Posted inଖେଳ

ଡିସି ପାଇଁ ୧୯୮ରନର ବିଜୟ ଲକ୍ଷ୍ୟ ରଖିଲା ଏସଆରଏଚ…

ନୂଆଦିଲ୍ଲୀ,୨୯।୪ : ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ୪୦ତମ ମ୍ୟାଚ ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଦଳ ଏବଂ ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ) ଟିମ୍‌ ମୁହାଁମୁହିଁ ହୋଇଛନ୍ତି। ମ୍ୟାଚରେ ଏସଆରଏଚ ଦଳ ଟସ ଜିତି ଅଧିନାୟକ ଇଡେନ ମାର୍କ୍ରାମଙ୍କ ନେତୃତ୍ୱରେ ଦଳ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିଲା। ଡିସି ଦଳ ଅଧିନାୟକ ଡେଭିଡ ୱାର୍ଣ୍ଣରଙ୍କ ନେତୃତ୍ୱରେ ବୋଲିଂ କରିବା ଆରମ୍ଭ କରିଥିଲା।
ଧାର୍ଯ୍ୟ ୨୦ ଓଭରରେ ଏସଆରଏଚ ୬ ଓ୍ବିକେଟ ହରାଇ ୧୯୭ ରନ କରିଛି। ଫଳରେ ଡିସି ପାଇଁ ବିଜୟ ଲକ୍ଷ୍ୟ ୧୯୮ ରନ ରହିଛି।
ଏସଆରଏଚ ପକ୍ଷରୁ ଅଭିଷେକ ଶର୍ମା ୬୭ ରନ କରିଥିବାବେଳେ ରାହୁଲ ତ୍ରିପାଠୀ ରନ ୧୦, ହେନରିଚ କ୍ଳାସେନ ୫୩ , ଅବଦୁଲ ସମଦ ୨୮, ଅକିଲ ହୋସେନ ୧୬ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀକୁ ଖାଦ୍ୟରେ ବିସ୍ଫୋରକ

ବାରିପଦା,୧୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୮ ଦିନ ତଳେ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଦେଇ ଏକ ୨୭ଟିକିଆ ହାତୀପଲ ବୁଢ଼ାବଳଙ୍ଗ ନଦୀ ପାର ହୋଇ ବାଲେଶ୍ୱର...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri