Posted inଖେଳ

୮ ଓ୍ବିକେଟରେ ଜିତିଲା ଏସଆରଏଚ…

ହାଇଦ୍ରାବାଦ,୯।୪ : ଆଇପିଏଲ ସିରିଜ ୧୬ର ୧୪ ତମ ମ୍ୟାଚରେ ରବିବାର ସନରାଇଜର୍ସ ହାଇଦ୍ରାବାଦ (ଏସଆରଏଚ) ପଞ୍ଜାବ କିଙ୍ଗ୍‌ସ(ପିବିକେଏସ ) ବିପକ୍ଷରେ ୭ ଓ୍ବିକେଟରେ ବିଜୟ ହାସଲ କରିଛି । ଧାର୍ଯ୍ୟ ୧୪୪ରନ ଲକ୍ଷ୍ୟର ପିଛା କରି ଏସଆରଏଚ  ୧୭.୧ ଓଭରରେ  ୨ ୱିକେଟ ହରାଇ ୧୪୫ ରନ  ସଂଗ୍ରହ କରିଥିଲା ।  ଏସଆରଏଚ ପକ୍ଷରୁ ହ୍ୟାରୀ ବ୍ରୁକ୍ ୧୩ ରନ କରିଥିବାବେଳେ ମୟଙ୍କ ଅଗ୍ରୱାଲ ୨୧, ରାହୁଲ ତ୍ରିପାଠି ୭୪, ଆଡେନ ମାର୍କ୍ରାମ ୩୭ ରନ କରିଥିଲେ ।

ହାଇଦ୍ରାବାଦର ରାଜୀବ ଗାନ୍ଧୀ ଇଣ୍ଟରନ୍ୟାଶନାଲ କ୍ରିକେଟ ଷ୍ଟାଡିୟମର  ମ୍ୟାଚରେ ଏସଆରଏଚ ଅଧିନାୟକ ଆଡେନ ମାର୍କ୍ରାମ ଟସ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ।

ଅଧିନାୟକ ଶିଖର ଧାୱନଙ୍କ ନେତୃତ୍ୱରେ ପଞ୍ଜାବ କିଙ୍ଗ୍‌ସ ବ୍ୟାଟିଂ କରିବାକୁ ପଡ଼ିଆ ଓହ୍ଲାଇ ଧାର୍ଯ୍ୟ ୨୦ ଓଭରରେ ୯ ଓ୍ବିକେଟ ହରାଇ ୧୪୩ ରନ କରିଥିଲା। ଫଳରେ ଏସଆରଏଚ ପାଇଁ ୧୪୪ ରନର ବିଜୟ ଲକ୍ଷ୍ୟ ରହିଥିଲା।

ପଞ୍ଜାବ କିଙ୍ଗ୍ସ ପକ୍ଷରୁ ଶିଖର ଧାଓ୍ବନ ୯୯ ରନ କରିଥିବାବେଳେ ସାମ କ୍ୟୁରେନ ୨୨, ରନ କରିଥିଲେ। ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ ଦୁଇ ଅଙ୍କରେ ପହଞ୍ଚିପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri