Posted inଖେଳ

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ପରେ ଏହି ପ୍ରଶଂସକ ଚାକିରିରୁ ଇସ୍ତଫା ଦେଲେ କି? ଟୁଇଟର୍‌ରେ ଚାଲିଛି ଟ୍ରେଣ୍ଡ୍‌

ମୁମ୍ବାଇ,୧୩।୪: ଆଇପିଏଲ୍‌ ୨୦୨୨ରେ ଗୁଜରାଟ ଟାଇଟାନ୍ସର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଜଣେ ପ୍ରଶଂସକ ଟୁଇଟରରେ ବହୁତ ଟ୍ରେଣ୍ଡ କରୁଛନ୍ତି। ନିକଟରେ ଏହି ପ୍ରଶଂସକ ସନରାଇଜର୍ସ ହାଇଦ୍ରାବାଦ (ଏସ୍‌ଆର୍‌ଏଚ୍‌) ବିପକ୍ଷ ମ୍ୟାଚରେ ଏକ ନିଆରା ପୋଷ୍ଟର ଧରି ଆସିଥିଲେ। ଏପ୍ରିଲ ୧୧ରେ ସନରାଇଜର୍ସ ହାଇଦ୍ରାବାଦ ବନାମ ଗୁଜରାଟ ଟାଇଟାନ୍ସ ମ୍ୟାଚ ସମୟରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଏହି ପ୍ରଶଂସକ ଏକ ପୋଷ୍ଟର ଦେଖାଉଥିଲେ। ଏଥିରେ ଲେଖାଥିଲା, ଯଦି ହାର୍ଦ୍ଦିକ ଆଜି ୫୦ ପୂରଣ କରନ୍ତି, ତେବେ ମୁଁ ମୋର ଚାକିରି ଛାଡିଦେବି। କୌତୁହଳର ବିଷୟ ହେଉଛି ଏହି ମ୍ୟାଚରେ ପାଣ୍ଡ୍ୟା ମଧ୍ୟ ଅର୍ଦ୍ଧଶତକ ହାସଲ କରିଥିଲେ।
ପାଣ୍ଡ୍ୟା ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ୪୨ ବଲରୁ ୫୦ ରନର ଇନିଂସ ଖେଳିଥିଲେ। ସେ ମଧ୍ୟ ଏହି ଇନିଂସରେ ୪ ଚୌକା ଓ ଗୋଟିଏ ଛକା ମାରିଥିଲେ। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ପରେ ଏହି ମ୍ୟାଚରେ ପୋଷ୍ଟର ଦେଖାଉଥିବା ବ୍ୟକ୍ତି ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛନ୍ତି। ପ୍ରଶଂସକମାନେ ଏହି ଯୁବକଙ୍କୁ ଟ୍ରୋଲ କରୁଛନ୍ତି। ଏହି ପୋଷ୍ଟର ଦେଖାଉଥିବା ବ୍ୟକ୍ତି କେଉଁଠାରେ ଅଛନ୍ତି? ସେ ଚାକିରିରୁ ଇସ୍ତଫା ଦେଇଛନ୍ତି କି? ପ୍ରଶଂସକମାନେ ବର୍ତ୍ତମାନ ସୋସିଆଲ ମିଡିଆରେ ଏଭଳି ଆଲୋଚନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସଚିନଙ୍କ ପାଇଁ ଆଜି ମୁଁ ଷ୍ଟାର: ଶୋଏବ ଅଖତର

ନୂଆଦିଲ୍ଲୀ,୧୦।୬: ପାକିସ୍ତାନର ସର୍ବୋତ୍ତମ ଦ୍ରୁତ ବୋଲରମାନଙ୍କ ମଧ୍ୟରୁ ଶୋଏବ ଅଖତର ଅନ୍ୟତମ। ନିଜ କ୍ୟାରିୟରରେ ସେ ନିଜର ପ୍ରଭାବୀ ବୋଲିଂ ପାଇଁ ଚର୍ଚ୍ଚାରେ ରହିଆସୁଥିଲେ। ଏବେ...

ବର୍ଷା ପାଇଁ ଅଡ଼ୁଆରେ ଟିମ୍‌ ଇଣ୍ଡିଆ

ଓ୍ବେଲିଂଟନ,୨୪।୩: ଆଇସିସି ମହିଳା ଦିନିକିଆ ବିଶ୍ୱକପ୍‌ରେ ଗୁରୁବାର ଦକ୍ଷିଣ ଆଫ୍ରିକା ଏବଂ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯିବାକୁ ଥିବା ବର୍ଷାରେ ଧୋଇ ଯାଇଛି। ମ୍ୟାଚ୍‌ ବାତିଲ ହେବା...

ମାତ୍ର ୧୨ଟି ବଲ୍‌ ଖେଳି ଇତିହାସ ରଚିଲେ ଏହି ବିସ୍ଫୋରକ କ୍ରିକେଟର୍‌

ଆବୁଧାବି,୪।୧: ଆବୁଧାବି ଟି-୨୦ ଲିଗ୍‌ରେ କ୍ରିସ୍‌ ଗେଲ୍‌ ମରାଠା ଆରବିଆନ୍ସ ବିପକ୍ଷରେ ଇତିହାସ ରଚିଛନ୍ତି। ଆବୁଧାବିର ଓପନର୍‌ ଗେଲ୍‌ ମାତ୍ର ୨୨ଟି ବଲ୍‌ରୁ ୮୪ ରନ୍‌ର...

ଫ୍ରେଞ୍ଚ୍‌ ଓପନ୍‌ ବ୍ୟାଡ୍‌ମିଣ୍ଟନ: ସାଇନା ଆଉଟ

ପ୍ୟାରିସ୍‌,୨୬।୧୦(ପି.ଟି.)-ଏଠାରେ ଚାଲିଥିବା ୭ଲକ୍ଷ ଆମେରିକୀୟ ଡଲାର ପୁରସ୍କାର ରାଶିବିଶିଷ୍ଟ ଫ୍ରେଞ୍ଚ୍‌ ଓପନ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରୁ ଭାରତୀୟ ମହିଳା ତାରକା ସାଇନା ନେହ୍ବାଲ ବିଦାୟ ନେଇଛନ୍ତି। ମହିଳା...

ମିଡ୍‌ଲ ଅର୍ଡର ସମସ୍ୟା ପିଛା ଛାଡ଼ୁନି

ପାର୍ଲ,୧୯।୧: ଶିଖର ଧାଓ୍ବନ (୭୯) ଏବଂ ବିରାଟ କୋହଲି (୫୧)ଙ୍କ ଅର୍ଦ୍ଧଶତକୀୟ ପାଳି ସତ୍ତ୍ୱେ ଟିମ୍‌ ଇଣ୍ଡିଆକୁ ପରାଜୟର ମୁହଁ ଦେଖିବାକୁ ପଡ଼ିଛି। ପ୍ରଥମ ଦିନିକିଆରେ...

ଆମ ପାଖରେ ଆଉ ହରାଇବାକୁ କିଛି ନାହିଁ: ସଞ୍ଜୁ ସାମସନ

ଦୁବାଇ,୩୦।୯: ଆଇପିଏଲ୍‌ ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟରେ ବୁଧବାର ଖେଳାଯାଇଥିବା ମୁକାବିଲାରେ ରାଜସ୍ଥାନ ରୟାଲ୍ସକୁ ରୟାଲ୍‌ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପରାସ୍ତ କରିଥିଲା। ଏହି ପରାଜୟ ପରେ ରାଜସ୍ଥାନ...

ପ୍ରତିଭା ଖୋଜିବେ ଅନୁରାଧା

ଭୁବନେଶ୍ୱର, ୨୨।୨(କ୍ରୀଡ଼ା ପ୍ରତିନିଧି)- ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାର ପ୍ରଥମ ସଂସ୍କରଣର ଉଦ୍‌ଘାଟନୀ ସମାରୋହ ଶନିବାର କଟକରେ ଅନୁଷ୍ଠିତ ହେବ। ଏହା ପୂର୍ବରୁ ଭୁବନେଶ୍ୱରରେ କେତେକ...

ଟେନିସ୍‌ ଖେଳାଯିବା ନେଇ ଆଶଙ୍କା ପ୍ରକାଶ କଲେ ଓ୍ବିମ୍ବେଲଡନ ମୁଖ୍ୟ

ଲଣ୍ଡନ,୩।୪(ଏଏଫ୍‌ପି)- ଚଳିତବର୍ଷ ଅର୍ଥାତ୍‌ ୨୦୨୦ରେ ଟେନିସ ଖେଳାଯାଇପାରିବ ନାହିଁ ବୋଲି ଓ୍ବିମ୍ବେଲଡନ ମୁଖ୍ୟ ରିଚାର୍ଡ ଲୁଇସ୍‌ ଆଶଙ୍କା ପ୍ରକାଶ କରିଛନ୍ତି। ଚଳିତବର୍ଷ ସମ୍ପୂର୍ଣ୍ଣ ରୂପେ ଟେନିସ...

Advertisement
Archives

Model This Week