Posted inଖେଳ

ହାଇଦ୍ରାବାଦରେ ଏସଆରଏଚ-ପିବିକେଏସ ଲଢ଼େଇ…

ହାଇଦ୍ରାବାଦ,୯।୪ : ଆଇପିଏଲ ସିରିଜ ୧୬ର ୧୪ ତମ ମ୍ୟାଚ ରବିବାର ସନରାଇଜର୍ସ ହାଇଦ୍ରାବାଦ (ଏସଆରଏଚ) ଏବଂ ପଞ୍ଜାବ କିଙ୍ଗ୍‌ସ(ପିବିକେଏସ )ମଧ୍ୟରେ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଇଣ୍ଟରନ୍ୟାଶନାଲ କ୍ରିକେଟ ଷ୍ଟାଡିୟମରେ ସନ୍ଧ୍ୟା ସାଢ଼େ ୭ଟା ଖେଳାଯିବ।

ଲଗାତାର ଦୁଇଟି ପରାଜୟ ପରେ ଅସୁବିଧାରେ ପଡ଼ିଥିବା ସନରାଇଜର୍ସ ହାଇଦ୍ରାବାଦ ରବିବାର ନିଜ ଘରୋଇ ଗ୍ରାଉଣ୍ଡରେ ପଞ୍ଜାବ କିଙ୍ଗ୍‌ସ ବିପକ୍ଷରେ ବିଜୟ ଟ୍ରାକକୁ ଫେରିବାକୁ ଚେଷ୍ଟା କରିବ। ଏହାପୂର୍ବରୁ ହାଇଦ୍ରାବାଦ ରାଜସ୍ଥାନ ରୟାଲ୍ସକୁ ୭୨ ରନରେ ପରାସ୍ତ କରିଥିବାବେଳେ ଲକ୍ଷ୍ନୌ ସୁପରଜିଆଣ୍ଟସ ପାଞ୍ଚ ୱିକେଟରେ ପରାସ୍ତ କରିଛି। ଗତ ଦୁଇ ସିଜିନରେ ପଏଣ୍ଟ ଟେବୁଲରେ ହାଇଦ୍ରାବାଦ ଅଷ୍ଟମ ସ୍ଥାନ ହାସଲ କରିଥିଲା ଏବଂ ଚଳିତ ସିଜନରେ ଭଲ ଆରମ୍ଭ ହେବାର ଆଶା ରଖିଥିଲା, କିନ୍ତୁ ତାହା ହୋଇପାରିଲା ନାହିଁ।

ସନରାଇଜର୍ସ ହାଇଦ୍ରାବାଦ ପ୍ଲେଇଙ୍ଗ ୧୧ରେ ଅଭିଷେକ ଶର୍ମା, ମାୟାନକ ଅଗ୍ରୱାଲ, ରାହୁଲ ତ୍ରିପାଠୀ, ଆଡେନ ମାର୍କ୍ରାମ (ଅଧିନାୟକ), ହ୍ୟାରି ବ୍ରୁକ, ହେନ୍ରିଚ କ୍ଲାସେନ (ଓ୍ବିକେଟ କିପର), ୱାଶିଂଟନ ସୁନ୍ଦର, ଆଦିଲ ରସିଦ / ମାର୍କୋ ଜନସେନ, ଭୁବନେଶ୍ୱର କୁମାର, ଟି ନାଟାରାଜନ, ଉମରନ ମଲିକ ରହିଛନ୍ତି।

ସେହିପରି ପଞ୍ଜାବ କିଙ୍ଗ୍ସର ପ୍ଲେଇଙ୍ଗ ୧୧ରେ ଶିଖର ଧାୱନ (ଅଧିନାୟକ), ପ୍ରଭାସୀମ୍ରନ ସିଂ, ଭାନୁକା ରାଜପକ୍ସା, ଜିତେଶ ଶର୍ମା (ୱିକେଟ କିପର), ସିକନ୍ଦର ରଜା, ଶାହରୁଖ ଖାନ, ସାମ କରଣ, ହରପ୍ରୀତ ବରାଡ, ରାହୁଲ ଚହର, ନାଥନ ଏଲିସ, ଅର୍ଶଦୀପ ସିଂ ପ୍ରମୁଖ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

୭ ବର୍ଷର ପ୍ରଚେଷ୍ଟା ୧୦ ମିନିଟରେ ଧ୍ଵଂସ, ବନ୍ୟପ୍ରାଣୀଙ୍କ ପାଇଁ ଚାଷ କାର୍ଯ୍ୟରୁ ମନ ଫେରାଉଛନ୍ତି ଚାଷୀ

ଭଞ୍ଜନଗର,୮।୨(ବାବୁଲା ପ୍ରଧାନ): ଦେଶରେ ହୁ ହୁ ହୋଇ ଜନସଂଖ୍ୟା ବଢ଼ିବାରେ ଲାଗିଛି । ଜନସଂଖ୍ୟା ବୃଦ୍ଧି ଯୋଗୁଁ ଲୋକେ ବଞ୍ଚିବା ପାଇଁ ବିଭିନ୍ନ ଆବଶ୍ୟକତା ବଢୁଛି ।…

ସମର୍ପିତ କୁକୁର ଶ୍ମଶାନ ଘାଟ! ଯେଉଁଠାରେ ସମ୍ମାନର ସହିତ ପ୍ରାଣୀମାନଙ୍କର କରାଯାଏ ଶେଷକୃତ୍ୟ

ଫରିଦାବାଦ,୮।୨: ଫରିଦାବାଦ ମାନବିକତା ଏବଂ ଦାୟିତ୍ୱର ଏକ ନୂତନ ଉଦାହରଣ ସୃଷ୍ଟି କରିଛି। ଏହା ହରିୟାଣାର ପ୍ରଥମ ସହର ହୋଇଛି ଯେଉଁଠାରେ ବୁଲା କୁକୁରଙ୍କ ପାଇଁ ଏକ…

ପୀତବାସ ପଣ୍ଡା ହତ୍ୟା ମାମଲାରେ ମୁହଁ ଖୋଲିଲେ ବିକ୍ରମ ପଣ୍ଡା, ମୁଁ ନିର୍ଦ୍ଦୋଷ….

ବ୍ରହ୍ମପୁର,୮।୨: ପୀତବାସ ପଣ୍ଡା ହତ୍ୟା ମାମଲାରେ ଜେଲରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଆଜି ମୁହଁ ଖୋଲିଛନ୍ତି । ମୁଁ ଦୋଷୀ ନୁହେଁ ମୋତେ ଫସାଇ…

ପାକିସ୍ତାନ ନୁହେଁ ଏହି ଟିମ ସହ ପରବର୍ତ୍ତି ମ୍ୟାଚ ଖେଳିବ ଭାରତ, ଜାଣନ୍ତୁ କେବେ ହେବ ମୁହାଁମୁହିଁ

ନୂଆଦିଲ୍ଲୀ,୮।୨: ଟିମ ଇଣ୍ଡିଆ ୨୦୨୬ ଟି-୨୦ ବିଶ୍ୱକପ ଏକ ଦମଦାର ବିଜୟ ସହିତ ଆରମ୍ଭ କରିଥିଲା। ପ୍ରଥମ ମ୍ୟାଚରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବ୍ୟାଟ ଚମକି ଉଠିଥିଲା,…

୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍, ୨୭ଜଣ ବସିଥିବା ବେଳେ….

ମୋହନା,୮।୨( ମନ୍ମଥ ମିଶ୍ର ): ଭାରସାମ୍ୟ ହରାଇ ୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍ । ତେବେ ଦୁର୍ଘଟଣାରେ ୨୦ଜଣ ଆହାତ ହୋଇଥିବା ବେଳେ ସେମାନଙ୍କ…

ସେମିକଣ୍ଡକ୍ଟରରୁ ଡିଜିଟାଲ ପେମେଣ୍ଟ ପୁଣି AI ପର୍ଯ୍ୟନ୍ତ… ଭାରତ-ମାଲେସିଆ ମଧ୍ୟରେ ସ୍ବାକ୍ଷରିତ ହେଲା ୬ଟି ପ୍ରମୁଖ ଚୁକ୍ତି

କୁଆଲାଲମ୍ପୁର,୮।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ଉପସ୍ଥିତିରେ ଭାରତ ଏବଂ ମାଲେସିଆ ମଧ୍ୟରେ ଛଅଟି ପ୍ରମୁଖ ଚୁକ୍ତି ସ୍ବାକ୍ଷରିତ ହୋଇଛି। କୁଆଲାଲମ୍ପୁରରେ…

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କ ମୃତ୍ୟୁ

ଢାକା,୮।୨: ବାଂଲାଦେଶରେ ହିନ୍ଦୁ ମୃତ୍ୟୁ ମାମଲା ନିରନ୍ତର ରିପୋର୍ଟ ହେଉଛି। ଏହି ସମ୍ପର୍କରେ, ରବିବାର, ଫେବୃଆରୀ ୮ରେ ଏକ ପ୍ରମୁଖ ଖବର ପ୍ରକାଶିତ ହୋଇଛି। ରିପୋର୍ଟ ଅନୁଯାୟୀ,…

ବିଶ୍ୱଜିତ କଂଗ୍ରେସରେ ଯୋଗ ଦେବା ପରେ ଅସନ୍ତୋଷ ଝାଡ଼ିଲେ ସୋଫିଆ, କହିଲେ ଆମକୁ…

ଭୁବନେଶ୍ୱର,୮ା୨: କଂଗ୍ରେସରେ କଟକର ବିଜେଡି ନେତା ବିଶ୍ୱଜିତ ମହାନ୍ତି ଯୋଗଦେବା ପ୍ରସଙ୍ଗରେ ସୋଫିଆ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ଅବଗତ କରାଯାଇନାହିଁ। କଟକର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri