୧୩ରେ ଇସ୍ତଫା, ୨୦ରେ ମତଦାନ

କଲେମ୍ବୋ,୧୧।୭: ଶ୍ରୀଲଙ୍କାରେ ଆର୍ଥିକ ସଙ୍କଟ ମଧ୍ୟରେ ଦେଶର ରାଷ୍ଟ୍ରପତି ଗୋଟବାୟା ରାଜପାକ୍ସେଙ୍କ ବିରୋଧରେ ବ୍ୟାପକ ବିରୋଧ ପ୍ରଦର୍ଶନ ଜାରି ରହିଛି। ଇତିମଧ୍ୟରେ ଗୋଟବାୟା ସୋମବାର ନିଜ ପଦରୁ ଇସ୍ତଫା ଦେବା ପାଇଁ ଘୋଷଣା କରିଛନ୍ତି। ତେବେ ଜୁଲାଇ ୧୮ରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ହେବ। ଏହାପରେ ଜୁଲାଇ ୨୦ରେ ଏହି ପଦ ପାଇଁ ମତଦାନ କରାଯିବ ବୋଲି ଶ୍ରୀଲଙ୍କା ବାଚସ୍ପତି ମହିନ୍ଦା ୟପ୍ପା ଅଭୟବର୍ଦ୍ଧନ ଏକ ଗଣାମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଅନ୍ୟପଟେ ଏହା ପୂର୍ବରୁ ରାଷ୍ଟ୍ରପତି ଗୋଟବାୟା ଇସ୍ତଫା ଘୋଷଣା କରିବା ପରେ ଦେଶ ଛାଡି ପଳାଇଯାଇଥିବା ବେଲେ ବୁଧବାର ଫେରି ଇସ୍ତଫା ପତ୍ର ପ୍ରଦାନ କରିବେ ବୋଲି କୁହାଯାଇଉଥିଲା। ହେଲେ ଏହାକୁ ବାଚସ୍ପତି ଖଣ୍ଡନ କରିଛନ୍ତି। ସେ ଏକ ଗଣାମାଧ୍ୟମକୁ ଫୋନ କରି କହିଛନ୍ତି ଯେ, ଗୋଟବାୟା ଏବେ ବି ଦେଶରେ ଅଛନ୍ତି, ସେ ଜୁଲାଇ ୧୩ରେ ଇସ୍ତଫା ଦେବେ ବୋଲି ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri