Posted inଖେଳ

ହାଇଦ୍ରାବାଦରେ ଏସଆରଏଚ-କେକେଆର ଲଢ଼େଇ…

ହାଇଦ୍ରାବାଦ,୪।୫ : ଆଇପିଏଲ ସିଜିନ ୧୬ର ୪୭ ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ) ଏବଂ କୋଲକାତା ନାଇଟ ରାଇଡର୍ସ(କେକେଆର) ଗୁରୁବାର ସନ୍ଧ୍ୟା ସାଢ଼େ ଟାରେ ମୁହାଁମୁହିଁ ହେବେ। ହାଇଦ୍ରାବାଦର ରାଜୀବ ଗାନ୍ଧୀ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ ଉଭୟ ଦଳ ପାଇଁ ବେଶ୍‌ ଗୁରୁତ୍ୱପୂର୍ଣ୍ଣ।

ପଏଣ୍ଟ ଟେବୁଲରେ ଏସଆରଏଚ ନବମ ସ୍ଥାନରେ ରହିଛି। ୮ ମ୍ୟାଚରୁ ୩ ଜିତି ୫ ହାରି ଏହା ୬ ପଏଣ୍ଟ ହାସଲ କରିଛି। ଏହାର ରନ ରେଟ ମାଇନସ ୦.୫୭୭ ରହିଛି। ସେହିପରି କେକେଆର ଅଷ୍ଟମ ସ୍ଥାନରେ ରହିଛି। ୯ ମ୍ୟାଚରୁ ୩ ଜିତି ୬ ହାରି ଏହା ୬ ପଏଣ୍ଟ ହାସଲ କରିଛି। ଏହାର ରନ ରେଟ ମାଇନସ ୦.୧୪୭ ରହିଛି।

ସନରାଇଜର୍ସ ହାଇଦ୍ରାବାଦ ଦଳରେ ଆଡେନ ମାର୍କ୍ରାମ (ଅଧିନାୟକ), ହେନ୍ରିଚ କ୍ଲାସେନ (ଓ୍ବିକେଟକିପର), ମୟଙ୍କ ଅଗ୍ରୱାଲ, ଅଭିଷେକ ଶର୍ମା, ରାହୁଲ ତ୍ରିପାଠୀ, ହ୍ୟାରି ବ୍ରୁକ, ଅବଦୁଲ ସମଦ, ମୟଙ୍କ ମାର୍କାଣ୍ଡେ, ଭୁବନେଶ୍ୱର କୁମାର, ଅକଲ ହୋସେନ, ଉମରନ ମଲିକ, ମାର୍କୋ ଜନସେନ, ଟି ନାଟାରାଜମାନ, ଗ୍ଲେନ ଫିଲିପ୍ସ, ମାୟାନକ ଦାଗର, ସମାର୍ଥ ଭାୟା, ଅନମୋଲପ୍ରୀତ ସିଂ, ଆଦିଲ ରସିଦ, କାର୍ତ୍ତିକ ଟାୟାଗି, ଉପେନ୍ଦ୍ର ଯାଦବ, ସାନବୀର ସିଂ, ଫଜଲହକ ଫାରୁକି, ନୀତୀଶ ରେଡ୍ଡୀ ପ୍ରମୁଖ ଅଛନ୍ତି।

କୋଲକାତା ନାଇଟ ରାଇଡର୍ସ ଦଳରେ ରହମାନୁଲ୍ଲା ଗୁରୁବାଜ (ଓ୍ବିକେଟକିପର), ନୀତୀଶ ରାଣା (ଅଧିନାୟକ), ଏନ ଜଗଦିଶନ, ଭେଙ୍କଟେଶ ଆୟର, ରିଙ୍କୁ ସିଂ, ଆଣ୍ଡ୍ରେ ରସେଲ, ଡେଭିଡ ୱିସେ, ସୁନୀଲ ନାରିନ, ଶାର୍ଦ୍ଦୁଲ ଠାକୁର, ହର୍ଷିତ ରାଣା, ବରୁଣ ଚକ୍ରବର୍ତ୍ତୀ,
ସୁୟାଶ ଶର୍ମା, ମନଦୀପ ସିଂ, ଜାସନ ରୟ, ଅନୁକୁଲ ରୟ, ଟିମ ସାଉଥୀ, ଉମେଶ ଯାଦବ, ଲକି ଫର୍ଗୁସନ, କୁଲୱନ୍ତ ଖେଜ୍ରୋଲିୟା, ବୈଭବ ଆରୋରା, ଆର୍ଯ୍ୟ ଦେଶାଇ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ଟାଇଟଲ ପ୍ରତ୍ୟାହାର, ୩ ବର୍ଷ ବାସନ୍ଦ ହେଲେ ଏହି ଆଥଲେଟ୍‌, ଜାଣନ୍ତୁ…

କୋଲୋରାଡୋ ସ୍ପ୍ରିଙ୍ଗ୍ସ,୧୧।୮: ବ୍ଲଡ ଡୋପିଙ୍ଗ୍‌ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଯୁକ୍ତରାଷ୍ଟ୍ର ଆମେରିକାର ୧,୫୦୦ମିଟର ଚାମ୍ପିୟନ ଜୋନା କୋଚ୍‌ଙ୍କଠାରୁ ଟାଇଟଲ ପ୍ରତ୍ୟାହାର କରି ନିଆଯିବା ସହ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri