Posted inଖେଳ

ଡିସି ପାଇଁ ୧୯୮ରନର ବିଜୟ ଲକ୍ଷ୍ୟ ରଖିଲା ଏସଆରଏଚ…

ନୂଆଦିଲ୍ଲୀ,୨୯।୪ : ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ୪୦ତମ ମ୍ୟାଚ ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଦଳ ଏବଂ ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ) ଟିମ୍‌ ମୁହାଁମୁହିଁ ହୋଇଛନ୍ତି। ମ୍ୟାଚରେ ଏସଆରଏଚ ଦଳ ଟସ ଜିତି ଅଧିନାୟକ ଇଡେନ ମାର୍କ୍ରାମଙ୍କ ନେତୃତ୍ୱରେ ଦଳ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିଲା। ଡିସି ଦଳ ଅଧିନାୟକ ଡେଭିଡ ୱାର୍ଣ୍ଣରଙ୍କ ନେତୃତ୍ୱରେ ବୋଲିଂ କରିବା ଆରମ୍ଭ କରିଥିଲା।
ଧାର୍ଯ୍ୟ ୨୦ ଓଭରରେ ଏସଆରଏଚ ୬ ଓ୍ବିକେଟ ହରାଇ ୧୯୭ ରନ କରିଛି। ଫଳରେ ଡିସି ପାଇଁ ବିଜୟ ଲକ୍ଷ୍ୟ ୧୯୮ ରନ ରହିଛି।
ଏସଆରଏଚ ପକ୍ଷରୁ ଅଭିଷେକ ଶର୍ମା ୬୭ ରନ କରିଥିବାବେଳେ ରାହୁଲ ତ୍ରିପାଠୀ ରନ ୧୦, ହେନରିଚ କ୍ଳାସେନ ୫୩ , ଅବଦୁଲ ସମଦ ୨୮, ଅକିଲ ହୋସେନ ୧୬ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?