ଶ୍ରୀଲଙ୍କା କ୍ୟାବିନେଟରେ ବଡ ନିଷ୍ପତ୍ତି, ଭାରତ ସମେତ ଏହି ଦେଶର ଲୋକଙ୍କୁ ଭିଜା ପାଇଁ ଦେବାକୁ ପଡିବନି ଶୁଳ୍କ

କଲମ୍ବୋ, ୨୪।୧୦: ଭାରତ ସମେତ ୭ଟି ଦେଶ ପାଇଁ ଭିଜା ମାଗଣା କରିବାକୁ ଶ୍ରୀଲଙ୍କାର କ୍ୟାବିନେଟ ଘୋଷଣା କରିଛି। ଏହି ପାଇଲଟ ପ୍ରକଳ୍ପ ଅଧୀନରେ ଭାରତ, ଚାଇନା, ରୁଷିଆ, ମାଲେସିଆ, ଜାପାନ, ଇଣ୍ଡୋନେସିଆ ଏବଂ ଥାଇଲ୍ୟାଣ୍ଡର ନାଗରିକମାନଙ୍କ ପାଇଁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଭିଜା ଫ୍ରି’ ଏଣ୍ଟ୍ରି ମିଳିବ। ଶ୍ରୀଲଙ୍କା ବୈଦେଶିକ ମନ୍ତ୍ରୀ ଅଲି ସାବରୀ ଏହି ସୂଚନା ଦେଇଛନ୍ତି। ବୈଦେଶିକ ମନ୍ତ୍ରୀ ଅଲି ସାବରୀ ଏକ ବିବୃତ୍ତିରେ କହିଛନ୍ତି, ଏହା ୨୦୨୪ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ପାଇଲଟ ପ୍ରକଳ୍ପ ଭାବରେ କାର୍ଯ୍ୟକାରୀ ହେବ।

କ୍ୟାବିନେଟର ନିଷ୍ପତ୍ତି ଅନୁଯାୟୀ, ଏହି ଦେଶରୁ ପର୍ଯ୍ୟଟକମାନେ ଶ୍ରୀଲଙ୍କା ପରିଦର୍ଶନ ପାଇଁ କୌଣସି ଶୁଳ୍କ ବିନା ଭିଜା ପାଇପାରିବେ। ୨୦୧୯ରେ ଇଷ୍ଟର ଦିନରେ ବୋମା ବିସ୍ଫୋରଣ ପରେ ଶ୍ରୀଲଙ୍କାକୁ ପର୍ଯ୍ୟଟକଙ୍କ ଆଗମନ ହ୍ରାସ ପାଇଥିଲା। ଏହି ବିସ୍ଫୋରଣରେ ୧୧ ଜଣ ଭାରତୀୟଙ୍କ ସମେତ ୨୭୦ ଜଣଙ୍କର ମୃତ୍ୟୁ ଘଟିଥିଲା ଏବଂ ୫୦୦ ରୁ ଅଧିକ ଲୋକ ଆହତ ହୋଇଥିଲେ। ଏଥି ସହିତ କରୋନା ମହାମାରୀ ଏବଂ ପରେ ଦେଶରେ ଅର୍ଥନୈତିକ ସଙ୍କଟ ଯୋଗୁ ପର୍ଯ୍ୟଟକଙ୍କ ଗତିବିଧି ବୃଦ୍ଧି ହୋଇପାରିଲା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

Ketan Murder Case:ପିତାଙ୍କ ଗୁହାରି, କହିଲେ ଝିଅକୁ ଦିଆଯାଉ ଫାଶୀ!

ପୁଣେ,୨୫।୬: ପୁଣେରେ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାର ତଦନ୍ତ ଆଗକୁ ବଢ଼ିବା ସହିତ, ମାମଲାର ନୂତନ ଦିଗ ସାମ୍ନାକୁ ଆସୁଛି। ଏବେ, ମାମଲାର ମୁଖ୍ୟ ଅଭିଯୁକ୍ତ…

ପ୍ରେମ ସାଜିଲା କାଳ: ପଶ୍ଚିମବଙ୍ଗ ପ୍ରେମିକାଙ୍କୁ ଓଡ଼ିଶା ଆଣି ହତ୍ୟା କରିଥିଲେ ଝାଡ଼ଖଣ୍ଡର ପ୍ରେମିକ, ସିନ୍ ରିକ୍ରିଏସନ କରି…

ହାଟଡିହୀ,୨୫l୬(ଶୁଭକାନ୍ତ ନାୟକ): ପ୍ରେମର କରୁଣ ପରିଣତି। ପ୍ରେମ ପାଇଁ ଚାଲିଗଲା ଜଣେ ଯୁବତୀଙ୍କ ଜୀବନ। ସମ୍ପର୍କର ମଧୁରତା ଶେଷରେ ମୃତ୍ୟୁର କାରଣ ସାଜିଛି, ଯାହା ହାଟଡିହୀ ଅଞ୍ଚଳରେ…

LPG ଯୋଗାଣ ଉପରେ ଥିବା ସମସ୍ତ କଟକଣା ହଟିଲା, କମର୍ସିଆଲ ଗ୍ରାହକଙ୍କ ପାଇଁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୫।୬: କେନ୍ଦ୍ର ସରକାର ଶିଳ୍ପ ଏବଂ ବାଣିଜ୍ୟିକ ଏଲପିଜି ଗ୍ରାହକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ଘୋଷଣା କରିଛନ୍ତି। ସରକାର ଅଣ-ଘରୋଇ ପ୍ୟାକ ହୋଇଥିବା ଏଲପିଜି ଯୋଗାଣ ଉପରେ…

Oil-LPG Crisis: ତୈଳ ପରିବହନ ଖର୍ଚ୍ଚ ନଅ ଗୁଣ ବୃଦ୍ଧି ପାଇଛି; ଦେଶ ଏକ ନୂତନ ସଙ୍କଟର ସମ୍ମୁଖୀନ ହେଉଛି

ନୂଆଦିଲ୍ଲୀ,୨୫।୬: ଉପସାଗରୀୟ ଅଞ୍ଚଳରେ ଉତ୍ତେଜନା ହ୍ରାସ କରିବାର ରିପୋର୍ଟ ମଧ୍ୟରେ, ଏକ ନୂତନ ସମସ୍ୟା ଦେଖାଦେଇଛି। ଯୁଦ୍ଧବିରତି ପରେ ହର୍ମୁଜ ପ୍ରଣାଳୀ ଦେଇ ଜାହାଜଗୁଡ଼ିକର ଗତି ଦ୍ରୁତ…

VIDEO: କିଏ ଏହି ଅଭିନେତ୍ରୀ, ଯାହାଙ୍କୁ ରାତାରାତି ଫେମଶ କରିଦେଲା FIFA ଓ୍ବାର୍ଲଡ କପ

ନୂଆଦିଲ୍ଲୀ,୨୫।୬: ୨୦୨୬ ଫିଫା ବିଶ୍ୱକପରେ ଖେଳାଳିମାନେ ପଡ଼ିଆରେ ସେମାନଙ୍କର ଦକ୍ଷତା ପ୍ରଦର୍ଶନ କରୁଥିବା ବେଳେ, ଷ୍ଟାଣ୍ଡରେ କିଛି ପ୍ରଶଂସକ ମଧ୍ୟ ଚର୍ଚ୍ଚାର ବିଷୟ ପାଲଟିଛନ୍ତି। ଦର୍ଶକଙ୍କ ମଧ୍ୟରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri