Posted inଖେଳ

ଭାରତକୁ ୧୮୪ ରନ୍‌ର ବିଜୟ ଲକ୍ଷ୍ୟ ଦେଲା ଶ୍ରୀଲଙ୍କା

ଧର୍ମଶାଳା,୨୬ା୨: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ସିରିଜର ଦ୍ୱିତୀୟ ଟି -୨୦ ମ୍ୟାଚ୍‌ ଶନିବାର ଧର୍ମଶାଳା ଷ୍ଟାଡିୟମରେ ଖେଳାଯାଉଛି। ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ପ୍ରଥମେ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଶ୍ରୀଲଙ୍କା ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ ହରାଇ ୧୮୩ ରନ୍‌ ସଂଗ୍ରହ କରିଛି।ଏବେ ଭାରତକୁ ବିଜୟ ହାସଲ ପାଇଁ ୧୮୪ ରନ୍‌ର ଟାର୍ଗେଟ୍‌ ଦେଇଛି ଶ୍ରୀଲଙ୍କା।

ଲକ୍ଷ୍ନୌରେ ଖେଳାଯାଇଥିବା ପ୍ରଥମ ଟି -୨୦ ମ୍ୟାଚ ଜିତିବା ପରେ ଭାରତ ୩ ମ୍ୟାଚ ବିଶିଷ୍ଟ ସିରିଜରେ ୧-୦ ଅଗ୍ରଣୀ ହାସଲ କରିଛି। ଆଜିର ମ୍ୟାଚ୍‌ ଜିତିଲେ ଭାରତ ଏହି ସିରିଜ ଜିତିବ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ସାତ୍ତ୍ୱିକ-ଚିରାଗ ଫାଇନାଲରେ

ବ୍ୟାଙ୍କକ୍‌,୧୬ା୫: ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଏବଂ ଚିରାଗ ଶେଟ୍ଟି ଥାଇଲାଣ୍ଡ ଓପନ ସୁପର ୫୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପୁରୁଷ ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୯ ଓ ୨୦୨୪ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri