ଶ୍ରୀଲଙ୍କାରେ ହୋଇପାରେ ବଡ ଧରଣର ପରିବର୍ତ୍ତନ

କଲମ୍ବୋ,୧୭।୭: ଶ୍ରୀଲଙ୍କାର ରାଷ୍ଟ୍ରପତି ରାନିଲ ବିକ୍ରମାସିଂଘେ ଚଳିତ ସପ୍ତାହରେ ପ୍ରଥମ ଥର ଲାଗି ଔପଚାରିକ ଯାତ୍ରାରେ ଭାରତ ଆସିପାରନ୍ତି। ଭାରତ ଯାତ୍ରା ପୂର୍ବରୁ ସେ ମଙ୍ଗଳବାର ସଂସଦରେ ତମିଲ ନାଶନାଲ ଆଲାଏନ୍ସ(ଟିଏନଏ) ସହ ବୈଠକ କରିବେ।

ବିଶେଷ ସୂତ୍ରରୁ ମିଳିଥିବା ସୂଚନାକୁ ଆଧାର କରି କୁହଯାଉଛି ଯେ ଏହି ବୈଂକରେ ତମିଲ ସଂଖ୍ୟାଲଘୁଙ୍କ ଦୀର୍ଘଦିନ ହେବ ଲାଗି ରହିଥିବା ସ୍ବାୟତ୍ତାର ଦାବି ଉପରେ କୌଣସି ନିଷ୍ପତ୍ତି ହୋଇପାରେ।
ଟିଏନଏ ହେଉଛି ଶ୍ରୀଲଙ୍କାର ଉତ୍ତର ଏବଂ ପୂର୍ବରେ ଆଞ୍ଚଳିକ ତମିଲ ଦଳର ଏକ ମେଣ୍ଟ। ତମିଲଙ୍କ ପାଇଁ ରାଜନୈତିକ ସ୍ବାଧୀନତା ଦାବିରେ ଗତ ଡିସେମ୍ବରରୁ ଟିଏନଏ ଏବଂ ବିକ୍ରମାସିଂଘେ ଆଲୋଚନା କରୁଛନ୍ତି। ଭାରତ ସମର୍ଥିତ ୧୩ତମ ସଂଶୋଧନକୁ ସମ୍ପୂର୍ଣ୍ଣ ରୂପେ କାର୍ଯ୍ୟକାରୀ କରିବାକୁ ବିକ୍ରମାସିଂଘେ ବିଚାର କରୁଛନ୍ତି। ତେବେ ଶ୍ରୀଲଙ୍କାର ବୌଦ୍ଧ ପୁରୋହିତ ଶ୍ରେଣୀ ଏହାକୁ ଘୋର ବିରୋଧ କରୁଛି। ୧୩ତମ ସଂଶୋଧନ ଅଧୀନରେ ତମିଲମାନଙ୍କୁ ଅନେକ ଅଧିକାର ମିଳିବ। ଏଥିପାଇଁ ଭାରତ ମଧ୍ୟ ଶ୍ରୀଲଙ୍କା ଉପରେ ଚାପ ପକାଉଛି। ୧୯୮୭ରେ, ଭାରତ-ଶ୍ରୀଲଙ୍କା ଚୁକ୍ତିନାମା ଅନୁଯାୟୀ, ଶ୍ରୀଲଙ୍କାକୁ ୧୩ଏ ସଂଶୋଧନକୁ କାର୍ଯ୍ୟକାରୀ କରିବାକୁ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ଦର୍ଶନ ସାରି ଘରକୁ ଫେରୁଥିବାବେଳେ ମାରିଲା ଘଡ଼ଘଡ଼ି: ଆଉ ତା’ପରେ ଘଟିଲା…

ଦେବଗଡ଼,୨୨।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ବଜ୍ରାଘାତରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ବାରକୋଟ ବ୍ଲକ ବସାଲଇ ଅଞ୍ଚଳ…

ମହିଳାଙ୍କୁ ବଳାତ୍କାର ପୋଲିସ ବାବୁଙ୍କୁ ପଡ଼ିଲା ମହଙ୍ଗା: ଶରଣକୂଳ ଥାନା ପୂର୍ବତନ ଆଇଆଇସି ନିଲମ୍ବିତ

ନୟାଗଡ଼,୨୨।୬(ଲୋକନାଥ ମିଶ୍ର):ନୟାଗଡ଼ ଜିଲା ଶରଣକୂଳ ଥାନାର ପୂର୍ବତନ ଆଇଆଇସି ସୁଜିତ କୁମାର ଦାସ ନିଲମ୍ବିତ। ଆଇଆଇସି ସୁଜିତ ଦାସଙ୍କୁ ନିଲମ୍ବନ କଲେ ଡିଜିପି। ଆଇଆଇସିଙ୍କ ବିରୋଧରେ ଯୌନ…

ଜୁନ ୨୯ରୁ ଶିମିଳିପାଳ ବନ୍ଦ: ଜାଣନ୍ତୁ କାହିଁକି

ବାରିପଦା,୨୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ପର୍ଯ୍ୟଟକ ଓ ଭ୍ରମଣକାରୀଙ୍କ ନିମନ୍ତେ ଜୁନ ୨୯ରୁ ବନ୍ଦ ରହିବ । ଏନେଇ ଶିମିଳିପାଳ ବ୍ୟାଘ୍ର…

କୋଚିଂ ସେଣ୍ଟରରେ ୧୫ ଛାତ୍ର ଜୀବନ୍ତ ଦଗ୍ଧ ଘଟଣା: ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଲକ୍ଷ୍ନୌ,୨୨।୬: ଲକ୍ଷ୍ନୌର ଆଲିଗଞ୍ଜ ଅଞ୍ଚଳରେ ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଚାରି ଜଣ ଆହତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି…

କୁଲାଡ ଯାଉଥିଲେ ସାଗର, ଧକ୍କା ଦେଲା କାର୍‌: ଆଉ ତା’ପରେ…

ଭଞ୍ଜନଗର,୨୨/୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ କାର ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା…

କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ: ୧୧ ଛାତ୍ର ଜୀବନ୍ତ ଦଗ୍ଧ

ଲକ୍ଷ୍ନୌ,୨୨।୫: ଲକ୍ଷ୍ନୌର ଆଲିଗଞ୍ଜରେ ଏକ କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୧ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅନେକ ଛାତ୍ର କୋଚିଂ ସେଣ୍ଟର…

ଲାଲୁ ଜଣେ ବଡ଼ ଖଳନାୟକ: କାହିଁକି ଏମିତି କହିଲେ ମୁଖ୍ୟମନ୍ତ୍ରୀ

ପାଟନା,୨୨।୬:ବିହାର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପୁଣି ଥରେ ରାଷ୍ଟ୍ରୀୟ ଜନତା ଦଳ (RJD) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ପରିବାରକୁ ଟାର୍ଗେଟ୍‌ କରିଛନ୍ତି। ଲାଲୁ…

ଟେଷ୍ଟ କ୍ରିକେଟ୍‌କୁ ଫେରିବେ କି ବିରାଟ କୋହଲି, ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୬: ପ୍ରଖ୍ୟାତ ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଆଘାତ ଯୋଗୁ ପଡ଼ିଆରୁ ବାଦ୍‌ ପଡ଼ିଛନ୍ତି। ଏଥିପାଇଁ ସେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ସମ୍ପ୍ରତି ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri