Posted inଖେଳ

ମୁମ୍ବାଇ ଇଣ୍ଡିଆନ୍ସକୁ ଝଟକା, ଆଇପିଏଲ ପୂର୍ବରୁ ଆହତ ହେଲେ ଏହି ଖେଳାଳି

ନୂଆଦିଲ୍ଲୀ,୧୭।୩: ଆହତ କାରଣରୁ ବାଂଲାଦେଶ ବିପକ୍ଷରେ ଚାଲିଥିବା ଦିନିକିଆ ସିରିଜରୁ ଶ୍ରୀଲଙ୍କା ବୋଲର ଦିଲଶାନ ମଦୁଶଙ୍କାଙ୍କୁ ବାଦ ଦିଆଯାଇଛି। ମଦୁଶଙ୍କାଙ୍କୁ ମୁମ୍ବାଇ ଇଣ୍ଡିଆନ୍ସ ୪.୬୦ କୋଟିରେ କିଣିଛି। ଏବେ ଆଇପିଏଲ ୨୦୨୪ରେ ଖେଳିବାକୁ ନେଇ ସନ୍ଦେହ ଅଛି। ଶ୍ରୀଲଙ୍କା କ୍ରିକେଟ ତାଙ୍କ ସମ୍ପର୍କରେ ସୂଚନା ଦେଇଛି। ତେବେ ଏପର୍ଯ୍ୟନ୍ତ ମଦୁଶଙ୍କାଙ୍କ ବିଷୟରେ ମୁମ୍ବାଇ ଇଣ୍ଡିଆନ୍ସ କିମ୍ବା ଆଇପିଏଲ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନାହିଁ।

ବାସ୍ତବରେ ବାଂଲାଦେଶ ଏବଂ ଶ୍ରୀଲଙ୍କା ମଧ୍ୟରେ ଦିନିକିଆ ସିରିଜ ଖେଳାଯାଉଛି। ଏହି ସିରିଜର ଦ୍ୱିତୀୟ ମ୍ୟାଚ ସମୟରେ ମଦୁଶଙ୍କା ଆହତ ହୋଇଥିଲେ। ଏହି କାରଣରୁ ମଦୁଶଙ୍କାଙ୍କୁ ମ୍ୟାଚ ଶେଷ ହେବା ପୂର୍ବରୁ ପଡ଼ିଆ ଛାଡିବାକୁ ପଡିଲା । ମଦୁଶଙ୍କାଙ୍କ ଆଘାତ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଏକ ବଡ ଝଟକା। ମୁମ୍ବାଇ ଇଣ୍ଡିଆନ୍ସ ତାଙ୍କୁ ୪.୬୦ କୋଟିରେ କିଣିଛି। ମଦୁଶଙ୍କାଙ୍କ ମୂଳ ମୂଲ୍ୟ ୫୦ ଲକ୍ଷ ଟଙ୍କା ଥିଲା। ଏହା ତାଙ୍କର ଡେବ୍ୟୁ ଆଇପିଏଲ ସିଜିନ୍‌ ହେବାକୁ ଯାଉଥିଲା। କିନ୍ତୁ ବର୍ତ୍ତମାନ ଖେଳିବା ଉପରେ ସନ୍ଦେହ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସାମ କଂଗ୍ରେସକୁ ବଡ଼ ଝଟ୍‌କା: ଭାଜପାରେ ଯୋଗ ଦେଲେ ଭୁପେନ

ଗୁଆହାଟୀ,୨୨ା୨: ଆସାମ କଂଗ୍ରେସର ପୂର୍ବତନ ସଭାପତି ଭୁପେନ କୁମାର ବୋରା ରବିବାର ଆନୁଷ୍ଠାନିକ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟରେ ଏକ ବଡ଼…

ସୁପର-୮ ମ୍ୟାଚ୍‌ରେ ଇଂଲଣ୍ଡର ବଡ଼ ବିଜୟ

ପାଲିକେଲ,୨୨ା୨- ଓ୍ବିଲ ଜ୍ୟାକ୍ସଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁ ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ ମ୍ୟାଚ୍‌ରେ ଇଂଲଣ୍ଡ ୫୧ ରନରେ ଶ୍ରୀଲଙ୍କାକୁ ପରାସ୍ତ କରିଛି। ଇଂଲଣ୍ଡ ଦ୍ୱାରା…

ଭାରତ ଆଗରେ ୧୮୮ ରନ୍‌ର ଟାର୍ଗେଟ୍‌ ରଖିଲା ଦକ୍ଷିଣ ଆଫ୍ରିକା

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚାଲିଥିବା ଟି-୨୦ ବିଶ୍ୱକପ୍‌ ୨୦୨୬ର ସୁପର-୮ ମ୍ୟାଚ୍‌ରେ  ଭାରତ ଆଗରେ ୧୮୮ ରନ୍‌ର ବିଜୟ…

ସ୍କୁଟିରେ ନେଉଥିଲେ ବ୍ରାଉନସୁଗାର, ପାଟ୍ରୋଲିଂବେଳେ ଯାଞ୍ଚ କରିବାରୁ…

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଚୋରା ବ୍ରାଉନସୁଗାର କାରବାର ଅଭିଯୋଗରେ ୨ ଜଣକୁ ଗିରଫ କରିଛି। ସେମାନଙ୍କ ଠାରୁ ୫୧ ଗ୍ରାମ ବ୍ରାଉନସୁଗାର,…

କାର୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଯୁବକଙ୍କ ଜୀବନ

କେନ୍ଦୁଝର,୨୨ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଅନ୍ତର୍ଗତ ଗୋଳବନ୍ଧ ଗ୍ରାମ ଛକ ନିକଟରେ ରବିବାର ମଧ୍ୟାହ୍ନରେ ଏକ କାର ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ: କୋର୍ଟ ଚାଲାଣ ହେଲେ ୩

ପଟାଙ୍ଗି,୨୨ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମାରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ ଘଟଣାରେ ପୋଲିସ ତଦନ୍ତ…

୪ ରନ୍‌ କରି ଏଡେନ ମାରକ୍ରମ ଆଉଟ୍‌

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ପରସ୍ପର ବିପକ୍ଷରେ ଖେଳୁଛନ୍ତି। ଏହା ସୁପର-୮ ରେ ସେମାନଙ୍କର ପ୍ରଥମ ମ୍ୟାଚ୍‌। ଦକ୍ଷିଣ ଆଫ୍ରିକା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

ବଡ଼ ସ୍କୋର ଆଶାରେ ଦକ୍ଷିଣ ଆଫ୍ରିକା

ଅହମ୍ମଦାବାଦ,୨୨ା୨:  ଟି-୨୦ ବିଶ୍ବକପ୍‌ର ଟସ୍‌ ଜିତି ବ୍ୟାଟିଂ କରିବାକୁ ଦକ୍ଷିଣ ଆଫ୍ରିକା ନିଷ୍ପତ୍ତି ନେଇଛି।ଅପରିବର୍ତ୍ତିତ ଏକାଦଶ ସହ ପଡ଼ିଆକୁ ଓହ୍ଲାଇବ ଭାରତ। ଟସ୍‌ ଜିତିଥିଲେ ବ୍ୟାଟିଂ ନେଇଥାନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri