Posted inଖେଳ

ଟସ୍‌ ଜିତିଲା ଦିଲ୍ଲୀ କ୍ୟାପିଟାଲ୍ସ, ବ୍ୟାଟିଂ କରିବ…

ହାଇଦ୍ରାବାଦ,୨୪।୪: ଆଇପିଏଲ-୨୦୨୩ର ୩୪ ତମ ମ୍ୟାଚରେ ସୋମବାର ହାଇଦ୍ରାବାଦର ରାଜୀବ ଗାନ୍ଧୀ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ଏବଂ ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ) ଖେଳାଯାଉଛି। ଦିଲ୍ଲୀ କ୍ୟାପିଟାଲ୍ସ ପ୍ରଥମେ ଟସ୍‌ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ସନରାଇଜର୍ସ ହାଇଦ୍ରାବାଦ ବୋଲିଂ କରିବ।

ମ୍ୟାଚରେ ଉଭୟ ଦଳ ପାଇଁ ବିଜୟ ଆବଶ୍ୟକ। ଦିଲ୍ଲୀ ଦଳ ପଏଣ୍ଟ ଟେବୁଲର ତଳେ ଅଛି । ୬ ଟି ମ୍ୟାଚରେ ଦଳ କେବଳ ଗୋଟିଏ ମ୍ୟାଚ ଜିତିବାରେ ସକ୍ଷମ ହୋଇଛି। ଅନ୍ୟପକ୍ଷରେ ହାଇଦ୍ରାବାଦ ବିଷୟରେ କହିବାକୁ ଗଲେ ଦଳ ୨ ମ୍ୟାଚ ଜିତିଛି। ଯଦିଓ ଦଳର ଅବସ୍ଥା ଦିଲ୍ଲୀ ଅପେକ୍ଷା ଭଲ। ଏଭଳି ପରିସ୍ଥିତିରେ ଉଭୟ ଦଳ ବିଜୟ ଆଶା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଣଶିକ୍ଷା ବିଭାଗର ବଡ଼ ଘୋଷଣା, ଛାତ୍ରୀଛାତ୍ରଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି

ଭୁବନେଶ୍ୱର,୧।୭: ଛାତ୍ରଛାତ୍ରୀଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି । ଚଳିତ ବର୍ଷରେ ହିଁ ନୂଆ ବହି ଯୋଗାଇ ଦେବେ ସରକାର । ଯଥା  ସମ୍ଭବ ଛାତ୍ରୀଛାତ୍ରଙ୍କୁ ବହି…

ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

ଭାଜପାରେ ଚାଲିଛି ପତିଆରା ଲଢେଇ: ନିଗମ ପାଇଁ ଚତୁର ଗୋଟିଚାଳନା

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ଓଡ଼ିଶାରେ ଭାଜପା ଶାସନକୁ ଆସିବାର ୨ ବର୍ଷ ପୂର୍ତ୍ତି ଉତ୍ସବ ନିକଟରେ ପାଳନ ହୋଇସାରିଛି। ରାଜ୍ୟର ଅନେକ ଜିଲାରେ ଏବେ ମଧ୍ୟ ସରକାରୀ ସ୍ତରରେ…

କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେ, ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ରବି କାନ୍ତ, ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଆଶିଷ ସିଂ ଏବଂ ୨୦୧୦…

ଟି୨୦ ବିଶ୍ୱକପ୍‌: ଫାଇନାଲରେ ପହଞ୍ଚିଲା ଅଷ୍ଟ୍ରେଲିଆ

ଲଣ୍ଡନ,୩୦ା୬: ଆଶ୍‌ଲେ ଗାର୍ଡନରଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ଓ ବେଥ୍‌ ମୁନିଙ୍କ ଅପରାଜିତ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଅଷ୍ଟ୍ରେଲିଆ ଚଳିତ ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଛି।…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri