Posted inଖେଳ

ଟି -୨୦ ବିଶ୍ୱକପ୍‌ ପାଇଁ ଶ୍ରୀଲଙ୍କା ଦଳ ଘୋଷଣା

ନୂଆଦିଲ୍ଲୀ,୯।୫: ଟି -୨୦ ବିଶ୍ୱକପ୍‌ ପାଇଁ ଶ୍ରୀଲଙ୍କା ନିଜ ଖେଳାଳିଙ୍କ ନାଁ ଘୋଷଣା କରିଛି। ଏହି ଟୁର୍ନାମେଣ୍ଟରେ ଅଲରାଉଣ୍ଡର ୱାନିନ୍ଦୁ ହାସରଙ୍ଗା ଶ୍ରୀଲଙ୍କାର ନେତୃତ୍ୱ ନେବେ। ଏଥି ସହିତ ଚୈରିଥ ଅସଲଙ୍କା ଉପ-ଅଧିନାୟକ ଭୂମିକାରେ ରହିବେ। ଆଇପିଏଲରେ ନିଜର ପରିଚୟ ସୃଷ୍ଟି କରିଥିବା ମଥିଶା ପାଥିରାନା ଏବଂ ମହିଷ ଥିକ୍ସାନାଙ୍କ ପରି ଯୁବ ଖେଳାଳିଙ୍କ ବ୍ୟତୀତ ଅଭିଜ୍ଞ ଆଞ୍ଜେଲୋ ମାଥ୍ୟୁସଙ୍କୁ ଦଳର ଏକ ଅଂଶ କରାଯାଇଛି।

ଶ୍ରୀଲଙ୍କାର ଟି -୨୦ ବିଶ୍ୱକପ୍‌ ଦଳ: ୱାନିନ୍ଦୁ ହାସରଙ୍ଗା (ଅଧିନାୟକ), ଚୈରିଥ ଅସଲଙ୍କା(ଉପ-ଅଧିନାୟକ), କୁସଲ ମେଣ୍ଡିସ, ପଥୁମ ନିସଙ୍କା, କାମନ୍ଦୁ ମେଣ୍ଡିସ, ସାଦିରା ସମରବିକ୍ରାମା, ଆଞ୍ଜେଲୋ ମାଥ୍ୟୁସ, ଦାସୁନ ଶନାକା, ଧନଞ୍ଜୟ ଦେ ସିଲଭା, ମହିଷ ଥିକ୍ସାନା, ଡୁନିଥ ବେଲଲାଗେ, ଦୁଷ୍ମନ୍ଥା ଚମିରା, ନୁୱାନ ତୁଷାରା ଏବଂ ଦିଲଶାନ ମଦୁଶଙ୍କା।


Enter your email to get our daily news in your inbox.

All Right Reserved By Dharitri.Com

ଚାମେଲି ବିବାଦ ମାମଲା: ସେଦିନ କ’ଣ ଘଟିଥିଲା? ଚାଞ୍ଚଲ୍ୟକର ଖୁଲାସା କଲେ ବିଡିଓ

କେନ୍ଦ୍ରାପଡ଼ା,୧୮।୬: ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲାରେ ଦୀର୍ଘ ୮ ଦିନ ପରେ ମୁହଁ ଖୋଲିଲେ ମହାକାଳପଡ଼ା ବିଡିଓ ରବିନାରାୟଣ ଆଚାର୍ଯ୍ୟ। ବିଡିଓ କହିଛନ୍ତି, ମନା କରିବା…

ଇରାନ-ଆମେରିକା ଡିଲ୍‌ରେ ପାକିସ୍ତାନର ନାଁ: ଖୁସିରେ ଗଦ୍‌ଗଦ୍‌ ଶେହବାଜ ସରିଫ, କହିଲେ- ‘ମୋ ମଧ୍ୟସ୍ଥତାରେ…’

