Posted inଖେଳ

ଶ୍ରୀଲଙ୍କାର ଲଢୁଆ ବ୍ୟାଟିଂ, ୬ ୱିକେଟରେ ବିଜୟୀ…

ଦୁବାଇ, ୬।୯ : ଏସିଆ କପ୍‌-୨୦୨୨ ଟି-୨୦ ମ୍ୟାଚର ସୁପର ଫୋର୍‌ ଏ-୧ ଏବଂ ବି-୧ ମ୍ୟାଚ୍‌ରେ ମଙ୍ଗଳବାର ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ମୁକାବିଲାରେ ଟିମ ଶ୍ରୀଲଙ୍କା ବିଜୟ ହାସଲ କରିଛି ।  ଧାର୍ଯ୍ୟ ୧୭୪ ରନ୍ ଲକ୍ଷ୍ୟର ପିଛା କରି ଶ୍ରୀଲଙ୍କା ୧୯.୫ ଓଭରରେ ୪ ୱିକେଟ ହରାଇ ରନ ସଂଗ୍ରହ କରିଛି । ଲଢୁଆ ବ୍ୟାଟିଂ କରି ଟିମ ଶ୍ରୀଲଙ୍କା ୬ ୱିକେଟରେ ବିଜୟୀ ହୋଇଛି । ପଥୁମ ନିଶାଙ୍କା ୩୭ ବଲରେ ୫୨ ରନ କରିଥିବାବେଳେ କୁସାଲ ମେଣ୍ଡିସ୍ ୩୭ ବଲରେ ୫୭ ରନ କରିଥିଲେ ।

ଦୁବାଇର ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ ଷ୍ଟାଡିୟମ୍‌ରେ ଖେଳା ଯାଉଥିବା ଏହି ମ୍ୟାଚ୍‌ରେ ଭାରତୀୟ ଦଳ ଧାର୍ଯ୍ୟ ୨୦ ଓଭରରେ ୮ ଓ୍ବିକେଟ ହରାଇ ୧୭୩ ରନ୍‌ କରିଛି। ଫଳରେ ଶ୍ରୀଲଙ୍କା ପାଇଁ ବିଜୟ ଲକ୍ଷ୍ୟ ୧୭୪ ରନ୍‌ ରହିଥିଲା।

ଶ୍ରୀଲଙ୍କା ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ଗ୍ରହଣ କରିଥିଲା। ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ଟିମ୍‌ ଇଣ୍ଡିଆ ବ୍ୟାଟିଂ ପାଇଁ ପଡ଼ିଆକୁ ଓହ୍ଲାଇ ପ୍ରଥମରୁ ବିପର୍ଯ୍ୟୟର ଶିକାର ହୋଇଥିଲା। ଶ୍ରୀଲଙ୍କା ଅଧିନାୟକ ଦାସୁନ ଶାନାକାଙ୍କ ନେତୃତ୍ୱରେ ଟିମ୍‌ ଶ୍ରୀଲଙ୍କା ବୋଲିଂରେ ଭାରତୀୟ ଦଳ ପାଇଁ ସମସ୍ୟା ସୃଷ୍ଟି କରିଥିଲେ।

ବିରାଟ କୋହଲି ୪ ଟି ବଲ ଖେଳି କୌଣସି ରନ୍‌ ନକରି ପାଭିଲିୟନ ଫେରି ଯାଇଥିବାବେଳେ କେଏଲ ରାହୁଲ ୭ ବଲ୍‌ ଖେଳି ୬ ରନ୍‌ କରି ଏଲବିଡବ୍ଲ୍ୟୁ ହୋଇଥିଲେ। ତେବେ ଅଧନାୟକ ରୋହିତ ଶର୍ମା ୪୧ ବଲ୍‌ରେ ୭୨ ରନ୍‌ ଏବଂ ସୂର୍ଯ୍ୟ କୂମାର ଯାଦବ ୨୯ ବଲରେ ୩୪ ରନ୍‌ ସଂଗ୍ରହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri