Posted inଖେଳ

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ପରେ ଏହି ପ୍ରଶଂସକ ଚାକିରିରୁ ଇସ୍ତଫା ଦେଲେ କି? ଟୁଇଟର୍‌ରେ ଚାଲିଛି ଟ୍ରେଣ୍ଡ୍‌

ମୁମ୍ବାଇ,୧୩।୪: ଆଇପିଏଲ୍‌ ୨୦୨୨ରେ ଗୁଜରାଟ ଟାଇଟାନ୍ସର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଜଣେ ପ୍ରଶଂସକ ଟୁଇଟରରେ ବହୁତ ଟ୍ରେଣ୍ଡ କରୁଛନ୍ତି। ନିକଟରେ ଏହି ପ୍ରଶଂସକ ସନରାଇଜର୍ସ ହାଇଦ୍ରାବାଦ (ଏସ୍‌ଆର୍‌ଏଚ୍‌) ବିପକ୍ଷ ମ୍ୟାଚରେ ଏକ ନିଆରା ପୋଷ୍ଟର ଧରି ଆସିଥିଲେ। ଏପ୍ରିଲ ୧୧ରେ ସନରାଇଜର୍ସ ହାଇଦ୍ରାବାଦ ବନାମ ଗୁଜରାଟ ଟାଇଟାନ୍ସ ମ୍ୟାଚ ସମୟରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଏହି ପ୍ରଶଂସକ ଏକ ପୋଷ୍ଟର ଦେଖାଉଥିଲେ। ଏଥିରେ ଲେଖାଥିଲା, ଯଦି ହାର୍ଦ୍ଦିକ ଆଜି ୫୦ ପୂରଣ କରନ୍ତି, ତେବେ ମୁଁ ମୋର ଚାକିରି ଛାଡିଦେବି। କୌତୁହଳର ବିଷୟ ହେଉଛି ଏହି ମ୍ୟାଚରେ ପାଣ୍ଡ୍ୟା ମଧ୍ୟ ଅର୍ଦ୍ଧଶତକ ହାସଲ କରିଥିଲେ।
ପାଣ୍ଡ୍ୟା ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ୪୨ ବଲରୁ ୫୦ ରନର ଇନିଂସ ଖେଳିଥିଲେ। ସେ ମଧ୍ୟ ଏହି ଇନିଂସରେ ୪ ଚୌକା ଓ ଗୋଟିଏ ଛକା ମାରିଥିଲେ। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ପରେ ଏହି ମ୍ୟାଚରେ ପୋଷ୍ଟର ଦେଖାଉଥିବା ବ୍ୟକ୍ତି ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛନ୍ତି। ପ୍ରଶଂସକମାନେ ଏହି ଯୁବକଙ୍କୁ ଟ୍ରୋଲ କରୁଛନ୍ତି। ଏହି ପୋଷ୍ଟର ଦେଖାଉଥିବା ବ୍ୟକ୍ତି କେଉଁଠାରେ ଅଛନ୍ତି? ସେ ଚାକିରିରୁ ଇସ୍ତଫା ଦେଇଛନ୍ତି କି? ପ୍ରଶଂସକମାନେ ବର୍ତ୍ତମାନ ସୋସିଆଲ ମିଡିଆରେ ଏଭଳି ଆଲୋଚନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri