Advertisement
Posted inଖେଳ

ବର୍ଷକ ପାଇଁ ନିଲମ୍ବିତ ହେଲେ ଏହି ଶ୍ରୀଲଙ୍କା କ୍ରିକେଟର

ନୂଆଦିଲ୍ଲୀ,୨୪।୧୧: ଅଲରାଉଣ୍ଡର ଚାମୁକା କରୁଣାରତ୍ନେଙ୍କୁ କ୍ରିକେଟର ସମସ୍ତ ଫର୍ମାଟରୁ ବର୍ଷକ ପାଇଁ ନିଲମ୍ବିତ କରିଛି ଶ୍ରୀଲଙ୍କା କ୍ରିକେଟ(ଏସ୍‌ସିଏଲ୍‌)। ଟି୨୦ ବିଶ୍ୱକପ୍‌ ସମୟରେ ଖେଲାଳିଙ୍କ ଚୁକ୍ତିନାମାର ଅନେକ ନିୟମ ସେ ଉଲ୍ଲଂଘନ କରିଥିବା ଜଣାପଡ଼ିଛି। ତିନିଜଣିଆ ପ୍ୟାନେଲ ଦ୍ୱାରା ଶୃଙ୍ଖଳାଗତ ଅନୁସନ୍ଧାନ ପରେ ଏସ୍‌ଏଲ୍‌ସିର କାର୍ଯ୍ୟନିର୍ବାହୀ କମିଟି ଏହି ଦଣ୍ଡାଦେଶ ଶୁଣାଇଛନ୍ତି। ଏଥିସହ ତାଙ୍କ ଉପରେ ୫ହଜାର ଡଲାର ଜରିମାନା ମଧ୍ୟ ଲଗାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବରୁଣ ଅନ୍‌ଫିଟ୍‌, ଏନ୍‌ସିଏରେ ନଟରାଜନ

ଅହମଦାବାଦ,୧୧।୩(ପି.ଟି.): ଶୁକ୍ରବାରଠାରୁ ଭାରତ ଓ ଭ୍ରମଣକାରୀ ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ ଆରମ୍ଭ ହେବାକୁ ଯାଉଥିବାବେଳେ ଲେଗ୍‌ ସ୍ପିନର ବରୁଣ ଚକ୍ରବର୍ତ୍ତୀ...

ଦିନ ଶେଷ ହେଲା ହେଲେ ମିଳିଲାନି ଉଇକେଟ

ଲିଡ୍ସ,୨୫।୮ : ପ୍ରଥମେ ତାରକା ଖଚ୍ଚିତ ବ୍ୟାଟିଂ ଲାଇନ୍‌ଅପ୍‌ ଫେଲ୍‌ ହେବାରୁ ଟିମ୍‌ ଇଣ୍ଡିଆ ମାତ୍ର ୭୮ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ତା’ ପରେ ଦିନ...

ଟିମ୍‌ ଇଣ୍ଡିଆ ହାତରୁ ଗଲା ନଂ ୧ ମାନ୍ୟତା

ଦୁବାଇ,୨୦।୧: ଭାରତକୁ ପଛରେ ପକାଇ ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ନଂ ୧ ମାନ୍ୟତା ହାସଲ କରିଛି ଅଷ୍ଟ୍ରେଲିଆ। ଆଶେସ ସିରିଜ୍‌ରେ ଇଂଲଣ୍ଡକୁ ୪-୦ ରେ ହରାଇବା ପରେ...

୨୦୦ ଅକ୍ସିଜେନ କନ୍‌ସେନଟ୍ରେଟର୍ସ ଦେବେ ପାଣ୍ଡ୍ୟା ଭ୍ରାତା

ନୂଆଦିଲ୍ଲୀ,୩।୫ (ପି.ଟି.): କୋଭିଡ୍‌-୧୯ ମହାମାରୀ ଲଢ଼େଇରେ ସାମିଲ ହୋଇଛନ୍ତି ଦୁଇ କ୍ରିକେଟର ଭାଇ ହାର୍ଦ୍ଦିକ ଓ କୃନାଲ ପାଣ୍ଡ୍ୟା। ଗ୍ରାମାଞ୍ଚଳରେ ଲୋକଙ୍କ ଚିକିତ୍ସା ପାଇଁ ଏହି...

୩୬ ବଲ୍‌ରୁ ୧୬୦ ରନ୍‌ର ବିସ୍ଫୋରକ ଇନିଂସ ଖେଳି ଚର୍ଚ୍ଚାରେ ଏହି କ୍ରିକେଟର୍‌

ସିଡନୀ,୧୩।୧୦: ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ଟ୍ରେଭିସ ହେଡ ୧୨୭ ବଲ୍‌ରେ ୨୩୦ ରନ୍‌ର ପାଳି ଖେଳି ହାସଲ କରିଛନ୍ତି। ବାମହାତୀ ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ଟ୍ରେଭିସ ଆଶେସ ସିରିଜ...

ବିଜୟ ପରେ ସମସ୍ତଙ୍କଠାରୁ ଦୂରରେ ଛିଡ଼ା ହୋଇଥିଲେ ଅଧିନାୟକ ରୋହିତ ଶର୍ମା: ଜାଣନ୍ତୁ କାହିଁକି…

ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ର ୧୩ତମ ସଂସ୍କରଣରେ ବାଜି ମାରିଛି ମୁମ୍ବାଇ ଇଣ୍ଡିଆନ୍ସ। ଉଭୟ ବୋଲିଂ ଓ ବ୍ୟାଟିଂରେ ଚମତ୍କାରିତା ଦେଖାଇ ଏହି ଦଳ ମଙ୍ଗଳବାର ଅନୁଷ୍ଠିତ...

ବିଜୟ ସହ ରେକର୍ଡ କଲେ କୋହଲି, ଏହି ଅଷ୍ଟ୍ରେଲିୟ ଅଧିନାୟକଙ୍କୁ…

ନୂଆଦିଲ୍ଲୀ,୬।୩: ଅହମ୍ମଦାବାଦରେ ଖେଳାଯାଇଥିବା ଅନ୍ତିମ ଟେଷ୍ଟରେ ଚମକିଛି ଭାରତୀୟ ଟିମ୍‌। ଦଳ ଇଂଲଣ୍ଡକୁ ଗୋଟିଏ ପାଳି ଏବଂ ୨୫ ରନ୍‌ ବ୍ୟବଧାନରେ ପରାଜିତ କରି ୩-୧ରେ...

ମାତ୍ର ୪୦ ଦିନରେ ଭାରତକୁ ମିଳିଲା ୫ ବଡ଼ ସୁପରଷ୍ଟାର୍‌

ଇଂଲଣ୍ଡ ବିପକ୍ଷରେ ଖେଳାଯାଉଥିବା କ୍ରିକେଟ ସିରିଜରେ ଭାରତ ପକ୍ଷରୁ ଡେବ୍ୟୁ କରିଥିବା ଖେଳାଳି ଏବେ ରେକର୍ଡ ଭାଙ୍ଗିବାରେ ବ୍ୟସ୍ତ ଅଛନ୍ତି। ଏହି ପ୍ରଦର୍ଶନ ସୂଚାଇ ଦେଉଛି...

Advertisement
Archives

Model This Week