Posted inଖେଳ

ଶ୍ରୀଲଙ୍କା ୪୧ ରନ୍‌ରେ ପରାଜିତ…

ସିଲହଟ, ୧।୧୦ : ମହିଳା ଏସିଆ କପର ଦ୍ୱିତୀୟ ମ୍ୟାଚ୍‌ରେ ବାଂଲାଦେଶର ସିଲହଟରେ ଶନିବାର ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ହୋଇଥିବା ମ୍ୟାଚ୍‌ରେ ଶ୍ରୀଲଙ୍କା ୪୧ ରନ୍‌ରେ ପରାଜିତ ହୋଇଛି। ଭାରତର ୧୫୦ ରନ୍‌ର ଜବାବରେ ଶ୍ରୀଲଙ୍କା ଦଳ ୧୮.୨ ଓଭରରେ ସମସ୍ତ ଓ୍ବିକେଟ ହରାଇ ମାତ୍ର ୧୦୯ ରନ ସ୍କୋର କରିପାରିଛି।
୬୧ ରନ ସ୍କୋରରେ ଶ୍ରୀଲଙ୍କା ପାଞ୍ଚଟି ୱିକେଟ ହରାଇଥିଲା।

ପୂଜା ଭାଷ୍ଟ୍ରକର ଭାରତ ପାଇଁ ଦୁଇଟି ୱିକେଟ ନେଇଥିବାବେଳେ ଗୋଟିଏ ସଫଳତା ଦୀପ୍ତି ଶର୍ମାଙ୍କ ନାମରେ ଯାଇଛି। ଶ୍ରୀଲଙ୍କା ପାଇଁ ହର୍ଷିତା ମାଧବୀ ସର୍ବାଧିକ ରନ ସଂଗ୍ରହ କରଥିଲେ। ସେ ୨୦ ଟି ବଲରେ ୨୬ ରନ ସଂଗ୍ରହ କରିଥିଲେ।

ଶ୍ରୀଲଙ୍କା ମହିଳା ଦଳର ଚାରିଜଣ ବ୍ୟାଟ୍ସମ୍ୟାନ ଡବଲ ଫିଗରକୁ ଛୁଇଁ ପାରି ନଥିଲେ। କ୍ୟାପଟେନ ଚାମାରି ଅଟପାଟ୍ଟୁ ୫ ରନ, ମାଲଶା ଶେହାନି ୯ ରନ, ନୀଲକ୍ଷୀ ଦେ ସିଲଭା ୩ ରନ ଏବଂ କବିଶା ଦିଲହରୀ ୧ ରନ କରି ପାଭିଲିୟନ ଫେରି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଲ୍‌କାତାରେ ହେବ ବାର୍ସେଲୋନା, ରିୟଲ ମାଡ୍ରିଡ୍‌ ଲିଜେଣ୍ଡ୍ସ ମ୍ୟାଚ୍‌

କୋଲ୍‌କାତା,୧୩ା୧୦: ବିଶ୍ୱ ଫୁଟ୍‌ବଲର ଅନ୍ୟତମ ସଫଳ କ୍ଲବ ବାର୍ସେଲୋନା ଓ ରିୟଲ ମାଡ୍ରିଡ୍‌ର ଲିଜେଣ୍ଡ୍ସ ଦଳ ଆସନ୍ତା ନଭେମ୍ବର ୨୫ରେ କୋଲ୍‌କାତାରେ ଏକ ପ୍ରଦର୍ଶନୀ ମ୍ୟାଚ୍‌ ଖେଳିବେ।…

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

୪୨ କଲେଜକୁ ସ୍ବୟଂଶାସିତ ମାନ୍ୟତା ପ୍ରସ୍ତାବ: ତାଲିକାରେ ଗଞ୍ଜାମର ୧୧ କଲେଜ

ଭଞ୍ଜନଗର,୧୩।୧୦(ବାବୁଲା ପ୍ରଧାନ): ରାଜ୍ୟର ୪୨ଟି ମହାବିଦ୍ୟାଳୟକୁ ସ୍ବୟଂଶାସିତ ମାନ୍ୟତା ପ୍ରଦାନ ନେଇ ରାଜ୍ୟ ସରକାର ଯୋଜନା ରଖିଥିବା ଜଣାପଡ଼ିଛି। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ…

୫ ଥର ଟାଇଟଲ ଜିତି ଇତିହାସ ରଚିଲେ ଗିଲ, ଏହି ତାଲିକାରେ କୋହଲିଙ୍କ ସ୍ଥାନ କେଉଁଠି? ଲିଷ୍ଟ ଦେଖିଲେ ଚମକିଯିବେ

ନୂଆଦିଲ୍ଲୀ,୧୩।୧୦: ଶୁଭମନ ଗିଲ ସର୍ବାଧିକ ଥର ‘ପ୍ଲେୟର ଅଫ ଦ ମନ୍ଥ’ ଟାଇଟଲ ଜିତିଥିବା ଭାରତୀୟ ଖେଳାଳି। ମଙ୍ଗଳବାର (ଅକ୍ଟୋବର ୧୩) ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC)…

ସାନଖେମୁଣ୍ଡିରେ ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ପ୍ରତିବାଦ ସଭା: ୧୪ ଦଫା ଦାବି ସମ୍ବଳିତ…

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର: )ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ଆସୋସିଏସନ୍ ବ୍ଲକ ଶାଖା କମିଟି ପକ୍ଷରୁ ପାଟପୁର ଠାରେ ସଭା…

ବଡ଼ ନିଷ୍ପତ୍ତି; ଅକ୍ଟୋବର ୧୫ରୁ UPI ଉପରେ ଲାଗୁ ହେବନି MDR ଚାର୍ଜ, ଜାଣନ୍ତୁ କେବେଠୁ…

ନୂଆଦିଲ୍ଲୀ,୧୩।୧୦: ଡିଜିଟାଲ୍‌ ପେମେଣ୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । UPI ପେମେଣ୍ଟ୍‌ ଉପରେ ନୂଆ ଚାର୍ଜ ଲାଗୁ କରିବା ନିଷ୍ପତ୍ତିକୁ ଦୀପାବଳି ପର୍ଯ୍ୟନ୍ତ ସ୍ଥଗିତ…

ଆଇପିଏଲ୍‌ ୨୦୨୭ରେ ଖେଳିବେ କି ଧୋନି? ବଡ଼ ଖୁଲାସା କଲେ….

ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍‌ର ସଫଳତମ ଫ୍ରାଞ୍ଚାଇଜି ମଧ୍ୟରୁ ଅନ୍ୟତମ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଭବିଷ୍ୟତକୁ ନେଇ ପୁଣି ଚର୍ଚ୍ଚା ଜୋର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?