ଶ୍ରୀଲଙ୍କା ସଙ୍କଟ: ଡାକ୍ତର କହିଲେ ରୋଗଠାରୁ ଦୂରେଇ ରୁହନ୍ତୁ, ଆହତ ହୁଅନ୍ତୁ ନାହିଁ

କଲମ୍ବୋ,୧୪ ।୭: ଆର୍ଥିକ ସଙ୍କଟର ଶିକାର ହୋଇଥିବା ଶ୍ରୀଲଙ୍କାର ମେଡିକାଲ ଢାଞ୍ଚା ବି ଏବେ ବଦଳିବାରେ ଲାଗିଛି । ହସ୍ପିଟାଲରେ କିଡ୍‌ନୀ, କ୍ୟାନସର ଭଳି ଜଟିଳ ସମସ୍ୟାରେ ପୀଡିତ ଥିବା ରୋଗୀଙ୍କ କଥା ପଚାରେ କିଏ, କାରଣ ସାଧାରଣ ରୋଗ ପାଇଁ ବି ଏବେ ସେଠାରେ ଔଷଧ ଶେଷ ହୋଇଯାଇଥିବା କୁହାଯାଉଛି, ଏହାକୁ ନେଇ ଚିକିତ୍ସା କରିବା ଲାଗି ଡାକ୍ତର ହାତ ଟେକି ଦେଉଛନ୍ତି । ଏବେ ଡାକ୍ତରମାନେ ଲୋକଙ୍କୁ ପରାମର୍ଶ ଦେଉଛନ୍ତି ରୋଗଠାରୁ ଦୂରେଇ ରୁହନ୍ତୁ ଆଉ ଆହତ ହେବାରୁ ମଧ୍ୟ ଦୂରେଇ ରୁହନ୍ତୁ, ନଚେତ ସେମାନଙ୍କୁ ବଞ୍ଚାଇବା କାଠିକର ପାଠ ହୋଇଯିବ ।
ସୂଚନାଯୋଗ୍ୟ, ଦେଶରେ ଆର୍ଥିକ ସଙ୍କଟ ଯୋଗୁ ଇନ୍ଧନ, ଖାଦ୍ୟ ସାମଗ୍ରୀ ଓ ଔଷଧ ବହୁ ପରିମାଣରରେ କମ୍ ହୋଇଯାଇଛି । କେତେଜଣ ଡାକ୍ତର ଜରୁରୀ ସାମଗ୍ରୀ କ୍ରୟ କରିବାକୁ ଦାନ ପାଇଁ ସୋସିଆଲ ମିଡିଆ ମାଧ୍ୟମରେ ଅପିଲ କରୁଛନ୍ତି । ଏମାନେ ବିଦେଶରେ ରହୁଥିବା ଶ୍ରୀଲଙ୍କା ନାଗରିକଙ୍କୁ ସାହାଯ୍ୟ କରିବାକୁ ବି ଅପିଲ କରିଛନ୍ତି ।
ସୂଚନାଯୋଗ୍ୟ, ଶ୍ରୀଲଙ୍କାରେ ଲାଗି ରହିଥିବା ଆର୍ଥିକ ସଙ୍କଟ ଓ ରାଜନୈତିକ ଅସ୍ଥିରତା ଶେଷ ହେବାର କୌଣସି ସୂଚନା ଦେଖାଯାଉନାହିଁ । ଏପଟେ ଚିକିତ୍ସକମାନେ ବର୍ତ୍ତମାନର ପରିସ୍ଥିତିକୁ ଦେଖି ସ୍ୱାସ୍ଥ୍ୟ ଏମରଜେନ୍ସି ଲାଗୁ କରିବା କଥା ଉଠାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଖାର୍ଗେଙ୍କ ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ଗର୍ଜିଲେ ପ୍ରିୟଙ୍କା ଗାନ୍ଧୀ, ଦେଶବ୍ୟାପୀ ସତ୍ୟାଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୩।୮: ଉତ୍ତରାଖଣ୍ଡର ହଲଦ୍ୱାନୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ‘ବିଜୟ ଶଙ୍ଖନାଦ’ ରାଲିରେ ଯେଉଁ ମଞ୍ଚରେ ଭାଷଣ ଦେଇଥିଲେ, ସେହି ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ବିବାଦ…

ହରସିମରତ କୌର ବାଦଲଙ୍କୁ ଫୋନ କଲେ ମୋଦି, ପଚାରି ବୁଝିଲେ…

ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିରୋମଣି ଅକାଳୀ ଦଳ (SAD) ମୁଖ୍ୟ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସୂତ୍ର…

ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୨୪ ଘଣ୍ଟିଆ ଅନଶନ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ଅଖିଳ ଭାରତୀୟ କୃଷି ଓ ଗ୍ରାମୀଣ ଶ୍ରମିକ ସଂଘ ତରଫରୁ ଦେଶ ବ୍ୟାପୀ ଅନଶନ ଓ ସତ୍ୟାଗ୍ରହ ଗୁରୁବାର କରାଯାଇଥିବାବେଳେ ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରୁ…

‘ଫେକ ନ୍ୟୁଜ ଫେକ ଇଣ୍ଟଲିଜେନ୍ସ ଠାରୁ ମଧ୍ୟ ଖରାପ’: ହର୍ମୁଜକୁ ନିୟନ୍ତ୍ରଣ କରିବା ସମ୍ପର୍କରେ ଟ୍ରମ୍ପଙ୍କ ବୟାନ ଉପରେ ଇରାନର କଟାକ୍ଷ

ତେହରାନ,୧୩।୮: ଗୁରୁବାର ଇରାନର ବୈଦେଶିକ ମନ୍ତ୍ରୀ ସୈୟଦ ଆବାସ ଆରାଘଚି ଆମେରିକୀୟ ଗୁପ୍ତଚର ଉପରେ କଟାକ୍ଷ କରିଥିଲେ। ସେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହର୍ମୁଜ ପ୍ରଣାଳୀ…

ସୁଇମିଂ ଷ୍ଟାର ସୌରଭ ପୁଟେଲଙ୍କୁ ସମ୍ମାନିତ କଲେ ବଲାଙ୍ଗୀର ଜିଲାପାଳ, ଅଭିନନ୍ଦନ ଜଣାଇ…

ବଲାଙ୍ଗୀର,୧୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଇନ୍ଦିରାନଗରପଡ଼ାର ଉଦୟୀମାନ କ୍ରୀଡାବିତ୍‌ ସୌରଭ ପୁଟେଲ ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ବଲାଙ୍ଗୀର ପତିତପାବନ ହାଇସ୍କୁଲ ଛାତ୍ର ଭାବେ ରାଜସ୍ଥାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri