Posted inଖେଳ

ଏସଆରଏଚ ବନାମ ଆରଆର: ଭୁବନେଶ୍ୱର କୁମାର ସଞ୍ଜୁ ସାମସନ ମୁକାବିଲା…

ହାଇଦ୍ରାବାଦ,୨।୪ : ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୩ର ଚତୁର୍ଥ ମ୍ୟାଚ୍‌ ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ) ଏବଂ ରାଜସ୍ଥାନ ରୟାଲ୍ସ(ଆରଆର) ମଧ୍ୟରେ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଇଣ୍ଟରନ୍ୟାଶନାଲ ଷ୍ଟିଡିୟମରେ ଅପରାହ୍ନ ୩ଟା ୩୦ରେ ଖେଳାଯିବ। ଏସଆରଏଚ ଅଧିନାୟକ ଭୁବନେଶ୍ୱର କୁମାର ଏବଂ ଆରଆର ଅଧିନାୟକ ସଞ୍ଜୁ ସାମସନ ମୁକାବିଲା ପାଇଁ ପ୍ରସ୍ତୁତି ଶେଷ କରିଛନ୍ତି।

ସନରାଇଜର୍ସ ହାଇଦ୍ରାବାଦ ଦଳରେ ଗ୍ଲେନ ଫିଲିପ୍ସ (ଓ୍ବିକେଟ କିପର), ଭୁବନେଶ୍ୱର କୁମାର (ଅଧିନାୟକ), ହ୍ୟାରି ବ୍ରୁକ, ମାୟାନକ ଅଗ୍ରୱାଲ, ରାହୁଲ ତ୍ରିପାଠୀ, ଅବଦୁଲ ସମାଦ, ଅଭିଷେକ ଶର୍ମା, ୱାଶିଂଟନ ସୁନ୍ଦର, ଆଦିଲ ରସିଦ, ଆକିଲ ହୋସେନ, ଉମରନ ମଲିକ, ଟି ନାଟାରାଜନ, ସମରଥ ଭାୟାସ, ଅନମୋଲପ୍ରୀତ ସିଂ, ମାୟାନକ ଦାଗର , ଉପେନ୍ଦ୍ର ଯାଦବ, ମୟଙ୍କ ମାର୍କାଣ୍ଡେ, କାର୍ତ୍ତିକ ତ୍ୟାଗି, ସାନବୀର ସିଂ, ଫଜଲହକ ଫାରୁକି, ନୀତୀଶ ରେଡ୍ଡୀ, ଭାଇବ୍ରାଣ୍ଟ ଶର୍ମା ପ୍ରମୁଖ ରହିଛନ୍ତି।

ସେହିପରି ରାଜସ୍ଥାନ ରୟାଲ୍ସ ଦଳରେ ସଞ୍ଜୁ ସାମସନ (ଅଧିନାୟକ, ଓ୍ବିକେଟ କିପର), ଯଶସୱୀ ଜୈସ୍ବାଲ, ଜୋସ ବଟଲର୍‌, ଦେବଦତ୍ତ ପାଦିକ୍କାଲ, ଶିମ୍ରନ ହେଟମିୟର, ରିୟାନ ପାରାଗ, ରବିଚନ୍ଦ୍ରନ ଅଶ୍ୱିନ, ଟ୍ରେଣ୍ଟ ବୋଲ୍ଟ, ଓବେଡ ମ୍ୟାକକୋଇ, ୟୁଜଭେନ୍ଦ୍ର ଚହଲ, ସନ୍ଦୀପ ଶର୍ମା, କୁନାଲ ସିଂ ରାଠୋର, ଅବଦୁଲ ବାସିଥ, ଡୋନାଭ ଫେରିରା, ଧ୍ରୁଭ ଜୁରେଲ, କୁଲଦୀପ ସେନ, କୁଲଦୀପ ଯାଦବ, କେଏମ ଆସିଫ, କେସି କାରିଆପ୍ପା, ଆକାଶ ଭସିଷ୍ଟ, ନବଦୀପ ସାଇନି, ମୁରୁଗାନ ଅଶ୍ୱିନ, ଆଦାମ ଜାମ୍ପା, ଜେସନ ହୋଲ୍ଡର, ଜୋ ରୁଟ ପ୍ରମୁଖ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?