Posted inଖେଳ

ହାଇଦ୍ରାବାଦରେ ଏସଆରଏଚ-ଆରସିବି ମୁହାଁମୁହିଁ…

ହାଇଦ୍ରାବାଦ,୧୮।୫ : ଆଇପିଏଲ ୨୦୨୩ର ୬୫ ତମ ମ୍ୟାଚରେ ଗୁରୁବାର ସନ୍ଧ୍ୟା ସାଢ଼େ ୭ଟାରେ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ସନ ରାଇଜର୍ସ ହାଇଦ୍ରାବାଦ(ଏସଆରଏଚ) ଏବଂ ରୟାଲ ଚ୍ୟାଲେଞ୍ଜରର୍ସ ବାଙ୍ଗାଲୋର(ଆରସିବି) ମଧ୍ୟରେ ଖେଳାଯାଉଛି । ପଏଣ୍ଟ ଟେବୁଲରେ ଏସଆରଏଚ ନଶମ ସ୍ଥାନରେ ରହିଛି। ସେହିପରି ପଞ୍ଚମ ସ୍ଥାନରେ ଆରସିବି ଦଳ ରହିଛି।
ଏସଆରଏଚ ୧୨ ଟି ମ୍ୟାଚ ଖେଳିଛି ଏବଂ ସେଥିରୁ ୪ ଟି ଜିତିଛି ଏବଂ ୮ ଟି ହାରିଛି । ଏସଆରଏଚର ପଏଣ୍ଟ ୮ ରହିଛି। ଏଥି ସହିତ ବାଙ୍ଗାଲୋର ୧୨ ଟି ମ୍ୟାଚ ଖେଳିଛି। ଏହାର ପଏଣ୍ଟ ୧୨ ରହିଛି। ବାଙ୍ଗାଲୋର ୬ ଟି ମ୍ୟାଚ ଜିତି ୬ଟିରେ ହାରିଛି।

ସନରାଇଜର୍ସ ହାଇଦ୍ରାବାଦ ଦଳରେ ଆଡେନ ମାର୍କ୍ରାମ (ଅଧିନାୟକ), ହେନ୍ରିଚ କ୍ଲାସେନ (ଓ୍ବିକେଟ କିପର), ଅଭିଷେକ ଶର୍ମା, ରାହୁଲ ତ୍ରିପାଠୀ, ଅବଦୁଲ ସମଦ, ସାନବୀର ସିଂ, ମାୟାନକ ମାର୍କାଣ୍ଡେ, ମାର୍କୋ ଜାନସେନ, ଭୁବନେଶ୍ୱର କୁମାର, ଫଜଲହକ ଫାରୁକି, ଟି ନାଟାରାଜାନ, ଅମଲପ୍ରୀତ ସିଂ ଅକିଲ ହୋସେନ, ଗ୍ଲେନ ଫିଲିପ୍ସ, ସମାର୍ଥ ଭାୟାସ, ମାୟାନକ ଦାଗର, ଉପେନ୍ଦ୍ର ଯାଦବ, ହ୍ୟାରି ବ୍ରୁକ, କାର୍ତ୍ତିକ ଟାୟାଗି, ନୀତୀଶ ରେଡ୍ଡୀ, ଉମ୍ରାନ ମଲିକ, ଭାଇବ୍ରାଣ୍ଟ ଶର୍ମା ପ୍ରମୁଖ ଅଛନ୍ତି।

ସେହିପରି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଦଳରେ ଫାଫ ଡୁ ପ୍ଲେସିସ (ଅଧିନାୟକ), ଦୀନେଶ କାର୍ତ୍ତିକ (ଓ୍ବିକେଟ କିପର), ବିରାଟ କୋହଲି, ଅନୁଜ ରାୱତ, ଗ୍ଲେନ ମ୍ୟାକ୍ସୱେଲ, ମହିପାଲ ଲୋମୋର, ମାଇକେଲ ବ୍ରେସୱେଲ, ୱେନ ପାର୍ନେଲ, କର୍ଣ୍ଣ ଶର୍ମା, ହର୍ଷଲ ପଟେଲ, ମହମ୍ମଦ ସିରାଜ, ଶାହବାଜ ଅହମ୍ମଦ, ସିଦ୍ଧର କୌଲ, କେଦାର ଯାଦବ, ଜୋଶ ହାଜଲେଉଡ, ବିଜୟକୁମାର ବିଶାକ, ୱାନିଣ୍ଡୁ ହାସାରଙ୍ଗା, ଫିନ ଆଲେନ, ସୋନୁ ଯାଦବ, ସୁୟାଶ ପ୍ରଭାସେସାଇ, ମନୋଜ ଭଣ୍ଡେଜ, ଆକାଶ ଦୀପ, ରାଜନ କୁମାର, ଅବିନାଶ ସିଂ, ହିମାଂଶୁ ଶର୍ମା ପ୍ରମୁଖ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri