Posted inଖେଳ

ମୁମ୍ବାଇ ଇଣ୍ଡିଆନ୍ସକୁ ଝଟକା, ଆଇପିଏଲ ପୂର୍ବରୁ ଆହତ ହେଲେ ଏହି ଖେଳାଳି

ନୂଆଦିଲ୍ଲୀ,୧୭।୩: ଆହତ କାରଣରୁ ବାଂଲାଦେଶ ବିପକ୍ଷରେ ଚାଲିଥିବା ଦିନିକିଆ ସିରିଜରୁ ଶ୍ରୀଲଙ୍କା ବୋଲର ଦିଲଶାନ ମଦୁଶଙ୍କାଙ୍କୁ ବାଦ ଦିଆଯାଇଛି। ମଦୁଶଙ୍କାଙ୍କୁ ମୁମ୍ବାଇ ଇଣ୍ଡିଆନ୍ସ ୪.୬୦ କୋଟିରେ କିଣିଛି। ଏବେ ଆଇପିଏଲ ୨୦୨୪ରେ ଖେଳିବାକୁ ନେଇ ସନ୍ଦେହ ଅଛି। ଶ୍ରୀଲଙ୍କା କ୍ରିକେଟ ତାଙ୍କ ସମ୍ପର୍କରେ ସୂଚନା ଦେଇଛି। ତେବେ ଏପର୍ଯ୍ୟନ୍ତ ମଦୁଶଙ୍କାଙ୍କ ବିଷୟରେ ମୁମ୍ବାଇ ଇଣ୍ଡିଆନ୍ସ କିମ୍ବା ଆଇପିଏଲ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନାହିଁ।

ବାସ୍ତବରେ ବାଂଲାଦେଶ ଏବଂ ଶ୍ରୀଲଙ୍କା ମଧ୍ୟରେ ଦିନିକିଆ ସିରିଜ ଖେଳାଯାଉଛି। ଏହି ସିରିଜର ଦ୍ୱିତୀୟ ମ୍ୟାଚ ସମୟରେ ମଦୁଶଙ୍କା ଆହତ ହୋଇଥିଲେ। ଏହି କାରଣରୁ ମଦୁଶଙ୍କାଙ୍କୁ ମ୍ୟାଚ ଶେଷ ହେବା ପୂର୍ବରୁ ପଡ଼ିଆ ଛାଡିବାକୁ ପଡିଲା । ମଦୁଶଙ୍କାଙ୍କ ଆଘାତ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଏକ ବଡ ଝଟକା। ମୁମ୍ବାଇ ଇଣ୍ଡିଆନ୍ସ ତାଙ୍କୁ ୪.୬୦ କୋଟିରେ କିଣିଛି। ମଦୁଶଙ୍କାଙ୍କ ମୂଳ ମୂଲ୍ୟ ୫୦ ଲକ୍ଷ ଟଙ୍କା ଥିଲା। ଏହା ତାଙ୍କର ଡେବ୍ୟୁ ଆଇପିଏଲ ସିଜିନ୍‌ ହେବାକୁ ଯାଉଥିଲା। କିନ୍ତୁ ବର୍ତ୍ତମାନ ଖେଳିବା ଉପରେ ସନ୍ଦେହ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହିଟ ଆଣ୍ଡ ରନ୍‌: କ୍ରିକେଟର ସୁରେଶ ରାଇନା ମାନିଲେ ୨ ଯୁବକଙ୍କର ହୋଇଛି ମୃତ୍ୟୁ

ଧର୍ମଶାଳା,୨।୫: ହିମାଚଳ ପ୍ରଦେଶର କାଙ୍ଗ୍ରା ଜିଲାରେ ଏକ ସଡ଼କ ଦୁର୍ଘଟଣାରେ ପୂର୍ବତନ ଭାରତୀୟ ଦଳର କ୍ରିକେଟ ଖେଳାଳି ସୁରେଶ ରାଇନାଙ୍କ ମାମୁଁଙ୍କ ପୁଅର ମୃତ୍ୟୁ ଘଟିଛି।...

ଚାମ୍ପିଅନ୍ସ ଟ୍ରଫି: ଲାହୋରରେ ଭାରତର ସମସ୍ତ ମ୍ୟାଚ୍ ଆୟୋଜନ କରିବାକୁ ପ୍ରସ୍ତାବ ଦେଲା ପାକିସ୍ତାନ

ଭବାନୀପାଟଣା,୧।୫: ପାକିସ୍ତାନ କ୍ରିକେଟ୍ ବୋର୍ଡ (ପିସିବି) ଆସନ୍ତା ବର୍ଷ ହେବାକୁ ଥିବା ଚାମ୍ପିଅନ୍ସ ଟ୍ରଫି ପାଇଁ ଭାରତର ସମସ୍ତ ମ୍ୟାଚ୍କୁ ଗୋଟିଏ ସ୍ଥାନରେ ଆୟୋଜନ କରିବାକୁ...

ମୟଙ୍କ ଯାଦବଙ୍କୁ ବଡ ଉପହାର ଦେଲା ବିସିସିଆଇ, କିନ୍ତୁ ରହିଛି ଖରାପ ଖବର

ମୁମ୍ବାଇ,୧ା୫: ପେସ୍‌ ବୋଲିଂ ସେନ୍‌ସେସନ୍‌ ମୟଙ୍କ ଯାଦବ ଅବଶିଷ୍ଟ ଆଇପିଏଲ୍‌ ମ୍ୟାଚ୍‌ରେ ଅଂଶଗ୍ରହଣ କରିବା ନେଇ ସନ୍ଦେହ ଉପୁଜିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ମ୍ୟାଚ୍‌ ସମୟରେ...

ସେଲିବ୍ରେସନ୍‌ ପାଇଁ ବାଣ, ମିଠା କିଣି ଘରକୁ ଆଣିଥିଲେ ରିଙ୍କୁ ସିଂ’ଙ୍କ ବାପା, ପୁଅର ହେଲାଣି ସିଲେକ୍‌ସନ୍‌

ନୂଆଦିଲ୍ଲୀ,୧ା୫: ମଙ୍ଗଳବାର ପୁରୁଷ ଟି୨୦ ବିଶ୍ୱକପ ପାଇଁ ୧୫ ଜଣ ଭାରତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ନିମ୍ନକ୍ରମର ଦୁର୍ଦଶ ବ୍ୟାଟର ରିଙ୍କୁ ସିଂଙ୍କୁ ଦଳରେ...

ଲକ୍ଷ୍ନୌ ଜିତିବା ପରେ ପଏଣ୍ଟ ଟେବୁଲ୍‌ରେ ହେଲା ବଡ଼ ପରିବର୍ତ୍ତନ: ଜାଣନ୍ତୁ କିଏ କେଉଁ ସ୍ଥାନରେ ଅଛି

ଲକ୍ଷ୍ନୌ,୧।୫: ଆଇପିଏଲ ୨୦୨୪ର ୪୮ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସ ମୁମ୍ବାଇ ଇଣ୍ଡିଆନ୍ସକୁ ୪ ଉଇକେଟରେ ପରାସ୍ତ କରିଛି। ଲକ୍ଷ୍ନୌର ଘରୋଇ ଗ୍ରାଉଣ୍ଡରେ ଖେଳାଯାଇଥିବା ମ୍ୟାଚରେ...

ପାଣ୍ଡ୍ୟାଙ୍କ ଏହି ଭୁଲ ଯୋଗୁ ମୁମ୍ବାଇକୁ ପଡ଼ିଲା ଭାରି, ଅଧିନାୟକ ସମେତ ଖେଳାଳିଙ୍କ ଉପରେ ଲାଗିଲା ମୋଟା ଅଙ୍କର ଫାଇନ୍‌

ନୂଆଦିଲ୍ଲୀ,୧।୫: ଆଇପିଏଲ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସକୁ ଡବଲ ଝଟକା ଲାଗିଛି। ଟୁର୍ନାମେଣ୍ଟର ୪୮ତମ ମ୍ୟାଚରେ ମୁମ୍ବାଇକୁ ଲକ୍ଷ୍ନୌ ସୁପର ଜିଆଣ୍ଟସ ୪ ଉଇକେଟ୍‌ରେ ହରାଇଛି। ଏହି...

ବିରାଟ କୋହଲି ଆମର ଜ୍ୱାଇଁ…କାହିଁକି ଏମିତି କହିଲେ ଶାହରୁଖ

କୋଲକାତା,୧।୫: ଆଇପିଏଲ ଦଳ କୋଲକାତା ନାଇଟ ରାଇଡର୍ସ ମାଲିକ ତଥା ବଲିଉଡ ଅଭିନେତା ଶାହାରୁଖ ଖାନ ବିରାଟ କୋହଲିଙ୍କ ଉପରେ ନିଜର ମତ ରଖିଛନ୍ତି। କୋହଲିଙ୍କୁ...

ମୁମ୍ବାଇ ଇଣ୍ଡିଆନ୍ସ ଆଇପିଏଲ୍‌ରୁ ବିଦା! ଜାଣନ୍ତୁ କ’ଣ ରହିଛି ସମୀକରଣ

ଲକ୍ଷ୍ନୌ,୧।୫: ଆଇପିଏଲ ୨୦୨୪ର ୪୮ତମ ମ୍ୟାଚ ଲକ୍ଷ୍ନୌ ସୁପର ଜିଆଣ୍ଟସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିଲା। ସୁପର ଜଏଣ୍ଟସ ଏହି ମ୍ୟାଚ ସହଜରେ ଜିତିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri