ଶ୍ରୀଲଙ୍କାରୁ ହଟିଲା ୩୬ ଘଣ୍ଟିଆ କର୍ଫ୍ୟୁ, ନୂଆ କ୍ୟାବିନେଟର ହେବ ଗଠନ

କଲମ୍ବୋ,୪ ।୪: ଶ୍ରୀଲଙ୍କାରେ ଦେଖାଯାଇଥିବା ରାଜନୈତିକ ଅଶାନ୍ତିକୁ ଲକ୍ଷ୍ୟ କରି ଯେଉଁ ୩୬ ଘଣ୍ଟିଆ କର୍ଫ୍ୟୁ ଲଗାଯାଇଥିଲା ତାହା ସୋମବାର ହଟାଇ ଦିଆଯାଇଛି । ଶ୍ରୀଲଙ୍କାରେ ଏବେ ପରିବହନ ସେବା ପୂର୍ବପରି ଆରମ୍ଭ କରାଯାଇଛି । ସମସ୍ତ କାର୍ଯ୍ୟଳୟରେ କାମ ଆରମ୍ଭ କରାଯାଇଥିବା ବେଳେ ଟ୍ରେନ୍ ଚଳାଚଳ ସାମାନ୍ୟ ହୋଇଛି । ହେଲେ ଏକ୍ସପେସ ଟ୍ରେନ୍ ଗୁଡିକ ଏକ ଘଣ୍ଟା ବିଳମ୍ବରେ ଚାଲୁଛି । ଆର୍ଥିକ ସଙ୍କଟ ବିରୋଧରେ ସରକାରଙ୍କୁ ବିରୋଧ କରି ପ୍ରଦର୍ଶନ କରାଯାଇଥିବା ବେଳେ ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପକ୍ଷେଙ୍କ ବ୍ୟତୀତ ସମସ୍ତ ମନ୍ତ୍ରୀ ରବିବାର ରାତିରେ ସାମୁହିକ ଭାବେ ଇସ୍ତଫା ଦେଇ ଦେଇଥିଲେ । ତେବେ ରାଜ୍ୟର ମନ୍ତ୍ରୀଙ୍କ ଇସ୍ତଫା ଉପରେ ନିଷ୍ପତ୍ତିକୁ ଶେଷ ରୂପ ଦେବା ବାକି ରହିଛି ।ରାଷ୍ଟ୍ରପତି ଗୋଟାବାୟା ରାଜପକ୍ଷ ଓ ପ୍ରଧାନମନ୍ତ୍ରୀ ସରକାରର ଭବିଷ୍ୟତ ସମ୍ପର୍କରେ ନିଷ୍ପତ୍ତି ନେବେ ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri