Posted inଜାତୀୟ

ଭାରତୀୟ ଧୀବରଙ୍କ ଉପରେ ଶ୍ରୀଲଙ୍କା ନୌସେନାର ଚଢ଼ାଉ, ୧୧୪ ଗିରଫ…

ଚେନ୍ନାଇ,୧୭।୧୧ : ଶ୍ରୀଲଙ୍କା ନୌସେନା ଭାରତୀୟ ଧୀବରଙ୍କ ଉପରେ ଚଢ଼ାଉ କରିଛି। ଏହି ସମୟରେ ଜଣେ ଭାରତୀୟ ଧୀବରଙ୍କ ଆଖିରେ ଆଘାତ ଲାଗିଛି। ଭାରତୀୟ ସାମୁଦ୍ରିକ ସୀମା ଉଲ୍ଲଂଘନ କରି ୧୪ ଜଣ ଧୀବର ମାଛ ଧରୁଥିବା ଅଭିଯୋଗ ହୋଇଛି। ତେଣୁ ମେସାନଙ୍କୁ ଗିରଫ କରାଯାଇଛି ବୋଲି ଜଣେ ଅଧିକାରୀ ସୂଚନା ଦେଇଛନ୍ତି।

ବୁଧବାର ବିଳମ୍ବିତ ରାତିରେ ଶ୍ରୀଲଙ୍କା ନୌସେନାର ଚଢ଼ାଉ ସମୟରେ ଆହତ ହୋଇଥିବା ଭାରତୀୟ ଧୀବରଙ୍କ ନାମ ଜନସନ। ସେ ତାମିଲନାଡୁର ରାମେଶ୍ୱରମର ବାସିନ୍ଦା ବୋଲି ଜଣାପଡିଛି। ଏଥିସହ ନାଗାପଟ୍ଟିନମ ଜିଲାର ଅନ୍ୟ ଧୀବରମାନଙ୍କୁ ଶ୍ରୀଲଙ୍କା ନୌସେନା ଦ୍ୱାରା ଗିରଫ କରିଛି। ସେମାନେ ବ୍ୟବହାର କରୁଥିବା ମାଛଧରା ଡଙ୍ଗାକୁ ମଧ୍ୟ ଜବତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେକର୍ଡ ଭାଙ୍ଗିବେ ଆଲିଆ

ମୁମ୍ବାଇ: ଚଳଚ୍ଚିତ୍ର ‘ଆଲ୍‌ଫା’ରେ ଅଭିନେତ୍ରୀ ଆଲିଆ ଭଟ୍ଟ ଏକ ଜବରଦସ୍ତ ଅଭିନୟ କରିଛନ୍ତି। ଏହି ଚଳଚ୍ଚିତ୍ରରେ ଆଲିଆ ଏବଂ ଶର୍ବରୀ ଓ୍ବାଘ୍‌ ଆକ୍ସନ ଭୂମିକାରେ ଅଭିନୟ କରିଛନ୍ତି।…

ଭାଜପାରେ ସାମିଲ ହେଲେ ମଣ୍ଡଳ ଦମ୍ପତି, ତାଙ୍କ ସହିତ…

ଭୁବନେଶ୍ୱର,୧ା୭: ଭାଜପାରେ ବୁଧବାର ସାମିଲ ହୋଇଛନ୍ତି ବିଜେଡିର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳ ଏବଂ ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ। ଶଙ୍ଖ ଛାଡ଼ି ଏହି ଦମ୍ପତି ଏବେ…

ବଡ଼ ଘୋଷଣା କଲେ ସରକାର; ଏତିକି ମାସ ଯାଏ WFH କରିବେ ୫୦% କର୍ମଚାରୀ, ଗାଡ଼ି ପାର୍କିଂ…

ନୂଆଦିଲ୍ଲୀ,୧।୭: ଶୀତକାଳୀନ ପ୍ରଦୂଷଣର ମୁକାବିଲା ପାଇଁ ଦିଲ୍ଲୀ ସରକାର ଏକ ମାଷ୍ଟର ପ୍ଲାନ ଘୋଷଣା କରିଛନ୍ତି। ଏହି ଯୋଜନା ଅନୁଯାୟୀ, ନଭେମ୍ବର ୧ ରୁ ଫେବୃଆରୀ ୨୮…

ସଚେତନ ନାଗରିକ ମଞ୍ଚର ନୂତନ କର୍ମକର୍ତ୍ତା: ଗୋବିନ୍ଦ ବନଛୋରନ ସଭାପତି, ଉପସଭାପତି ହେଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂଆ କମିଟି ଆର୍‌ଏମ୍‌ସିର ସଭାଗୃହରେ ପୂର୍ବତନ ସଭାପତି ଚିତ୍ତରଞ୍ଜନ ଭୋଇଙ୍କ ସଭାପତିତ୍ୱରେ ସଭା…

ଡାକ୍ତର ଦିବସ; କଳାହାଣ୍ଡିରେ ସ୍ୱାସ୍ଥ୍ୟ ସେବା ଠପ୍, ରୋଗୀ ହନ୍ତସନ୍ତ

ଭବାନୀପାଟଣା,୧।୭(ଉତ୍ତମ କୁମାର ଦାଶ): ଜାତୀୟ ଡାକ୍ତର ଦିବସରେ ଡାକ୍ତରମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ବୁଧବାର ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ…

WhatsAppର ନୂଆ ଫିଚର୍ସରୁ ବଢ଼ୁଛି ସାଇବର ଠକେଇ! ରୋକିବାକୁ କେନ୍ଦ୍ର ସରକାରଙ୍କ ମାଷ୍ଟର ପ୍ଲାନ୍

ନୂଆଦିଲ୍ଲୀ,୧।୭:  ଦେଶରେ ସାଇବର ଅପରାଧ ବୃଦ୍ଧି ପାଉଥିବା ଘଟଣା ଉପରେ ରୋକ ​​ଲଗାଇବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ପଦକ୍ଷେପର…

ମନ୍ତ୍ରୀଙ୍କ ହାଇ ଆଲର୍ଟ, ଜରୁରୀ ପରିସ୍ଥିତିରେ ସଜାଗ ରହିବାକୁ ୟୁଏଲ୍‌ବିକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧ା୭: ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲ୍‌ବି)କୁ ହାଇ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର…

ମୋଦି କ୍ୟାବିନେଟ୍‌ରେ ବଡ଼ ବୈଠକ: ରାସନ ସମେତ ୪ଟି ବଡ଼ ନିଷ୍ପତ୍ତି ସମ୍ଭବ, ସିଧାସଳଖ ପ୍ରଭାବିତ ହେବେ ସାଧାରଣ ଜନତା!

ନୂଆଦିଲ୍ଲୀ,୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆଜି ବୁଧବାର ଦିଲ୍ଲୀରେ କେନ୍ଦ୍ର କ୍ୟାବିନେଟ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଦେଶହିତ, ଆର୍ଥିକ ସୁଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri