ଜ୍ୟାକଲିନଙ୍କ ଇମୋଶନାଲ ପୋଷ୍ଟ

ମୁମ୍ବାଇ: ମହଙ୍ଗା ମାଡରେ ଭାଙ୍ଗି ପଡିଥିବା ଶ୍ରୀଲଙ୍କା ପରିସ୍ଥିତି ଦେଖି ଦୁଃଖ ପ୍ରକାଶ କରିଛନ୍ତି ବଲିଉଡ ନାୟିକା ଜ୍ୟାକଲିନ ଫର୍ନାଡିଜ । ସେ ତାଙ୍କ ଇନଷ୍ଟାଗ୍ରାମରେ ଏକ ଲମ୍ବା ଚଉଡା ପୋଷ୍ଟ ଲେଖି ସମସ୍ତଙ୍କୁ ଇମୋଶନାଲ କରି ଦେଇଛନ୍ତି । ସେ ଲେଖିଛନ୍ତି ଜଣେ ଶ୍ରାଙ୍କାବାସୀ ଭାବେ ଏବେ ଶ୍ରୀଲଙ୍କା ପରିସ୍ଥିତି ଦେଖି ଦୁଃଖ ଲାଗୁଛି । ତେବେ ଏଥିପାଇଁ କାହାକୁ ଦାୟୀ କରାଯିବା ଉଚିତ ନୁହେଁ । ଏଭଳି ପରିସ୍ଥିତି ଧୀରେ ଧୀରେ ସୁଧୁରି ଯିବ । ଏହାସହ ଏଭଳି ସ୍ଥିତି ଶୀଘ୍ର ସୁଧୁରିଯାଉ ବୋଲି ସେ ପ୍ରାର୍ଥନା କରିଛନ୍ତି । ଶ୍ରୀଲଙ୍କାବାସୀ ଏକାଠି ହୋଇ ପରିସ୍ଥିତିର ସମାନା କରିବାକୁ ସେ ଅପିଲ କରିଛନ୍ତି । ସୂଚନାଯୋଗ୍ୟ, ଜ୍ୟାକଲିନଙ୍କ ପିତା ଶ୍ରୀଲଙ୍କାବାସୀ ହୋଇଥିବାରୁ ସେହିଠାରେ ହିଁ ସେ ତାଙ୍କର ଶିକ୍ଷା ସମାପ୍ତ କରିଛନ୍ତି । ଏହାସହ ଜ୍ୟାକଲିନ ମିସ୍ ଶ୍ରୀଲଙ୍କା ଭାବେ ସେଠାକାର ଥିଲଟରରେ କାମ କରିବା ସହ ଏବେ ବଲିଉଡରେ ଜଣେ ସକ୍ରିୟ ଅଭିନେତ୍ରୀ ଭାବେ କାମ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅତୀତର ସ୍ମୃତିକୁ ସାଉଁଟିଲେ ଅନୁପମ

ମୁମ୍ବାଇ: ବଲିଉଡ୍‌ର ଲିଜେଣ୍ଡ ଅଭିନେତା ଅନୁପମ ଖେର ସୋମବାର ନିଜର ୩୪ତମ ବିବାହ ବାର୍ଷିକୀ ପାଳନ କରିଛନ୍ତି। ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରହୁଥିବା ଅନୁପମ...

ବଞ୍ଚିଥିବା ଯାଏ କରିବେ ଅଭିନୟ

ମୁମ୍ବାଇ: ବଲିଉଡ୍‌ ନାୟିକା କରିନା କପୁର ଖାଁ ବେବୋ ନାଁରେ ବେଶ୍‌ ପରିଚିତ। ତାଙ୍କ ଅଭିନୟକୁ ନେଇ ସେ ଯେତିକି ଚର୍ଚ୍ଚିତ ତାଙ୍କ ପର୍ସନାଲ ଲାଇଫକୁ...

ତୈମୁରଙ୍କଠାରୁ ବି ଦାମିକିଆ ଡ୍ରେସ୍‌ ପିନ୍ଧନ୍ତି ଏହି ଷ୍ଟାର କିଡ୍ସ

ମୁମ୍ବାଇ: ସବୁ ମାତାପିତା ନିଜ ପିଲାଙ୍କୁ ସବୁଠାରୁ ଭଲ ଜିନିଷ ଦେବାକୁ ଚେଷ୍ଟା କରିଥାନ୍ତି। ଯେପରିକି ଭଲ ଖାଇବା, ପିନ୍ଧିବା, ଖେଳନା ଓ ପାଠପଢ଼ା। ଏହାରି...

ବିବାହର ୪ ବର୍ଷପରେ ସ୍ତ୍ରୀଙ୍କୁ ଛାଡ଼ପତ୍ର ଦେଇଥିଲେ ଏହି ଅଭିନେତା

ବଲିଉଡର ହ୍ୟାଣ୍ଡସମ ହିରୋ ଥିବା ପ୍ରିୟାଂଶୁ ଚାଟାର୍ଜୀ ୨୦୦୧ରେ ‘ତୁମ ବିନ’ ଫିଲ୍ମରେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ଏହି ଫିଲ୍ମ ସୁପରହିଟ ଥିଲା। ନିର୍ମାତା ଏହି...

୩୫୦ ଯୁବତୀଙ୍କ ସହ ସମ୍ପର୍କ ରଖି ବାହା ହୋଇଥିଲେ ୩ ଜଣଙ୍କୁ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସଞ୍ଜୟ ଦତ୍ତଙ୍କ ପ୍ରେମ କାହାଣୀ କାହାକୁ ଲୁଚା ଛପା ନୁହେଁ। ଏହି ଅଭିନେତା ସବୁଠୁ ରୋମାଣ୍ଟିକ୍‌ ବୋଲି କୁହାଯାଏ। କାରଣ ସେ...

ନିଜଠାରୁ ୩୦ ବର୍ଷ ବଡ ବ୍ୟକ୍ତିଙ୍କୁ ବିବାହ କରିଥିଲେ ଏହି ପ୍ରସିଦ୍ଧ କୋରିଓଗ୍ରାଫର୍‌

ବଲିଉଡର ପ୍ରସିଦ୍ଧ କୋରିଓଗ୍ରାଫର ସରୋଜ ଖାନ ନଭେମ୍ବର ୨୨ ଅର୍ଥାତ୍‌ ଆଜି ଜନ୍ମଗ୍ରହଣ କରିଥିଲେ। ସେ ୨୦୦୦ରୁ ଅଧିକ ଗୀତ କୋରିଓଗ୍ରାଫି କରିଥିଲେ। ମାଧୁରୀ ଦୀକ୍ଷିତ,...

ଗରିବ ଛୁଆଙ୍କ ପାଇଁ ସାଣ୍ଟା ପାଲଟିଲେ ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ଜରିନ ଖାନ୍‌ ଚଳିତବର୍ଷ ଖ୍ରୀଷ୍ଟମାସରେ ପୁଣି ଥରେ ନିଜ ଉଦାରତାର ପରିଚୟ ଦେଇଛନ୍ତି। ସାଣ୍ଟା ପୋଷାକ ପରିଧାନ କରି ଜରିନ ଗରିବ ଛୁଆଙ୍କ...

ମୋଦିଙ୍କ ଜନ ଆନ୍ଦୋଳନକୁ ସପୋର୍ଟ କଲେ ସଲମାନ

ମୁମ୍ବାଇ: ଅଗାମୀ ଦିନରେ ଆସୁଥିବା ପର୍ବପର୍ବାଣୀ, ଶୀତଋତୁ ଓ ଅର୍ଥ ବ୍ୟବସ୍ଥାକୁ ଦେଖି କରୋନା ବିରୋଧରେ ଏକ ଜନ ଆନ୍ଦୋଳନ ଆରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

Advertisement
Archives

Model This Week