ନୂଆଦିଲ୍ଲୀ, ୧୮।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତି ସ୍ବାକ୍ଷରିତ ହୋଇଛି। ଏହି ଡିଲ (ଚୁକ୍ତି) ହେବା ପରେ ପାକିସ୍ତାନ ମଧ୍ୟ ମଧ୍ୟସ୍ଥତାର ଶ୍ରେୟ (କ୍ରେଡିଟ)…

ଆପଲପ୍ରେମୀଙ୍କୁ ଲାଗିବ ଝଟକା, ମହଙ୍ଗା ହେବ ଆଇଫୋନ! ସିଇଓ କହିଲେ…

ନୂଆଦିଲ୍ଲୀ,୧୮।୬: ବର୍ତ୍ତମାନ ସମୟରେ ଯୁବପିଢ଼ିଙ୍କ ମଧ୍ୟରେ ଆଇଫୋନର କ୍ରେଜ ଦେଖିବାକୁ ମିଳୁଛି । ଏହାରି ଭିତରେ ଆପଲ ସିଇଓ ଟିମ୍ କୁକ୍ ଏକ ବଡ଼ ଘୋଷଣା କରିଛନ୍ତି…

G7 ସମ୍ମିଳନୀରେ ମୋଦିଙ୍କୁ ନେଇ ଏମିତି କ’ଣ କହିଲେ ଟ୍ରମ୍ପ? ହସି ହସି ବେଦମ ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୧୮।୬: ଫ୍ରାନ୍ସର ଏଭିଆନଠାରେ ଅନୁଷ୍ଠିତ ଜି-୭ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦ୍ୱିପାକ୍ଷିକ ବୈଠକ ଅବସରରେ ଟ୍ରମ୍ପ…

ଦେବଗଡ଼ରେ ବଢିଲା ଖରାଦିନ ସ୍କୁଲ ଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ…

ଦେବଗଡ,୧୮।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ୨୨ ତାରିଖରେ ଖୋଲିବ ସ୍କୁଲ। ୨୦ ତାରିଖ ଯାଏ ବଢ଼ିଲା ଖରାଦିନ ସ୍କୁଲ ଛୁଟି ଅବଧି। ଗ୍ରୀଷ୍ମ ପ୍ରବାହ ଯୋଗୁ…

ପାଣିପାଗ ବିଭାଗର ସୂଚନା, ବର୍ଷା ନେଇ ଏହି ୨୧ ଜିଲାକୁ ୱାର୍ନିଂ

ଭୁବନେଶ୍ୱର,୧୮।୬(ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ଆଗାମୀ ୪ରୁ ୫ ଦିନ ମଧ୍ୟରେ ସାରା ଓଡ଼ିଶାକୁ ଛୁଇଁବ। ତେବେ ମୌସୁମୀ ଓ…

କେସିଙ୍ଗାରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଶୁଭାରମ୍ଭ, ମିଳିବ ଏତିକି ଚାଉଳ

କେସିଙ୍ଗା,୧୮।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସିରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ବୁଧବାର ଆରମ୍ଭ ହୋଇଛି । ରାଜ୍ୟ ସରକାରଙ୍କ ଦ୍ଵାରା ଘୋଷଣା ହୋଇଥିବା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା…

୧୪୩ କୋଟିର ସମ୍ପତ୍ତି ସହ କୋଟି କୋଟିର ଋଣ! ଜାଣନ୍ତୁ ଉଦ୍ଧବ ଠାକରେଙ୍କ ନେଟଓ଼୍ବର୍ଥ…

ମୁମ୍ୱାଇ,୧୮।୬: ଉଦ୍ଧବ ଠାକରେ ନିଜ ଦଳରେ ବିଭାଜନକୁ ନେଇ ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। କିନ୍ତୁ ଆପଣ ଜାଣନ୍ତି କି ସେ କେତେ କୋଟି ସମ୍ପତ୍ତିର ମାଲିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri