Posted inଖେଳ

ଟସ୍‌ ଜିତି ବୋଲିଂ କରିବ ଶ୍ରୀଲଙ୍କା

ଲକ୍ଷ୍ନୌ,୨୪।୨: ଅଟଳ ବିହାରୀ ବାଜପେୟୀ ଏକାନା କ୍ରିକେଟ ଷ୍ଟାଡିୟମରେ ଭାରତ-ଶ୍ରୀଲଙ୍କା ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଗୁରୁବାର ଆରମ୍ଭ ହୋଇଯାଇଛି। ଶ୍ରୀଲଙ୍କା ଟସ୍‌ ଜତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଆହତ କାରଣରୁ ପ୍ରଥମ ଟି-୨୦ରେ ଦଳରୁ ବାଦ ପଡିଛନ୍ତି ଋତୁରାଜ ଗାଏକଓ୍ବାଡ। ଦୀର୍ଘ ଦିନ ପରେ ରବୀନ୍ଦ୍ର ଜାଡେଜାଙ୍କ ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେହିପରି ଚୂଡାନ୍ତ ଏକାଦଶରେ ସଞ୍ଜୁ ସାମସନଙ୍କୁ ସ୍ଥାନ ମିଳିଥିବା ବେଳେ ଭୁବନେଶର କୁମାର ଏବଂ ଯଶପ୍ରୀତ ବୁମରା ଦଳକୁ ଫେରିଛନ୍ତି।

ବିରାଟ କୋହଲି ଓ ରିଷଭ ପନ୍ତଙ୍କୁ ବିଶ୍ରାମ ଦିଆଯାଇଥିବାରୁ ଭାରତ ମଧ୍ୟକ୍ରମରେ ପରୀକ୍ଷା ନିରୀକ୍ଷା କରିବା ନିଶ୍ଚିତ ରହିଛି । ଇଶାନ କିଷନ, ଶ୍ରେୟାସ ଆୟର ଓ ପ୍ରତ୍ୟାବର୍ତ୍ତନ କରିଥିବା ସଞ୍ଜୁ ସାମସନ ଯଥାକ୍ରମେ ୩ରୁ ୫ନମ୍ବର ସ୍ଥାନରେ ବ୍ୟାଟିଂ କରିବେ।

ଭାରତ: ରୋହିତ ଶର୍ମା(ଅଧିନାୟକ), ଇଶାନ କିଷନ( ଉଇକେଟ କିପର), ଶ୍ରେୟସ ଆୟର, ସଞ୍ଜୁ ସାମସନ, ଦୀପକ ହୁଡ୍ଡା, ରବୀନ୍ଦ୍ର ଜାଡେଜା, ଭେଙ୍କଟେଶ ଆୟର, ହର୍ଷଲ ପଟେଲ, ଭୁବନେଶର କୁମାର, ଯଶପ୍ରୀତ ବୁମରା ଓ ୟୁଜବେନ୍ଦ୍ର ଚହଲ।

ଶ୍ରୀଲଙ୍କା: ପାଥୁନ ନିଶଙ୍କା, କମିଲ ମିଶରା, ଚରିଥ ଅସଲଙ୍କା, ଦିନେଶ ଚାନ୍ଦିମାଲ(ଉଇକେଟ କିପର), ଜନିଥ ଲିୟାନାଗେ, ଦାସୁନ ଶନାଙ୍କା(ଅଧିନାୟକ), ଚାମିକା କରୁଣାରତ୍ନେ, ଜେଫରି ଭନ୍ଦରସାୟ, ପ୍ରବୀଣ ଜୟଉକ୍ରମା, ଦୁଷ୍ମନ୍ତ ଚମିରା, ଲାହିରୁ କୁମାର।


Enter your email to get our daily news in your inbox.

All Right Reserved By Dharitri.Com

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri