୨୫ରୁ ଶ୍ରୀ ଜଗନ୍ନାଥ ଯାତ୍ରା ପର୍ଯ୍ୟଟନ ଟ୍ରେନ ଚଳାଚଳ

ଭୁବନେଶ୍ୱର,୨୪।୧(ବ୍ୟୁରୋ): ଜାନୁଆରୀ ୨୫ ତାରିଖରୁ ଶ୍ରୀ ଜଗନ୍ନାଥ ଯାତ୍ରା ପର୍ଯ୍ୟଟନ ଟ୍ରେନ ଚଳାଚଳ କରିବ। ଏହା ଦିନିଆ ଯାତ୍ରା କରିବାକୁ ଥିବାବେଳେ ଉତ୍ତରପ୍ରଦେଶ, ବିହାର, ଝାଡଖଣ୍ଡଏବଂ ଓଡ଼ିଶାର ପ୍ରସିଦ୍ଧ ତୀର୍ଥସ୍ଥାନ ଦେଇ ଯାତ୍ରା କରିବ। ରେଳବାଇ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପାତାକା ଦେଖାଇ ଶ୍ରୀ ଜଗନ୍ନାଥ ଯାତ୍ରା ପର୍ଯ୍ୟଟନ ଟ୍ରେନର ଶୁଭାରମ୍ଭ କରିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏପିଡିଙ୍କ ସନ୍ଦେହଜନକ ମୃତ୍ୟୁ: କ୍ୱାର୍ଟର୍ସ କବାଟ ଭାଙ୍ଗି ଉଦ୍ଧାର କରାଗଲା ମୃତଦେହ

ଫୁଲବାଣୀ ଅଫିସ, ୨୧ା୬- କନ୍ଧମାଳ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା (ଡିଆରଡିଏ) ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ(ଏପିଡି) ଧ୍ରୁବ କୁମାର ସିଂ(୩୭)ଙ୍କ ମୃତଦେହ ଶୁକ୍ରବାର ତାଙ୍କ କ୍ୱାର୍ଟର୍ସରୁ...

କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୮୦ ପ୍ରତିଶତ ଲକ୍ଷଣ ବିହୀନ, ଗାଇଡ୍‌ଲାଇନ୍‌ ମାନନ୍ତୁ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ପାର୍ବଣରେ ଭିଡଠାରୁ ଦୂରେଇ ରହିବା ଜରୁରୀ। ଏବେ ଚିହ୍ନଟ ହେଉଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୮୦ ପ୍ରତିଶତ ଲକ୍ଷଣ ବିହୀନ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ...

ଖୋଲିଲା ୯ ବର୍ଷର ହତ୍ୟା ମାମଲା ଫାଇଲ

ଭୁବନେଶ୍ୱର,୧୬।୬(ବ୍ୟୁରୋ)”ବହୁ ବିଳମ୍ବ ହୋଇଥିଲେ ମଧ୍ୟ ଏବେ କମିଶନରେଟ ପୋଲିସର ଚେତା ପଶୁଛି। ରାଜଧାନୀରେ ରହସ୍ୟ ହୋଇ ରହିଥିବା ବହୁ ସମ୍ବେଦନଶୀଳ ମାମଲାର ଖୋଳତାଡ଼ ଆରମ୍ଭ ହୋଇଛି।...

‘ମୋ ସରକାର’ରେ ସାମିଲ ହେଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ

ଭୁବନେଶ୍ୱର,୧୨।୨(ବ୍ୟୁରୋ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ‘ମୋ ସରକାର’ରେ ସାମିଲ ହୋଇଛି। ମଙ୍ଗଳବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଅନୁଷ୍ଠିତ...

ଭୟ, ଆଶଙ୍କାରେ ବିସ୍ଥାପିତ ପରିବାର

ଭୁବନେଶ୍ୱର, ୭।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟାର ସଫଳ ମୁକାବିଲା କରିବାକୁ ରାଜ୍ୟ ସରକାର ସମସ୍ତ ଜିଲା ଓ ପୌର ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଭୁବନେଶ୍ୱର ମହାନଗର ନିଗମ...

ପଙ୍ଗପାଳ ଚିନ୍ତା: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉଚ୍ଚସ୍ତରୀୟ ବୈଠକ; ୧୦ ଦିନ ତୀକ୍ଷ୍ଣ ନଜର ରଖିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨ା୬(ବ୍ୟୁରୋ)-ପାକିସ୍ତାନରୁ ଆସିଥିବା ପଙ୍ଗପାଳ ଭାରତର ବିଭିନ୍ନ ରାଜ୍ୟରେ ଭୟଙ୍କର ଭାବେ ଫସଲକୁ ଉଜାଡିବାରେ ଲାଗିଛନ୍ତି। ରାଜସ୍ଥାନରୁ ପଞ୍ଜାବ, ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ ଦେଇ ଲକ୍ଷ ଲକ୍ଷ ପଙ୍ଗପାଳ...

CORONAVIRUS UPDATE: ଆଉ ୩ କରୋନା ପଜିଟିଭ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୩ରେ ପହଞ୍ଚିଲା

ଭୁବନେଶ୍ୱର, ୫।୫(ବ୍ୟୁରୋ): ରାଜ୍ୟରେ ଆଉ ୩ କରୋନା ପଜିଟିଭ ମଙ୍ଗଳବାର ଅପରାହ୍ନରେ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୩ରେ ପହଞ୍ଚିଛି।...

ଭାର୍ଗବୀ ଖୁରୁଖୁରୀ ସେତୁ ବିପଦପୂର୍ଣ୍ଣ

ପୁରୀ ଅଫିସ,୯।୭: ସତ୍ୟବାଦୀ ଏବଂ ପୁରୀ ସଦର ବ୍ଲକକୁ ଯୋଡ଼ୁଥିବା ଭାର୍ଗବୀ ଖୁରୁଖୁରୀ ସେତୁ ଏବେ ବିପଦପୂର୍ଣ୍ଣ। ଏହି ବିଜୁ ସେତୁର ଉଦ୍‌ଘାଟନକୁ ପ୍ରାୟ ଦେଢବର୍ଷ...

Advertisement
Archives

Model This Week