ଶ୍ରୀଲଙ୍କାରୁ ହଟିଲା ଜରୁରିକାଳୀନ ପରିସ୍ଥିତି

କଲମ୍ବୋ,୨୧।୫: ପ୍ରାୟ ଦୁଇ ସପ୍ତାହ ପରେ ଶ୍ରୀଲଙ୍କା ସରକାର ଜରୁରିକାଳୀନ ପରିସ୍ଥିତିକୁ ହଟାଇ ଦେଇଛନ୍ତି। ରାଷ୍ଟ୍ରପତି ଗୋଟବାୟା ରାଜପକ୍ଷେ ଏଭଳି ଏକ ନିଷ୍ପତ୍ତି ନେଇ ଦେଶବାସୀଙ୍କୁ ସାମାନ୍ୟ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଆର୍ଥିକ ସଙ୍କଟ ସାଙ୍ଗକୁ ସରକାର ବିରୋଧରେ ଲୋକଙ୍କ ପ୍ରଦର୍ଶନକୁ ଦୃଷ୍ଟିରେ ରଖି ମେ’ ୬ ତାରିଖ ତଥା ଦୁଇ ସପ୍ତାହ ପୂର୍ବେ ମଧ୍ୟରାତ୍ରିରୁ ଦେଶରେ ଜରୁରୀ ପରିସ୍ଥିତି ଘୋଷଣା କରାଯାଇଥିଲା। ଶୁକ୍ରବାର ମଧ୍ୟରାତ୍ରୀରୁ ଏହାକୁ ହଟାଇ ଦିଆଯାଇଥିବା ରାଷ୍ଟ୍ରପତିଙ୍କ ସଚିବାଳୟ ପକ୍ଷରୁ କୁହାଯାଇଛି। ଦେଶରେ ଆଇନଶୃଙ୍ଖଳା ପରିସ୍ଥିତି ସୁଧୁରିବା ପାଇଁ ଏହି ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡରିଲାଣି ପାକିସ୍ତାନ: ସର୍ତ୍ତ ରଖି କଥା ହେବାକୁ ଦେଉଛି ପ୍ରସ୍ତାବ

ଇସ୍‌ଲାମାବାଦ,୩୧।୮: ଭାରତକୁ ପରମାଣୁ ଯୁଦ୍ଧ ଧମକ ଦେଉଥିବା ପାକିସ୍ତାନ ଏବେ ଡରି ଯାଇଥିବା ଆଲୋଚନା ହେଉଛି। କାରଣ ସେ ଏବେ ଭାରତ ସହ ସର୍ତ୍ତମୂଳକ କଥା...

ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଦଙ୍ଗା ଆଶଙ୍କା

ୱାଶିଂଟନ,୩ ।୧୧; ଆମେରିକା ରାଷ୍ଟ୍ରପତି ନିର୍ବାଚନକୁ ନେଇ ଏବେ ନାନା ଆଶଙ୍କା ପ୍ରକାଶ ପାଇଛି । ତେବେ କୁହାଯାଉଛି କି ଆମେରିକାରେ ଗତ କିଛିଦିନ ହେବ...

ହୋଟେଲ କବାଟ ଭାଙ୍ଗି ନୱାଜ ସରିଫଙ୍କ ଜ୍ୱାଇଁଙ୍କୁ ଗିରଫ କଲା ପୋଲିସ

ଇସଲାମାବାଦ,୧୯।୧୦: ପାକିସ୍ତାନ ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫଙ୍କ ଜ୍ୱାଇଁ ସଫଦର ଏୱାନଙ୍କୁ ପୋଲିସ ଗିରଫ କରିଛି। ସେମାନେ ରହୁଥିବା ହୋଟେଲର କବାଟ ଭାଙ୍ଗି ପୋଲିସ ସଫଦରଙ୍କୁ...

ଭଡ଼ା ଦେଇ ପାରିଲେ ନାହିିଁ ଏଲନ ମସ୍କ, ଟୁଇଟର କାର୍ଯ୍ୟାଳୟର ସାମଗ୍ରୀ ବିକ୍ରୟ ପାଇଁ ଅନଲାଇନ ୨୭ ଘଣ୍ଟିଆ ନିଲାମ…

ଓ୍ବାଶିଂଟନ,୧୮।୧ : ଏଲନ ମସ୍କ ଟୁଇଟର ଅଧିଗ୍ରହଣ କରିବା ପରେ ଏହି ସୋସିଆଲ ମିଡିଆ ପ୍ଲାଟଫର୍ମର ଅବସ୍ଥା ଭଲ ନାହିିଁ। ପ୍ରଥମେ କର୍ମଚାରୀଙ୍କ ଛଟେଇ, ତାପରେ...

ମରିୟମଙ୍କୁ ବିଦେଶ ଯାତ୍ରା ଅନୁମତି ଦେଲେ ନାହିଁ ଇମ୍ରାନ ସରକାର

ଇସ୍‌ଲାମାବାଦ,୨୩।୧୨: ପାକିସ୍ତାନର ଇମ୍ରାନ୍‌ ଖାନ୍‌ ସରକାର ପାକିସ୍ତାନ ମୁସଲିମ ଲିଗ୍‌ ନଓ୍ବାଜ (PML-N)ର ଉପାଧ୍ୟକ୍ଷ ମରିୟମ ନଓ୍ବାଜଙ୍କୁ ବିଦେଶ ଗସ୍ତ କରିବାକୁ ମନୁମତି ଦେଇ ନାହାନ୍ତି।...

ୟୁକ୍ରେନ୍‌ ଲାଗି ସହାୟତା ଘୋଷଣା କଲେ ଫେଡେରର୍‌

ନୂଆଦିଲ୍ଲୀ,୨୦।୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ଇତିମଧ୍ୟରେ ୨୫ ଦିନ ବିତିଗଲାଣି। ରୁଷିଆର ଲଗାତାର ରକେଟ ଓ ବୋମା ମାଡରେ ଧ୍ୱଂସ ହୋଇଗଲାଣି...

ପାକିସ୍ତାନରେ ଜରୁରି ଅବତରଣ କଲା ଭାରତୀୟ ଏୟାର ଆମ୍ବୁଲାନ୍ସ୍‌

ଇସଲାମାବାଦ୍‌,୧୫।୨: ଭାରତୀୟ ଏୟାର ଆମ୍ବୁଲାନ୍ସ୍‌ ପାକିସ୍ତାନରେ ଜରୁରି ଅବତରଣ କରିଛି। ମଝି ଆକାଶରେ ଇନ୍ଧନ ସରିଯିବାରୁ ଭାରତୀୟ ଏୟାର ଆମ୍ବୁଲାନ୍ସ୍‌ ପକ୍ଷରୁ ପାକିସ୍ତାନ ବେସାମରିକ ବିମାନ...

ଟୁଇଟର୍‌ ଡାଉନ୍‌

କାଲିଫର୍ନିଆ,୧।୩: ମାଇକ୍ରୋ ବ୍ଲଗିଂ ପ୍ଲାଟଫର୍ମ ଟୁଇଟର୍‌ ସମଗ୍ର ବିଶ୍ୱରେ ଡାଉନ ହୋଇପଡିଛି। ଫଳରେ ୟୁଜର୍ସମାନେ ଟୁଇଟର୍‌ରେ ନୂତନ ପୋଷ୍ଟ ଦେଖିବାକୁ ଅସମର୍ଥ ହୋଇଛନ୍ତି। ଡାଉନଡିଟେକ୍ଟରଙ୍କ ଅନୁଯାୟୀ,...

Advertisement
Archives

Model This Week