ଶ୍ରୀଲଙ୍କାରେ ମହଙ୍ଗା ମାଡ: ପେଟ୍ରୋଲ ପାଇଁ ଲାଇନରେ ଠିଆ ହୋଇ ଲୋକଙ୍କ ମୃତ୍ୟୁ

କଲମ୍ବୋ,୨ ।୪: ବିଦେଶି ମୁଦ୍ରା କମ୍ ଯୋଗୁ ଶ୍ରୀଲଙ୍କାରେ ଖୋଦେଇଥିବା ମହଙ୍ଗା ମାଡ ଏବେ ସାଧାରଣ ଜନଜୀବନ ଉପରେ ଖୁବ୍ ପ୍ରଭାବ ପାକାଉଛି । ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ହସ୍ପିଟାଲରେ ଔଷଧ ନାହିଁ ତ ମାର୍କେଟରେ ଅତ୍ୟାବଶ୍ୟକ ସାମଗ୍ରୀ ନାହିଁ । ଏଭଳି ସ୍ଥିତିରେ ଲୋକେ ପେଟ୍ରୋଲ ପମ୍ପରେ ଘଣ୍ଟା ଘଣ୍ଟା ଧରି ଲାଇନରେ ଠିଆ ହେବାକୁ ପଡୁଛି । ଏଭଳି ପରିସ୍ଥିତିରେ ପେଟ୍ରୋଲ ପାଇଁ ଲାଇନରେ ଠିଆ ହୋଇଥିବା ୩ ଜଣଙ୍କ ମୃତ୍ୟୁ ହେବା ପରେ ସ୍ଥିତି ଜଟିଳ ହୋଇ ପଡିଛି । ତେବେ ସୁରକ୍ଷା ଓ ଉତ୍ତେଜନା ପରିସ୍ଥିତିକୁ ଏଡାଇବା ପାଇଁ ଏବେ ସରକାରୀ ପେଟ୍ରୋଲ ପମ୍ପରେ ୨ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି । ଏବେ ସେଠାରେ ପେଟ୍ରୋଲ ଲିଟର ପିଛା ଦର ୨୫୪ ଟଙ୍କାରେ ପହଞ୍ଚିଥିବା ବେଳେ ଏହାସାଧାରଣ ଜନତାଙ୍କ ପାଇଁ ଚିନ୍ତାର କାରଣ ପାଲଟି ଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

୧୮ ବର୍ଷରୁ ଊର୍ଦ୍ଧ୍ୱ ଲୋକଙ୍କୁ ଦିଆଯିବ ବୁଷ୍ଟର ଡୋଜ୍‌

ବ୍ରାସିଲିଆ,୧୭ା୧୧: ବ୍ରାଜିଲର ସ୍ବାସ୍ଥ୍ୟମନ୍ତ୍ରୀ ମାର୍ସେଲୋ କ୍ୱିରୋଗା ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ୧୮ ବର୍ଷରୁ ଅଧିକ ସମସ୍ତ ବ୍ରାଜିଲୀୟଙ୍କୁ କୋଭିଡ୍‌-୧୯ ଏକ ବୁଷ୍ଟର୍‌...

ବେଜିଂ ଅନୁଗତ ହଂକଂ ନେତା

ହଂକଂ,୯ା୫: ଚାଇନା ସମର୍ଥତ୍ତ ପ୍ରାର୍ଥୀ ଜନ୍‌ ଲି ନିର୍ଦ୍ୱନ୍ଦ୍ୱରେ ହଂକଂର ନୂଆ ନେତା ନିର୍ବାଚିତ ହୋଇଛନ୍ତି। ସେ କେରି ଲାମ୍‌ଙ୍କ ସ୍ଥାନରେ ଦାୟିତ୍ୱ ତୁଲାଇବେ ବୋଲି...

କାରଗିଲ୍‌ ଯୁଦ୍ଧ ଭୋକିଲା ଲଢ଼ିଥିଲେ ପାକିସ୍ତାନୀ ସୈନ୍ୟ: ନଓ୍ବାଜ ଶରିଫ୍‌

ଲଣ୍ଡନ, ୨୬।୧୦: ଭାରତ ପାକିସ୍ତାନ ମଧ୍ୟରେ ୧୯୯୯ରେ ହୋଇଥିବା କାରଗିଲ୍‌ ଯୁଦ୍ଧ ସମ୍ପର୍କରେ ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫ୍‌ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ସେ ସମୟରେ...

କରୋନା ମହାମାରୀର ଫାଇଦା ନେଉଛି ପାକିସ୍ତାନ: ଆତଙ୍କବାଦୀ ଅନୁପ୍ରବେଶ ପାଇଁ ରଚିଛି ଷଡ଼ଯନ୍ତ୍ର

ଜେନେଭା/ନୂଆଦିଲ୍ଲୀ,୩।୧୧: କରୋନା ମହାମାରୀର ଫାଇଦା ନେଇ ପାକିସ୍ତାନ ଭାରତରେ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ଷଡ଼ଯନ୍ତ୍ର ରଚିଛି। ଜାତିସଂଘରେ ଭାରତ ପକ୍ଷରୁ ପାକିସ୍ତାନ ବିରୋଧରେ ଏଭଳି ଅଭିଯୋଗ...

ଚାଇନାକୁ ଡବଲ ଝଟ୍‌କା: କେନିଆ ରଦ୍ଦ କଲା ରେଲଓ୍ବେ ପ୍ରୋଜେକ୍ଟ

ନାଇରୋବି,୨୫।୬: ଆମେରିକା, ଅଷ୍ଟ୍ରେଲିଆ ଓ ଭାରତର ଟାର୍ଗେଟରେ ଥିବା ଚାଇନାକୁ ଏବେ ଲାଗିଛି ଡବଲ ଝଟ୍‌କା। ଚାଇନାର ଗତିବିଧିକୁ ଦେଖି ଏବେ କେନିଆ ଅରବ ଡଲାରର...

ଶ୍ରୀଲଙ୍କାରେ ପେଟ୍ରୋଲ ଦାମ୍‌ ୪୨୦, ଡିଜେଲ୍‌ ୪୦୦…

କଲମ୍ବୋ, ୨୪।୫ : ଏକ ଐତିହାସିକ ଅର୍ଥନୈତିକ ସଙ୍କଟ ଦେଇ ଗତି କରୁଥିବା ଶ୍ରୀଲଙ୍କାରେ ମଙ୍ଗଳବାର ପେଟ୍ରୋଲ ଏବଂ ଡିଜେଲ ଦର ଆକାଶ ଛୁଆଁ ହୋଇଛି।...

ବାଲାକୋଟରେ ପୁଣି ସକ୍ରିୟ ହେଲା ଜୈଶ-ଇ-ମହମ୍ମଦ: ୪୦ରୁ ୫୦ ଆତ୍ମଘାତୀ ଆତଙ୍କବାଦୀ ନେଉଛନ୍ତି ପ୍ରଶିକ୍ଷଣ

ଇସ୍‌ଲାମାବାଦ୍‌,୧୪।୧୦: ପାକିସ୍ତାନ ବାଲାକୋଟରେ ପୁଣି ଥରେ ଆତଙ୍କବାଦୀ ସକ୍ରିୟ ହୋଇଥିବା ଜଣାପଡ଼ିଛି। ଜୈଶ-ଇ-ମହମ୍ମଦର ୪୦ରୁ ୫୦ ଆତ୍ମଘାତୀ ଆତଙ୍କବାଦୀ ସେଠାରେ ପ୍ରଶିକ୍ଷଣ ନେଉଥିବା ଭାରତୀୟ ଗୁଇନ୍ଦା...

ସିଞ୍ଜୋ ଆବେଙ୍କୁ ବଞ୍ଚାଇବା ପାଇଁ କରାଯାଉଛି ଶତଚେଷ୍ଟା: ଜାପାନ ପ୍ରଧାନମନ୍ତ୍ରୀ

ଟୋକିଓ,୮।୭: ଜାପାନର ପ୍ରଧାନମନ୍ତ୍ରୀ ଫୁମିଓ କିଶିଦା ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ଉପରେ ଗୁଳିମାଡ ଘଟଣାକୁ ନେଇ ଭାବପ୍ରବଣ ହୋଇପଡିଛନ୍ତି। ସେ କହିଛନ୍ତି, ସିଞ୍ଜୋ...

Advertisement
Archives

Model This Week