Posted inଖେଳ

ଟସ ଜିତିଲା ଏସଆରଏଚ, ପ୍ରଥମେ ବ୍ୟାଟିଂ…

ହାଇଦ୍ରାବାଦ,୧୩।୫ : ଆଇପିଏଲ ୨୦୨୩ର ୫୮ ତମ ମ୍ୟାଚରେ ସନରାଜର୍ସ ହାଇଦ୍ରାବାଦ(ଏସଆରଏଚ) ଏବଂ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍‌ସ(ଏଲଏସଜି) ମୁହାଁମୁହିଁ ହୋଇଛନ୍ତି। ହାଇଦ୍ରାବାଦର ରାଜୀବ ଗାନ୍ଧୀ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଏସଆରଏଚ ଟସ ଜିତତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଟିମ୍‌ ଅଧିନାୟକ ଆଡେମ ମାର୍କେମଙ୍କ ନେତୃତ୍ୱରେ ବ୍ୟାଟିଂ କରିବାକୁ ଦଳ ପଡ଼ିଆକୁ ଓହ୍ଲାଇଛନ୍ତି। ସେହିପରି ଏଲଏସଜି ଦଳ ଅଧିନାୟକ କୃନାଲ ପାଣ୍ଡ୍ୟାଙ୍କ ନେତୃତ୍ୱରେ ବୋଲିଂ କରିବା ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Asian Gamesରୁ ବାଦ ପଡ଼ିଲେ ଭିନେଶ ଫୋଗଟ: WFIକୁ ହାଇକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୨୨।୫: ଶୁକ୍ରବାର (୨୨ ମଇ) ଦିଲ୍ଲୀ ହାଇକୋର୍ଟ ରେସଲର ଭିନେଶ ଫୋଗଟଙ୍କୁ ବଡ଼ ଆଶ୍ୱସ୍ତି ପ୍ରଦାନ କରି କେନ୍ଦ୍ର ସରକାରଙ୍କୁ ତାଙ୍କ ମାମଲା ଯାଞ୍ଚ ଏବଂ ମୂଲ୍ୟାଙ୍କନ…

୭୫ ଲକ୍ଷ ଟଙ୍କା ଠକେଇ ମାମଲା: ଲ୍ୟାମ୍ପ ଏମଡି ଗିରଫ

ଗୁଣପୁର,୨୨/୫(ସୁଜାତା ପାଢ଼ୀ):ସମବାୟ ଅନୁଷ୍ଠାନରେ ଆର୍ଥିକ ଅନିୟମିତତା ବିରୋଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ସୱରୂପ ଓଡ଼ିଶା ଭିଜିଲାନ୍ସ ଶୁକ୍ରବାର ରାୟଗଡ଼ା ଜିଲାର କେ.ସିଂହପୁର ବୃହତ୍‌ ଅଞ୍ଚଳ ବହୁମୁଖୀ ସମବାୟ…

ଚୁଆକୁ ପାଣି ପିଇବାକୁ ଆସିଲା କୁଟ୍ରା, ଘେରିଗଲେ କୁକୁର: ଆଉ ତା’ପରେ ଘଟିଲା..

ରାଇକିଆ,୨୨।୫-(ପ୍ରଦୀପ ବେହେରା): ଜଙ୍ଗଲରୁ ପାଣି ସନ୍ଧାନରେ ଗାଁ ନିକଟକୁ ଚାଲିଆସିଥିବା ଏକ କୁଟ୍ରାକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଛି ରାଇକିଆ ବନବିଭାଗ। ପାଟଳୀ ସାହି ନିକଟ ଏକ…

ପ୍ରଧାନମନ୍ତ୍ରୀଙ୍କୁ ଝାଲମୁଢି ଖୁଆଇଥିବା ବ୍ୟକ୍ତିଙ୍କୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ, ଜାଣନ୍ତୁ କିଏ ଦେଇଛନ୍ତି ଏମିତି ଧମକ

ନୂଆଦିଲ୍ଲୀ,୨୨।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ଝାରଗ୍ରାମ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଦୋକାନରେ ଝାଲମୁଢି ଖାଇବା ପାଇଁ ଅଟକିଥିଲେ, ଏକ ଭିଡିଓରେ କଏଦ…

କେତେ ପଢିଛନ୍ତି ଶାହରୁଖ ଖାନଙ୍କ ଝିଅ: ବାପାଙ୍କ ସହ କରିବେ ଧମାଲ୍‌

ଯେତେବେଳେ ଷ୍ଟାର କିଡ୍ସଙ୍କ ପ୍ରସଙ୍ଗ ଉଠାଯାଏ, ପ୍ରଥମେ ଶାହରୁଖ ଖାନଙ୍କ ଝିଅ ସୁହାନାଙ୍କ ନାଁ ଆଗରେ ଆସେ। ସୁହାନା ତାଙ୍କର ଚମତ୍କାର ଲୁକ ପାଇଁ ପ୍ରାୟତଃ ସୋସିଆଲ…

ଧୋନୀ ସବୁ ବିଗାଡ଼ି ଦେଇଛନ୍ତି….CSK ବିଦା ପରେ କାହିଁକି ଏମିତି କହିଲେ ଅଶ୍ୱିନ

ନୂଆଦିଲ୍ଲୀ,୨୨।୫: ଚେନ୍ନାଇ ସୁପର କିଙ୍ଗ୍ସ ପୁଣିଥରେ IPLରୁ ଖାଲି ହାତରେ ଫେରିଛି। IPL ଇତିହାସର ସବୁଠାରୁ ସଫଳ ଦଳ ମଧ୍ୟରୁ ଗୋଟିଏ ତଥା ପାଞ୍ଚ ଥର ଚାମ୍ପିଅନ…

OBC ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଟିପ୍ପଣୀ: ଯଦି ମାତାପିତା ଆଇଏଏସ ଅଧିକାରୀ ତେବେ…

ନୂଆଦିଲ୍ଲୀ,୨୨।୫: ସୁପ୍ରିମକୋର୍ଟ ଓବିସି ସଂରକ୍ଷଣ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି କରିଛନ୍ତି। କୋର୍ଟ ଟିପ୍ପଣୀ କରିଛନ୍ତି ଯେ, ଯଦି ମାତାପିତା ଆଇଏଏସ ଅଧିକାରୀ, ତେବେ ସେମାନେ…

ପନିର ଖାଇ ICUରେ ୭ ଛାତ୍ର! NCC ଶିବିରରେ ଆତଙ୍କ

ଜବଲପୁର,୨୨।୫: ମଧ୍ୟ ପ୍ରଦେଶର ଜବଲପୁରର ଡୁମନାରେ IIITDM କ୍ୟାମ୍ପସ ମଧ୍ୟରେ ଚାଲିଥିବା NCC ଶିବିରରେ ଆତଙ୍କ ସୃଷ୍ଟି ହୋଇଛି। ରାତ୍ରୀଭୋଜନ ପରେ ହଠାତ୍‌ ୫୦ରୁ ଅଧିକ କ୍ୟାଡେଟଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri