Posted inଜାତୀୟ

୧୦୫ରେ ଶ୍ରୀଲଙ୍କା ଅଲ୍‌ଆଉଟ…

ଦୁବାଇ, ୨୭।୮ : ଏସିଆ କପ୍‌ ଟି-୨୦ ଟୁର୍ନ।ମେଣ୍ଟର ପ୍ରଥମ ମ୍ୟାଚ୍‌ରେ ଆଫଗାନିସ୍ତାନ ଦଳ ଟିମ୍‌ ଶ୍ରୀଲଙ୍କାକୁ ୧୦୫ରେ ଅଲ୍‌ ଆଉଟ୍‌ କରିଛି। ଫଳରେ ଆଫଗାନିସ୍ତାନ ପାଇଁ ବିଜୟ ଲକ୍ଷ୍ୟ ୧୦୬ ରହିଛି। ଦୁବାଇର ଦୁବାଇ ଇଣ୍ଟରନ୍ୟାଶନାଲ ଷ୍ଟାଡ଼ିୟମରେ ଖେଳା ଯାଉଥିବା ଏହି ମ୍ୟାଚ୍‌ରେ ଆଫଗାନିସ୍ତାନ ପ୍ରଥମେ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ୧୯.୪ ଓଭରରେ ଶ୍ରୀଲଙ୍କା ଦଳ ୧୦ ଓ୍ବିକେଟ ହରାଇ ୧୦୫ ରନ୍‌ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍ ଅଜନାଲା ଗସ୍ତ କଲେ ପଞ୍ଜାବ ଉପମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୧୬ ।୧୦: ପଞ୍ଜାବର ଉପ ମୁଖ୍ୟମନ୍ତ୍ରୀ ତଥା ଗୃହମନ୍ତ୍ରୀ ସୁଖଜିନ୍ଦର ସିଂ ରନ୍ଧୱା ଶୁକ୍ରବାର ରାତିରେ ପାକିସ୍ତାନ ସୀମାକୁ ଲାଗି ରହିଥିବା ଅମୃତସରର ଅଜନାଲା ଅଞ୍ଚଳ...

୧୫୦ ଫୁଟ ଗାତରୁ ୮ଘଣ୍ଟା ପରେ ଉଦ୍ଧାର ହେଲା ୫ ବର୍ଷର ଶିଶୁ

ଆଗ୍ରା, ୧୪।୬: କଥାରେ ଅଛି ରଖେ ରହି ମାରେ କିଏ। ଏଭଳି ଏକ ଘଟଣା ସାମ୍ନାକୁ ଆସିଛି ଉତ୍ତରପ୍ରଦେଶର ଆଗ୍ରା ଫତେହାବାଦରୁ । ସୋମବାର ଏକ...

୧୪୪ ଧାରା ଉଲ୍ଲଂଘନ: ୫୫ ଶିଖ୍‌ ଶ୍ରଦ୍ଧାଳୁ ଗିରଫ

ଲକ୍ଷ୍ନୌ, ୩୦।୧୨: ଉତ୍ତରପ୍ରଦେଶରେ ୧୪୪ ଧାରା ଉଲ୍ଲଂଘନ କରିଥିବା ଅଭିଯୋଗରେ ୫୫ ଶିଖ୍‌ ଶ୍ରଦ୍ଧାଳୁଙ୍କୁ ଗିରଫ କରାଯାଇଛି। ସ୍ଥାନୀୟ ପିଲଭିତ୍‌ ଜିଲାର କିରତାରପୁର ଗୁରୁଦ୍ୱାରା ପକ୍ଷରୁ...

ମନୋଜ ପାଣ୍ଡେ ୨୯ତମ ସେନାଧ୍ୟକ୍ଷ…

ନୂଆଦିଲ୍ଲୀ, ୩୦।୪ : ଜେନେରାଲ ମନୋଜ ପାଣ୍ଡେ ଶନିବାର ଜେନେରାଲ ଏମ. ନରାଓ୍ବଣେଙ୍କ ଅବସର ପରେ ଦେଶର ୨୯ତମ ସେନାଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି।...

ବିଚାରପତି ହତ୍ୟା ମାମଲାରେ ୨ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ: ଅଗଷ୍ଟ ୬ରେ ପରବର୍ତ୍ତୀ ଶୁଣାଣି

ଧାନବାଦ,୨୮।୭: ଝାଡ଼ଖଣ୍ଡର ଧାନବାଦ ଅତିରିକ୍ତ ଜିଲା ଜଜ୍‌ ଉତ୍ତମ ଆନନ୍ଦଙ୍କୁ ଅଟୋ ମଡ଼ାଇ ହତ୍ୟା ମାମଲାରେ ସ୍ବତନ୍ତ୍ର ସିବିଆଇ କୋର୍ଟ ଗୁରୁବାର ୨ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ...

ସୁଶୀଲ ମୋଦିଙ୍କ ନାଁରେ ସାଧାରଣ ଜନତାଙ୍କ ଅଭିଯୋଗ

ପାଟନା,୩ ।୧୧: ମଙ୍ଗଳବାର ସକାଳେ ଆରମ୍ଭ ହୋଇଛି ବିହାର ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ । ପାଟନାରେ ବିହାରର ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦି ଭୋଟ...

ରିପବ୍ଲିକ୍‌ ଟିଭିର ୧,୦୦୦ ଜଣଙ୍କ ନାଁରେ ଏଫ୍‌ଆଇଆର୍‌

ମୁମ୍ବାଇ,୨୪ା୧୦: ରିପବ୍ଲିକ୍‌ ଟିଭିରେ କାର୍ଯ୍ୟରତ ୧,୦୦୦ ଜଣଙ୍କ ବିରୋଧରେ ମୁମ୍ବାଇ ପୋଲିସ ଏଫ୍‌ଆଇଆର୍‌ କରିଛି। ଏନେଇ ଉକ୍ତ ନ୍ୟୁଜ୍‌ ଚ୍ୟାନେଲର ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ବାମୀ...

କରୋନା ଯୋଦ୍ଧାଙ୍କୁ ଆକ୍ରମଣ ପଡ଼ିବ ମହଙ୍ଗା: ୭ ବର୍ଷ ଜେଲ୍‌, ୫ଲକ୍ଷ ଜରିମାନା

ଲକ୍ଷ୍ନୌ,୬।୫: କରୋନା ଯୋଦ୍ଧାଙ୍କ ସୁରକ୍ଷାକୁ ନେଇ ଉତ୍ତରପ୍ରଦେଶ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ବୁଧବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଉତ୍ତରପ୍ରଦେଶ...

Advertisement
Archives

Model This Week