି। ଏଲିନା କହିଛନ୍ତି,
ବିଜେଡିକୁ ଏବେ ପ୍ରଭୁ ଜଗନ୍ନାଥ ହିଁ ଭରସା। ତାଳ ଗଛର ବରଡ଼ା ଉପାଖ୍ୟାନ ଦେଇ ଦଳୀୟ ଶୃଙ୍ଖଳାକୁ ତାତ୍ସଲ୍ୟ କରି ସେ କହିଛନ୍ତି, ତଳ ବରଡ଼ା ଖସୁଛି, ଉପର ବରଡ଼ା ହସୁଛି। ମଝି ବରଡ଼ା ଥାଇ କହୁଛି ମୋ ବେଳ କାଳ ଆସୁଛି। ୫୧ରୁ ୫୦ ହେଲେ, ଏବେ ୪୮ ହେଲେ। ଗୋଟିଏ କ୍ରୀତଦାସ ପାଇଁ ବିଜେଡି କର୍ମୀ ତୃଣମୂଳ ସ୍ତରରେ ହନ୍ତସନ୍ତ। ଯଦି ବିଧାୟକମାନେ ଏକ ନ ହୋଇ କ୍ରୀତଦାସତା କରିବେ। ଆଗାମୀ ଦିନରେ କାହା ବେଳ କାଳ କେତେବେଳେ ଆସିବ। କେବଳ ପ୍ରେସ ରିଲିଜ ଏବଂ ମିଡିଆରୁ ହିଁ ସମସ୍ତେ ଜାଣିବାକୁ ପାଇବେ। ବେଳ ଥାଉ ଥାଉ ବିଧାୟକ ଏକ ହେବାକୁ ପରାମର୍ଶ ଦେଇଛନ୍ତି ଏଲିନା। ଏକତା ହିଁ ବଳ, ବିଭାଜନ ହିଁ ପତନ ବୋଲି ଏଲିନା କହିଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଥରେ ମା’ ହେବେ ଦୀପିକା ପାଦୁକୋନ, ସୋସିଆଲ ମିଡିଆରେ ଫଟୋ ପୋଷ୍ଟ କରି କହିଲେ…

ମୁମ୍ବାଇ: ବଲିଉଡ ଷ୍ଟାର୍‌ ଦୀପିକା ପାଦୁକୋନ ଏବଂ ରଣବୀର ସିଂହ ଦ୍ୱିତୀୟ ଥର ମା-ବାପା ହେବାକୁ ଯାଉଛନ୍ତି। ଉଭୟ କପଲ ଏନେଇ ସୋସିଆଲ ମିଡିଆରେ ଘୋଷଣା କରିଛନ୍ତି।…

ଶ୍ୱଶୁରଘରେ ଜ୍ୱାଇଁଙ୍କ ସନ୍ଦେହଜନକ ମୃତ୍ୟୁ: ଅଞ୍ଚଳରେ ଚାଞ୍ଚଲ୍ୟ

କଲ୍ୟାଣସିଂହପୁର,୧୯।୪ (ଦୀପକ କୁମାର ପରିଡା ): ଶ୍ୱଶୁରଘରେ ଜ୍ୱାଇଁଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍‌ ପାର୍ସାଲି ପଞ୍ଚାୟତ ଅନ୍ତର୍ଗତ ଗୁମ୍ମା ଗାଁରେ ଶନିବାର…

ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଉଥିଲେ: ଧକ୍କା ହେଲା ୨ ବାଇକ୍, ଶିକ୍ଷକ ମୃତ

ଟିକିରି,୧୯।୪(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡା ଜିଲା କାଶୀପୁର ବ୍ଲକ ଟିକିରି ଥାନା ଅନ୍ତର୍ଗତ ନୂତନ ମେଡିକାଲ ସାମ୍ନାରେ ଅପରାହ୍ନ ପ୍ରାୟ ୪ଟାରେ ଏକ ବାଇକ୍‌କୁ ପଛପଟୁ ଆଉ…

ଗାଁରେ ପଶି ଘର ଭାଙ୍ଗିଲା, ଚାଉଳ ଖାଇଲା ଦନ୍ତା 

ଦେବଗଡ,୧୯।୪(ଶଶାଙ୍କ ଶେଖର ଝାଙ୍କର): ଜଙ୍ଗଲୀ ଦନ୍ତାହାତୀ ରିଆମାଳ ବନାଂଚଳ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଜଳଗହଳିପୂର୍ଣ୍ଣ ସଙ୍ଘାପୋଶି ଗ୍ରାମରେ ପଶି ଆତଙ୍କରାଜ ଚଲାଇବାସହ ଏକ ଘର ଭାଙ୍ଗି…

ଅସହ୍ୟ ତାତି, ଜନଜୀବନ କଲବଲ: ଛାତ୍ରୀଛାତ୍ରଙ୍କୁ ଗ୍ରୀଷ୍ମକଷ୍ଟ, ବଢ଼ୁଛି ଅସନ୍ତୋଷ

ବରଗଡ଼,୧୯।୪(ପ୍ରେମାନନ୍ଦ ଖମାରୀ): ତାତି ବଢୁଛି। ଗୁଳୁଗୁଳି ବି ହେଉଛି। ସକାଳ ୯ଟାରୁ ତାତିର ପ୍ରକୋପ ବଢ଼ିବାରେ ଲାଗିଛି। ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଲାଗି ରହିଛି। ଏହା ଅସହ୍ୟ…

ଚାଷୀଙ୍କ ଦୁଃଖ: ମିଳିଲାନି ଟୋକନ, ଚିକିତ୍ସା ପାଇଁ କମ୍ ଦରରେ ଧାନ ବିକିଲେ ଚାଷୀ

ବରଗଡ଼,୧୯।୪(ପ୍ରେମାନନ୍ଦ ଖମାରୀ) :  ଧାନବିକ୍ରି ପଞ୍ଜିକରଣରୁ ବାଦ୍ ପଡିଥିବା ଯୋଗୁଁ ବରଗଡ ଜିଲାର ଅନେକ ଚାଷୀ ଏପର୍ଯ୍ୟନ୍ତ ଗତବର୍ଷ ଖରିଫରେ ଅମଳ ଧାନ ବିକ୍ରି କରି ପାରି…

ସ୍ମାର୍ଟଫୋନ୍‌ରେ ଆଧାର ଆପ୍‌ ବାଧ୍ୟତାମୂଳକ ନିୟମ ପ୍ରତ୍ୟାହୃତ

ନୂଆଦିଲ୍ଲୀ,୧୯ା୪: ଆପଲ୍‌, ସାମ୍‌ସଙ୍ଗ ଓ ଅନ୍ୟାନ୍ୟ ସ୍ମାର୍ଟଫୋନ୍‌ ନିର୍ମାଣକାରୀ କମ୍ପାନୀର ବିରୋଧ ପରେ ଭାରତ ସରକାର ସମସ୍ତ ସ୍ମାର୍ଟଫୋନ୍‌ରେ ଆଧାର ଆପ୍‌ ସଂଯୋଗ କରିବା ଯୋଜନାରୁ ଓହରିଯାଇଛନ୍ତି।…

ଆମେ ନୀରବ

ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ କରିଛନ୍ତି। ଏହି ଯୁଦ୍ଧରେ ବିଶ୍ୱର ଅନ୍ୟ ଦେଶ ପରି ଭାରତ ମଧ୍ୟ ନକାରାତ୍ମକ ଭାବରେ ପ୍ରଭାବିତ ହୋଇଛି। ପ୍ରକୃତରେ ଇରାନୀୟଙ୍କୁ ଛାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri