Posted inଖେଳ

ଆଇପିଏଲ୍‌ ୨୦୨୩: ଆଜି ମୁମ୍ବାଇ ଇଣ୍ଡିଆନ୍ସକୁ ଭେଟିବ ସନ୍‌ରାଇଜର୍ସ ହାଇଦ୍ରାବାଦ

ହାଇଦ୍ରାବାଦ,୧୮।୪: ସୋମବାର ଆଇପିଏଲ୍‌ ୨୦୨୩ର ସିଜିନ ୧୬ର ୨୫ ତମ ମ୍ୟାଚ ମୁମ୍ବାଇ ଇଣ୍ଡିଆନ୍ସ(ଏମ୍‌ଆଇ) ଏବଂ ସନ୍‌ରାଇଜର୍ସ ହାଇଦ୍ରାବାଦ(ଏସ୍‌ଆର୍‌ଏଚ୍‌) ମଧ୍ୟରେ ହାଇଦ୍ରାବାଦର ରାଜୀବ ଗାନ୍ଧୀ
ଷ୍ଟାଡିୟମରେ ସନ୍ଧ୍ୟା ସାଢ଼େ ୭ଟାରେ ଖେଳାଯିବ। ମୁମ୍ବାଇ ଓ ହାଇଦ୍ରାବାଦ ପ୍ରତିଯୋଗିତା ଆରମ୍ଭରୁ ୨ ଲେଖାଏ ପରାଜୟ ପରେ ଲଗାତାର ୨ ଲେଖାଏ ବିଜୟ ହୋଇଛନ୍ତି। ଉଭୟ ଦଳ ସମାନ ପଏଣ୍ଟ ପାଇଥିଲେ ମଧ୍ୟ ମୁମ୍ବାଇ ରନ ରେଟ୍‌ ଆଗରେ ରହି ଟେବୁଲର ଅଷ୍ଟମ ଏବଂ ହାଇଦ୍ରାବାଦ ନବମରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ-ମାଲେସିଆ ସହଭାଗୀତା ଐତିହାସିକ’, ଦ୍ୱିପାକ୍ଷିକ ଆଲୋଚନା ସମୟରେ କହିଲେ ପ୍ରଧାନମନ୍ତ୍ରୀ ମୋଦି

କୁଆଲାଲମ୍ପୁର,୮।୨: ରବିବାର ମାଲେସିଆର ପ୍ରଶାସନିକ ରାଜଧାନୀ ପୁତ୍ରଜାୟାରେ ଥିବା ପର୍ଦାନା ପୁତ୍ରଜାୟା ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆନୁଷ୍ଠାନିକ ଭାବରେ ସ୍ବାଗତ କରାଯାଇଥିଲା ଏବଂ ଗାର୍ଡ ଅଫ…

ବଡ଼ ଧରଣର ଛଟେଇ ପରେ ଇସ୍ତଫା ଦେଲେ ୱାଶିଂଟନ ପୋଷ୍ଟର ସିଇଓ ୱିଲ ଲୁଇସ

ୱାଶିଂଟନ,୮।୨: ପ୍ରତିଷ୍ଠିତ ୱାଶିଂଟନ ପୋଷ୍ଟର ପ୍ରକାଶକ ଏବଂ ସିଇଓ ୱିଲ ଲୁଇସ ଇସ୍ତଫା ଦେଇଛନ୍ତି। ବହୁ ସଂଖ୍ୟାରେ କର୍ମଚାରୀ ଛଟେଇ ମଧ୍ୟରେ ଏହି ନିଷ୍ପତ୍ତି ଆସିଛି। ଲୁଇସ…

ଭାଲେଣ୍ଟାଇନ ସପ୍ତାହ, ୪ ରାଶିର ବ୍ୟକ୍ତିଙ୍କ ଜୀବନରେ ପ୍ରେମ…

ଭାଲେଣ୍ଟାଇନ୍ସ ସପ୍ତାହ ଫେବୃଆରୀ ୭ ତାରିଖରୁ ଆରମ୍ଭ ହୋଇଛି ଏବଂ ଫେବୃଆରୀ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଭାଲେଣ୍ଟାଇନ୍ସ ସପ୍ତାହ ପ୍ରେମୀ, ବିବାହିତ ଦମ୍ପତି ଏବଂ ଅବିବାହିତମାନଙ୍କ…

‘ଭାରତ ହେଉଛି ବିଶ୍ୱାସର ସବୁଠାରୁ ଶକ୍ତିଶାଳୀ ମୁଦ୍ରା’, ପ୍ରଧାନମନ୍ତ୍ରୀ ମୋଦି

କୁଆଲାଲମ୍ପୁର,୮।୨: ଦୁଇ ଦିନିଆ ମାଲେସିଆ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତକୁ ବିକାଶ ପାଇଁ ଏକ ନିର୍ଭରଯୋଗ୍ୟ ଅଂଶୀଦାର ଭାବରେ ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି…

USA ବିପକ୍ଷରେ ବିଜୟ ପରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବଡ଼ ଖୁଲାସା, ୱାଶିଂଟନ୍ ସୁନ୍ଦର…..

ଟିମ୍ ଇଣ୍ଡିଆ ICC ଟି୨୦ ବିଶ୍ୱକପରେ ବିଜୟ ସହିତ ଅଭିଯାନ ଆରମ୍ଭ କରିଛି। ଭାରତୀୟ ଦଳ ତା’ର ପ୍ରଥମ ମ୍ୟାଚରେ ଆମେରିକା ଦଳକୁ ପରାସ୍ତ କରିଥିଲା। ଟିମ୍ ଇଣ୍ଡିଆର…

ସରିଲା ଗୋଲାପ ଦିଆନିଆ, ଆଜି ପ୍ରପୋଜ୍‌

ଭୁବନେଶ୍ୱର,୮।୨(ସୌମ୍ୟରଞ୍ଜନ ରାଉତ): ଭାଲାଣ୍ଟାଇନ୍‌ ଡେ’ର ପ୍ରଥମ ପାହାଚ ରୋଜ୍‌ ଡେ’ ପାଇଁ ଶନିବାର ଚଳଚଞ୍ଚଳ ହୋଇଉଠିଥିଲା ରାଜଧାନୀ। ପରସ୍ପରକୁ ଗୋଲାପ ଦେଇ ଶୁଭେଚ୍ଛା ଜଣାଇଥିଲେ ପ୍ରେମୀଯୁଗଳ। ହଷ୍ଟେଲ୍‌ଗୁଡିକରେ…

Video: ଦର୍ଶକଙ୍କ ମନ ଚୋରି କଲେ ନୋରା, ବାନ୍ଧି ରଖିଲେ ବାଦଶାହା

ନୂଆଦିଲ୍ଲୀ,୮।୨: ଟି-୨୦ ବିଶ୍ୱକପ ୨୦୨୬ ଶନିବାର, ଫେବୃଆରୀ ୭ରେ ଆରମ୍ଭ ହୋଇଥିଲା। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯାଇଥିଲା, ଯେଉଁଥିରେ ଟିମ ଇଣ୍ଡିଆ ଏବଂ ଆମେରିକା…

ହନୁ ମାଙ୍କଡ଼ ଉପଦ୍ରବରେ ଆତଙ୍କିତ ଅଞ୍ଚଳବାସୀ, କାବୁ କରିବାରେ ବନ କର୍ମଚାରୀ ବିଫଳ

ପରଜଙ୍ଗ,୮।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଅନ୍ତର୍ଗତ ପାଟରପଦା ନୂଆସାହି ଏବଂ ଆଖପାଖ ଅଞ୍ଚଳ କଟାବାହାଳ, ମେଣ୍ଢାପଦା, ଖଳିବାହାଳ, ମାଧପୁର ଗ୍ରାମବାସୀ ମାଙ୍କଡ ଆତଙ୍କରେ ଆତଙ୍କିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri