କଲମ୍ବୋ,୨୪।୧: ଆର୍ଥିକ ପରିସ୍ଥିତି ଦୃଷ୍ଟିରୁ ଦୁର୍ବଳ ହୋଇପଡିଛି ପଡୋଶୀ ଶ୍ରୀଲଙ୍କା। ଏବେ ଶ୍ରୀଲଙ୍କା ଭାରତର ସହାୟତା ଲୋଡିଛି। ଭାରତରୁ ୧.୫ ବିଲିୟନ ଡଲାର ସହାୟତା ପାଇବାକୁ ଆଶା କରାଯାଉଥିବା ଶ୍ରୀଲଙ୍କା ସରକାର କହିଛନ୍ତି। ଶ୍ରୀଲଙ୍କାର ବୈଦେଶିକ ମନ୍ତ୍ରୀ ଜି.ଏଲ ପେରିସ କହିଛନ୍ତି, ଆମେ ଯେଉଁ ସଙ୍କଟ ଦେଇ ଗତି କରୁଛୁ, ଭାରତରୁ ଅଧିକ ସହାୟତା ମିଳିପାରିବ। ନୂଆଦିଲ୍ଲୀରେ ଶ୍ରୀଲଙ୍କାର ଅର୍ଥମନ୍ତ୍ରୀ ବେସିଲ ରାଜପକ୍ଷେଙ୍କ ସହ ଭାରତୀୟ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏବଂ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କରଙ୍କ ସହ ଆଲୋଚନା ପରେ ଏକ ରିଲିଫ ପ୍ୟାକେଜ ଗ୍ରହଣ କରାଯାଇଛି। ସେହିଭଳି, ଆମେ ଆଉ ୧.୫ ବିଲିୟନ ଡଲାର ପାଇବାର ସମ୍ଭାବନା ଅଛି। ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ) ସହିତ ଯୋଗାଯୋଗ କରିବାର ବିକଳ୍ପ ଆମ ପାଇଁ ଖୋଲା ଅଛି ବୋଲି ସେ କହିଛନ୍ତି।
ଉଲ୍ଲେଖନୀୟ କଥା ହେଉଛି, କିଛି ସପ୍ତାହ ପୂର୍ବରୁ ଶ୍ରୀଲଙ୍କାକୁ ଭାରତ ଏକ ବିଲିୟନ ଡଲାର ପ୍ୟାକେଜ ସହାୟତା ଘୋଷଣା କରିଥିଲା।
Posted inHome, Home Left, ଅନ୍ତର୍ଜାତୀୟ View All
ଫୁଟବଲ ପ୍ରତିଯୋଗିତା: ଝାରବେଡ଼ା ଚାମ୍ପିୟନ
କୁଆଁରମୁଣ୍ଡା,୨୮।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଧୀନ କାଲୋଷିହିରିଆ ପଞ୍ଚାୟତ ଲୁଚାବାହାଲ ସ୍କୁଲବସ୍ତି ଖେଳ ପଡ଼ିଆରେ ୨ ଦିନିଆ ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।…
ଉଲିବୁର ସଂରକ୍ଷିତ ଜଙ୍ଗଲ ଜମିରେ ରାସ୍ତା ନିର୍ମାଣ ପ୍ରସଙ୍ଗ, ବେଆଇନ ଖନନର ଉଚ୍ଚସ୍ତରୀୟ ତଦନ୍ତ ପରେ ହେବ: ମନ୍ତ୍ରୀ
କେନ୍ଦୁଝର,୨୮ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବଡବିଲ ରେଞ୍ଜ ଅଧୀନ ନାଲଦା ସେକ୍ସନ କାରାଖେଣ୍ଡରା ବିଟ ଅନ୍ତର୍ଗତ ଉଲିବୁର ସଂରକ୍ଷିତ ଜଙ୍ଗଲରେ ଡାଇଭରର୍ସନ ନ କରି ଜଙ୍ଗଲ…
ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…
ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…
ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…
ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…
୧ ଲିଟର ପେଟ୍ରୋଲ ବିକ୍ରିରେ କେତେ ଟଙ୍କା ପାଆନ୍ତି ପେଟ୍ରୋଲ ପମ୍ପ ମାଲିକ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…
ନୂଆଦିଲ୍ଲୀ,୨୮।୮: ଯଦି ଆପଣ ଭାବୁଛନ୍ତି ଯେ ପେଟ୍ରୋଲ ପମ୍ପ ମାଲିକ ଟ୍ୟାଙ୍କର ଭର୍ତ୍ତି ପେଟ୍ରୋଲ ଆଣି ପ୍ରତି ଲିଟରରେ ୧୦-୧୨ ଟଙ୍କା ରୋଜଗାର କରନ୍ତି, ତେବେ ତାହା…
ସେପ୍ଟେମ୍ବରରେ ବଦଳିବ ବଡ଼ ଗ୍ରହଙ୍କ ଚଳନ: ୮ ରାଶିଙ୍କୁ ମିଳିବ ଶୁଭଫଳ, ୪ ରାଶି ରୁହନ୍ତୁ ସତର୍କ
ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ମାସକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଉଛି। ଏହି ମାସରେ ୪ଟି ବଡ଼ ଗ୍ରହ ନିଜ ରାଶି ପରିବର୍ତ୍ତନ କରିବେ। ମାସ ଆରମ୍ଭରେ…
ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ
କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…
ଆଜି କମିଛି ସୁନା ଦର! ରୁପା ଦରରେ ବି ବଡ଼ ପରିବର୍ତ୍ତନ; ଚେକ୍ କରନ୍ତୁ ନୂଆ ମୂଲ୍ୟ…
ରାଖୀ ପୂର୍ଣ୍ଣିମା ଅବସରରେ ସୁନା ଓ ରୁପା ଦରକୁ ନେଇ ଆସିଲା ବଡ଼ ଖବର। କାଲି ଅପେକ୍ଷା ଆଜି କମିଛି ସୁନା ଦର। କିଣିବା ପୂର୍ବରୁ ଏଠାରେ…
Archives

