Posted inଖେଳ

ବିଶ୍ୱ କପ ପାଇଁ କ୍ୱାଲିଫାଏ କଲା ଶ୍ରୀଲଙ୍କା…

ହାରାରେ,୨।୭ : ଏଥର ଭାରତରେ ଅନୁଷ୍ଠିତ ହେବାକୁ ଥିବା ଏକ ଦିବସୀୟ କ୍ରିକେଟ ବିଶ୍ୱକପ ୨୦୨୩ ପାଇଁ ଜିମ୍ବାୱେରେ କ୍ୱାଲିଫାୟର ଟୁର୍ନାମେଣ୍ଟ ଖେଳାଯାଉଛି। ଏହି ଟୁର୍ନାମେଣ୍ଟରେ ଶ୍ରୀଲଙ୍କା ଜିମ୍ବାୱେକୁ ପରାସ୍ତ କରି ବିଶ୍ୱକପ ପାଇଁ ଯୋଗ୍ୟତା ଅର୍ଜନ କରିଛି ।

ବର୍ତ୍ତମାନ ଆଉ ଏକ ଦଳ ଯୋଗ୍ୟତା ଅର୍ଜନ କରିବା ଆବଶ୍ୟକ। ଦୁଇଥର ଚାମ୍ପିଅନ ୱେଷ୍ଟଇଣ୍ଡିଜ ଦଳ ସ୍କଟଲ୍ୟାଣ୍ଡଠାରୁ ପରାଜିତ ହେବା ପରେ ବିଶ୍ୱକପ କ୍ୱାଲିଫାୟରରୁ ବାହାରି ଯାଇଛି। ପ୍ରଥମ ଥର ପାଇଁ ୱେଷ୍ଟଇଣ୍ଡିଜ ଦଳ ଏକଦିବସୀୟ ବିଶ୍ୱକପରେ ଖେଳିବ ନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଉଦ୍‌ଘାଟନ କରି ବିଧାୟକ କହିଲେ…

ଭଞ୍ଜନଗର,୧୩ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ଜିଲୁଣ୍ଡିପଲ୍ଲୀସ୍ଥିତ ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ବିଦ୍ୟାଳୟ ପରିସରରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ…

ଗାଜଲବାଡ଼ି ଘାଟିରେ ବାରମ୍ବାର ଘଟୁଛି ଦୁର୍ଘଟଣା: ଓଲଟିଲା କଣ୍ଟେନର, ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି/ସୋରଡ଼ା,୧୩ା୯(ଅରୁଣ ସାହୁ/ରଜନୀ ମହାପାତ୍ର): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ବାରମ୍ବାର ଦୁର୍ଘଟଣା ଘଟୁଛି। ଗୋଟିଏ ସପ୍ତାହରେ ୨ଟି ଘଟଣା…

ଖେଳିବେନି ବୈଭବ ସୂର୍ଯ୍ୟବଂଶୀ! ଟିମ୍‌ରେ ମିଳିଲାନି ସ୍ଥାନ, ୧୧ଜଣିଆ ଦଳ ଚୟନ କଲେ…

ନୂଆଦିଲ୍ଲୀ,୧୩।୯: ଭାରତର ପୂର୍ୱତନ କ୍ରିକେଟର ଆକାଶ ଚୋପ୍ରା ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରୁ ବାହାରେ ରଖିଛନ୍ତି। ଆଜି ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ଏବଂ ଆଫଗାନିସ୍ତାନ…

ବସ୍‌ ଚକାତଳେ ଚାଲିଗଲା ଶିଶୁକନ୍ୟାର ଜୀବନ

ସୋରଡ଼ା,୧୩ା୯(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଢଉପଦା ଗ୍ରାମ ନିକଟରେ ବସ୍‌ଚକା ତଳେ ଚାପି ହୋଇ ଜଣେ ଶିଶୁକନ୍ୟାର ଜୀବନ ଚାଲିଯାଇଛି। ମୃତକ ଜଣକ ସେହି…

ପୁଣି ୪ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୧୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ପରିମାଣର ବୃଦ୍ଧି ପାଇଛି। ଏହାସହ ଜଳଭଣ୍ଡାରର…

BRICS ସମ୍ମିଳନୀ ମଧ୍ୟରେ ରାହୁଲ-ପ୍ରିୟଙ୍କାଙ୍କୁ ଭେଟିଲେ ମାଲେସିଆ ପ୍ରଧାନମନ୍ତ୍ରୀ; ବ୍ରେକଫାଷ୍ଟ ସମୟରେ କ’ଣ ଆଲୋଚନା ହେଲା? ଜାଣନ୍ତୁ…

ନୂଆଦିଲ୍ଲୀ,୧୩।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରହିମ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଏମପି ପ୍ରିୟଙ୍କା ଗାନ୍ଧୀଙ୍କ ସହ ଏକ ବ୍ରେକଫାଷ୍ଟ…

ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ, ସନ୍ଦେହ ଘେରରେ ଘରମାଲିକ

ତୁମୁଡ଼ିବନ୍ଧ,୧୩ା୯(ଦୀପକ କୁମାର ପରାସେଠ): ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ। ଏପରି ଏକ ସମ୍ବେଦନଶୀଳ ତଥା ଅମାନୁଷିକ ଘଟଣା କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ…

ସାରା ଦିନ ସମ୍ମିଳନୀରେ ବ୍ୟସ୍ତ ଥିଲେ ସି ଜିନପିଙ୍ଗ, ହେଲେ କାହିଁକି BRICSର ଭବ୍ୟ ଭୋଜିରେ ଯୋଗ ଦେଲେ ନାହିଁ? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୧୩।୯: BRICS ସମ୍ମିଳନୀରେ ଯୋଗ ଦେଇଥିବା ବିଭିନ୍ନ ଦେଶର ରାଷ୍ଟ୍ରମୁଖ୍ୟ ଏବଂ ବିଶିଷ୍ଟ ଅତିଥିମାନଙ୍କ ପାଇଁ ଶନିବାର ରାତିରେ ରାଜଧାନୀ ନୂଆଦିଲ୍ଲୀସ୍ଥିତ ‘ଭାରତ ମଣ୍ଡପମ’ରେ ଏକ ଅତ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?