ଶ୍ରୀଲଙ୍କା ରାଷ୍ଟ୍ରପତି ଭାବେ ଶପଥ ନେଲେ ରାନିଲ ୱିକ୍ରମସିଂଘେ

କଲମ୍ବୋ,୨୧।୭: ଶ୍ରୀଲଙ୍କାର ନୂତନ ରାଷ୍ଟ୍ରପତି ଭାବରେ ରାନିଲ ୱିକ୍ରମସିଂଘେ ଗୁରୁବାର ଶପଥ ଗ୍ରହଣ କରିଛନ୍ତି। ତାଙ୍କୁ ମୁଖ୍ୟ ବିଚାରପତି ଶପଥ ପାଠ କରାଇଥିଲେ। ଦେଶରେ ନୂତନ ରାଷ୍ଟ୍ରପତି ନିର୍ବାଚିତ ହେବା ପରେ ମଧ୍ୟ ରାଜଧାନୀ କଲମ୍ବୋରେ ପୁଣି ପ୍ରଦର୍ଶନ କରାଯାଇଛି। ବିକ୍ଷୋଭକାରୀମାନେ ରାନିଲ ୱିକ୍ରମସିଂହଙ୍କୁ ବିରୋଧ କରୁଛନ୍ତି।
୨୨୫ ସଦସ୍ୟତା ବିଶିଷ୍ଟ ସଂସଦର ୧୩୪ ଏମ୍‌ପି ରାନିଲଙ୍କ ସପକ୍ଷରେ ଭୋଟ ଦେଇଥିବାବେଳେ ଶାସକ ଶ୍ରୀଲଙ୍କା ପୋଦୁଜନ ପେରାମୁନା (ଏସ୍‌ଏଲ୍‌ପିପି)ର ବିଦ୍ରୋହୀ ପ୍ରାର୍ଥୀ ଦୁଲ୍ଲାସ ଆଲାହପ୍ପେରୁମାଙ୍କୁ ୮୨ ଭୋଟ ମିଳିଥିଲା। ବାମପନ୍ଥୀ ଜନତା ବିମୁକ୍ତି ପେରାମୁନା (ଜେଭିପି) ନେତା ଅନୁରା କୁମାରା ଦିସାନାୟକେଙ୍କୁ ମାତ୍ର ୩ ଖଣ୍ଡ ଭୋଟରେ ସନ୍ତୁଷ୍ଟ ହେବାକୁ ପଡ଼ିଛି। ରାଷ୍ଟ୍ରପତି ନିର୍ବାଚିତ ହେବା ପରେ ୭୩ ବର୍ଷୀୟ ରାନିଲ ଓ୍ବିକ୍ରମସିଂଘେ ଗଣତାନ୍ତ୍ରିକ ପରମ୍ପରାକୁ ବଜାୟ ରଖିଥିବାରୁ ପାର୍ଲାମେଣ୍ଟକୁ ଧନ୍ୟବାଦ ଦେଇଥିଲେ।
ଶ୍ରୀଲଙ୍କାରେ ଆର୍ଥିକ ସଙ୍କଟ ପାଇଁ ଦେଶବାସୀ ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେଙ୍କୁ ଦାୟୀ କରି ଆନ୍ଦୋଳନ କରିବା ପରେ ସେ ସିଙ୍ଗାପୁର ପଳାୟନ କରି ସେଠାରୁ ନିଜ ଇସ୍ତଫାପତ୍ର ପଠାଇଥିଲେ। ତାଙ୍କ ଉତ୍ତରାଧିକାରୀ ଭାବେ ଓ୍ବିକ୍ରମସିଂଘେଙ୍କ କାର୍ଯ୍ୟକାଳ ନଭେମ୍ବର ୨୦୨୪ ପର୍ଯ୍ୟନ୍ତ ରହିବ। ଶ୍ରୀଲଙ୍କାରେ ଦେଖାଦେଇଥିବା ଆର୍ଥିକ ସଙ୍କଟ ଦୂର ପାଇଁ ରାନିଲଙ୍କୁ ବିଭିନ୍ନ ପଦକ୍ଷେପ ନେବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ଚେର୍ନୋବିଲରେ ପରମାଣୁ ଲିକେଜର ବିପଦ ଅଛି କି? ଚମକାଇବା ଭଳି ରିପୋର୍ଟ ଦେଲା UN

କ୍ୱିଭ,୭।୧୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ୟୁକ୍ରେନର ଚେର୍ନୋବିଲ ପରମାଣୁ ପ୍ଲାଣ୍ଟର ସୁରକ୍ଷା କବଚ...

ବିଜେଡିର ସବୁ ଗୁମର ଖୋଲିଦେଲେ ସନାତନ ମହାକୁଡ଼, କହିଲେ ପୂର୍ବ ସରକାର ଥିବାବେଳେ ଖଣିଖାଦାନରୁ ବହୁ…

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଗସ୍ତରେ ଆସିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଘଟଗାଁ ପରିକ୍ରମା ପ୍ରକଳ୍ପନ୍ତର ଭିତ୍ତି ପ୍ରସ୍ତର...

ଚିକିତ୍ସା ପାଇଁ ଲଣ୍ଡନ ଯାଇପାରିଲେନି ଖାଲେଦା ଜିଆ

ଢାକା,୭।୧୨: ଗୁରୁତର ଅସୁସ୍ଥ ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କୁ ଚିକିତ୍ସା କରୁଥିବା ମେଡିକାଲ ବୋର୍ଡ ଶନିବାର ଅନିର୍ଦ୍ଦିଷ୍ଟ କାଳ ପାଇଁ ତାଙ୍କର ଲଣ୍ଡନ ଯାତ୍ରା...

ହଷ୍ଟେଲରେ ଆଖିବୁଜା ଗୁଳି ଚାଳନା, ୧୧ ମୃତ

କେପଟାଉନ,୭।୧୨: ଦକ୍ଷିଣ ଆଫ୍ରିକାରେ ଏକ ଭୟଙ୍କର ଗୁଳିକାଣ୍ଡ ଘଟିଛି। ଏଥିରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ଦକ୍ଷିଣ ଆଫ୍ରିକା ପୋଲିସ ସେବା (SAPS) ଶନିବାର...

Justin Trudeau-Katy Perry Relationship: କାନାଡାର ପୂର୍ବତନ ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ-କେଟି ପେରିଙ୍କ ସମ୍ପର୍କର ଖୁଲାସା, ନିଜେ ଶେୟାର କଲେ ଅପଡେଟ ପୋଷ୍ଟ

ଓଟାଓ୍ବା,୭।୧୨: ଆମେରିକୀୟ ପପ ଷ୍ଟାର କେଟି ପେରି ଶେଷରେ ତାଙ୍କ ବ୍ୟକ୍ତିଗତ ସମ୍ପର୍କକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ସେ ଇନଷ୍ଟାଗ୍ରାମରେ ଫଟୋ ଏବଂ...

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ତାରିଣୀ ପୀଠର ବିକାଶ ପାଇଁ କଲେ ବଡ଼ ଘୋଷଣା

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି ଘଟଗାଁରେ ପହଞ୍ଚିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ...

ରେକର୍ଡ ଭାଙ୍ଗୁଛି ଶୀତ, ରାଜ୍ୟର ସବୁଠୁ ଥଣ୍ଡା ସହର ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୭ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତର ଲହରି ରେକର୍ଡ ଭାଙ୍ଗିଛି। ଦିନକୁ ଦିନ ତାପମାତ୍ରା ହ୍ରାସ ପାଇ ରବିବାର ସକାଳ ସୁଦ୍ଧା ୭.୫...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ଗୁଡ ନ୍ୟୁଜ ଦେଲା ଏୟାର ଇଣ୍ଡିଆ, ଖୁସି ହେବେ ଯାତ୍ରୀ

ନୂଆଦିଲ୍ଲୀ,୭।୧୨: ଦେଶବ୍ୟାପୀ ଅନେକ ଇଣ୍ଡିଗୋ ବିମାନ ବାତିଲ ହେବା ଫଳରେ ଯାତ୍ରା ଗୁରୁତର ଭାବରେ ବାଧାପ୍ରାପ୍ତ ହୋଇଛି। ଏହାର ଜବାବରେ, ଏୟାର ଇଣ୍ଡିଆ ଏବଂ ଏୟାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri