Categories: ଖେଳ

ଟସ ଜିତିଲା ଏସଆରଏଚ: ପ୍ରଥମେ ବୋଲିଂ…

ହାଇଦ୍ରାବାଦ,୯।୪ : ଆଇପିଏଲ ସିରିଜ ୧୬ର ୧୪ ତମ ମ୍ୟାଚ ରବିବାର ସନରାଇଜର୍ସ ହାଇଦ୍ରାବାଦ (ଏସଆରଏଚ) ଏବଂ ପଞ୍ଜାବ କିଙ୍ଗ୍‌ସ(ପିବିକେଏସ )ମଧ୍ୟରେ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଇଣ୍ଟରନ୍ୟାଶନାଲ କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଛି।

ମ୍ୟାଚରେ ଏସଆରଏଚ ଅଧିନାୟକ ଆଡେନ ମାର୍କ୍ରାମ ଟସ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଅଧିନାୟକ ଶିଖର ଧାୱନଙ୍କ ନେତୃତ୍ୱରେ ପଞ୍ଜାବ କିଙ୍ଗ୍‌ସ ବ୍ୟାଟିଂ କରିବାକୁ ପଡ଼ିଆ ଓହ୍ଲାଇଛି।

Share