ଶ୍ରୀଜଗନ୍ନାଥଙ୍କ ଟାହିଆ ପ୍ରସଙ୍ଗ, ଗୋଟି ଗୋଟି କରି ସବୁ କଥା କହିଦେଲେ ଦଇତାପତି ନିଯୋଗ ସମ୍ପାଦକ, ଜାଣନ୍ତୁ…

ପୁରୀ,୧୭।୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରୁ ବିଶ୍ୱନିୟନ୍ତାଙ୍କ ବିଶ୍ୱପ୍ରସିଦ୍ଧ ନବଦିନାତ୍ମକ ରଥଯାତ୍ରା ଆରମ୍ଭ ହୋଇଯାଇଛି। ଇତିମଧ୍ୟରେ ରଥଟଣା ଶେଷ ହୋଇଛି। ଶରଧାବାଲିରେ ପହଞ୍ଚିଛନ୍ତି ୩ ରଥ। ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି।

ଅପରପକ୍ଷରେ ଗୁରୁବାର ରଥଯାତ୍ରାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପହଣ୍ଡି ସମୟରେ ମସ୍ତକରେ ଟାହିଆ ନ ଥିବା ଦେଖିବାକୁ ମିଳିଥିଲା। ଏହା କାହିଁକି ହେଲା ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିବା ବେଳେ ଏହି ଘଟଣା ଭକ୍ତଙ୍କୁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ କରିଛି। ପହଣ୍ଡି ବେଳେ ଶ୍ରୀଜଗନ୍ନାଥଙ୍କ ଟାହିଆ ନ ଥିବା ପ୍ରସଙ୍ଗକୁ ନେଇ ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ର ଗଣମାଧ୍ୟମକୁ ଏକ ବଡ଼ ସୂଚନା ଦେଇଛନ୍ତି।

ସେ କହିଛନ୍ତି, ପହଣ୍ଡି ସମୟରେ ପ୍ରବଳ ବର୍ଷା ଯୋଗୁ ଟାହିଆ ଓଜନ ଅଧିକ ବଢ଼ି ଯାଇଥିଲା। ଅଧିକ ଓଜନ ଯୋଗୁ ଜଗନ୍ନାଥ ମହାପ୍ରଭୁଙ୍କ ଟାହିଆ ଖୋଲାଯାଇଥିଲା। ଟାହିଆ ଖୋଲାଯାଇ ନ ଥିଲେ ମହାପ୍ରଭୁ ରଥକୁ ଆସି ପାରି ନ ଥାନ୍ତେ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌-ବୁମ୍‌ରାଙ୍କୁ ବଡ଼ ଝଟକା! ICC ଟେଷ୍ଟ ରାଙ୍କିଙ୍ଗ୍‌ରେ ବଡ଼ ଓଲଟପାଲଟ, ନୂଆ ତାଲିକା ଦେଖି ଚମକିଯିବେ!

ନୂଆଦିଲ୍ଲୀ,୨।୯: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ପକ୍ଷରୁ ନୂଆ ଟେଷ୍ଟ ରାଙ୍କିଙ୍ଗ୍‌ ଜାରି ହୋଇଛି। ବିଶ୍ୱର ବିଭିନ୍ନ ସ୍ଥାନରେ ଟେଷ୍ଟ କ୍ରିକେଟ ଚାଲିଥିବା ବେଳେ ଏହାର ପ୍ରଭାବ…

‘ଆମେରିକାର ରାଷ୍ଟ୍ରପତି ବି ହୋଇପାରନ୍ତି ବିଜୟ! ଡୋନାଲ୍ଡ ଟ୍ରମ୍ପଙ୍କ ସ୍ଥାନ ନେଇପାରନ୍ତି’, ଏମିତି କହିଲେ…

ଚେନ୍ନାଇ,୨।୯: ତାମିଲନାଡୁରେ ଟିଭିକେ (TVK) ସରକାରକୁ ନେଇ ଏଆଇଏଡିଏମ୍‌କେ ମହାସଚିବ ଏଡାପ୍ପାଡି କେ. ପଲାନିସ୍ବାମୀ ତୀବ୍ର କଟାକ୍ଷ କରିଛନ୍ତି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ଦାମୀ ଚାର୍ଟର୍ଡ…

ବରଗଡ଼ରେ ଆତଙ୍କ: କୁକୁରକୁ ମାରି ଖାଇଲା ବାଘ, ସିସିଟିଭିରେ କଏଦ ଦୃଶ୍ୟରୁ…

ବରଗଡ଼,୨ା୯(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅଞ୍ଚଳରେ ବାଘ ଆତଙ୍କ ଦେଖାଯାଇଛି। ମଙ୍ଗଳବାର ସିସିଟିଭିରେ ବାଘ ବୁଲୁଥିବାର ଚିତ୍ର କଏଦ ହେବା ଏବଂ ସେଠାରେ ଏକ…

୨୦୨୯ରେ ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ! ବିଧାୟିକାଙ୍କ ବଡ଼ ଦାବିକୁ ନେଇ ରାଜନୀତିରେ ହଇଚଇ

ଚେନ୍ନାଇ,୨।୯: ତାମିଲନାଡୁର ରାଜନୀତିରେ ଏବେ ଥଲାପତି ବିଜୟଙ୍କୁ ନେଇ ଜୋରଦାର ଚର୍ଚ୍ଚା ଆରମ୍ଭ ହୋଇଛି। ସତ୍ତାରୂଢ଼ ଟିଭିକେ (TVK)ର ନେତା ଓ ମନ୍ତ୍ରୀମାନେ ବିଜୟଙ୍କୁ ୨୦୨୯ରେ ପ୍ରଧାନମନ୍ତ୍ରୀ…

ସମୁଦ୍ର କୂଳରେ ବୁଲୁଥିଲେ ପ୍ରେମୀଯୁଗଳ, ହଠାତ୍‌ ମାରିଲା ବିଜୁଳି, ଘଟିଗଲା ଦୁଃଖଦ ଘଟଣା, ଭିଡିଓ ଦେଖିଲେ…

ବ୍ରାସିଲିଆ,୨ା୯: ବ୍ରାଜିଲର ପାଲହୋକାରେ ଥିବା ପ୍ରିଆ ଡା ପିନହେଇରା ବିଚ୍‌ର ଏକ ଭିଡିଓ ସୋସିଆଲ ମିଡିଆରେ ଦ୍ରୁତଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ପ୍ରେମୀଯୁଗଳ ବେଳାଭୂମିରେ ଚାଲୁଛନ୍ତି।…

୩ ଶକ୍ତିଶାଳୀ ଦେଶର ତାଲିକାରେ ଭାରତ, ଆମେରିକାର ନାଁ ନାହିଁ! ବଡ଼ ଘୋଷଣା କଲେ…

ନୂଆଦିଲ୍ଲୀ,୨।୯: ସାଂଘାଇ ସହଯୋଗ ସଂଗଠନ (SCO)ର ମଞ୍ଚରେ ଭାରତକୁ ନେଇ ବଡ଼ ବୟାନ ଦେଇଛନ୍ତି ବେଲାରୁସ ରାଷ୍ଟ୍ରପତି ଏଲେକ୍ସାଣ୍ଡର ଲୁକାଶେଙ୍କୋ। ତାଙ୍କ ଭାଷଣରେ ସେ ଭାରତକୁ ବିଶ୍ୱର…

ନୂଆ ପ୍ରଧାନଶିକ୍ଷୟିତ୍ରୀ ଭାବେ ଯୋଗଦେଲେ ମାଳତୀ ମହାନ୍ତି, କହିଲେ ବିଦ୍ୟାଳୟର ବିକାଶ ସହ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମାଳତୀ ମହାନ୍ତି ନୂତନ ଭାବେ ଲେଭଲ-୩ରୁ ପଦୋନ୍ନତି ପାଇ ପ୍ରଧାନଶିକ୍ଷୟିତ୍ରୀ ଭାବେ…

ଏ କ’ଣ କରିଦେଲା BCCI, ଅଧିନାୟକ ଶେୟସ ଆୟରଙ୍କ ବଢିଲା ଟେନ୍‌ସନ୍‌

ନୂଆଦିଲ୍ଲୀ,୨।୯: ବିସିସିଆଇ ଆଫଗାନିସ୍ତାନ ବିପକ୍ଷରେ ଆଗାମୀ ଅନ୍ତର୍ଜାତୀୟ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆର ଦଳ ଘୋଷଣା କରିଛି। ଶ୍ରେୟସ ଆୟର ପୁଣି ଥରେ ଦଳର ନେତୃତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri