ଟିକସ ବୃଦ୍ଧି ପ୍ରତିବାଦ: ଶ୍ରୀଲଙ୍କାରେ ଦେଶବ୍ୟାପୀ ଧର୍ମଘଟ

କଲମ୍ବୋ,୧ା୩: ସରକାରଙ୍କ ଦ୍ୱାରା ଟିକସ ଏବଂ ୟୁଟିଲିଟି ହାର ବୃଦ୍ଧିକୁ ବିରୋଧ କରି ବୁଧବାର ଶ୍ରୀଲଙ୍କା ଟ୍ରେଡ୍‌ ୟୁନିୟନ ଦେଶବ୍ୟାପୀ ଧର୍ମଘଟ ଡାକରା ଦେଇଥିଲା। ଯେଉଁଥିପାଇଁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଥିଲା। ଏହା ସହିତ ବ୍ୟାଙ୍କିଙ୍ଗ, ବିମାନବନ୍ଦର ଭଳି ପ୍ରମୁଖ କ୍ଷେତ୍ରର ସେବା ମଧ୍ୟ ବ୍ୟାହତ ହୋଇଥିଲା।

ଦେଶର ସ୍ଥିତିରେ ଉନ୍ନତି ଆଣିବା ପାଇଁ ଶ୍ରୀଲଙ୍କାର ରାଷ୍ଟ୍ରପତି ଟିକସ ହାର ବୃଦ୍ଧି କରିଥିଲେ, ଏହି କାରଣରୁ ଟ୍ରେଡ୍‌ ୟୁନିଅନ ସରକାରଙ୍କୁ ଏହି ଆଦେଶ ପ୍ରତ୍ୟାହାର କରିବାକୁ ଅନୁରୋଧ କରିଥିଲେ। ତେବେ ଟିଆରଏକ୍ସ ହାର ବୃଦ୍ଧି କରିବାକୁ ରାଷ୍ଟ୍ରପତି ତାଙ୍କ ନିର୍ଦ୍ଦେଶ ପ୍ରତ୍ୟାହାର କରିନାହାନ୍ତି।

ଟ୍ରେଡ ୟୁନିଅନ କହିଛି, ଗୁରୁବାର ସକାଳ ୭ରୁ ସନ୍ଧ୍ୟା ୭ ପର୍ଯ୍ୟନ୍ତ ଆମେ ଧର୍ମଘଟ ଡାକିଛୁ। ବ୍ୟାଙ୍କ କର୍ମଚାରୀଙ୍କ ଟ୍ରେଡ୍‌ ୟୁନିଅନର ଜଣେ ଅଧିକାରୀ ଚାନ୍ନା ଡିସାନାଇକେ କହିଛନ୍ତି, ଶ୍ରୀଲଙ୍କାର ସେଣ୍ଟ୍ରାଲ ବ୍ୟାଙ୍କ ସମେତ ଦୁଇଟି ରାଷ୍ଟ୍ରାୟତ୍ତ ବ୍ୟାଙ୍କରେ କାର୍ଯ୍ୟ ବୁଧବାର ବନ୍ଦ ହୋଇଯାଇଛି।

ଶିକ୍ଷକ ଟ୍ରେଡ ୟୁନିଅନର ମୁଖପାତ୍ର ଜୋସେଫ ଷ୍ଟାଲିନ କହିଛନ୍ତି, ସରକାରଙ୍କ ପଦକ୍ଷେପକୁ ଶିକ୍ଷକମାନେ ବିରୋଧ କରିଥିବା ବେଳେ ବିଶ୍ୱବିଦ୍ୟାଳୟ ଶିକ୍ଷକ ସଂଘର ଚାରୁକା ଇଲାଙ୍ଗସିନା କହିଛନ୍ତି, ସରକାର ଟିକସ ବୃଦ୍ଧି ପ୍ରତ୍ୟାହାର ନ କରିବା ପର୍ଯ୍ୟନ୍ତ ସେମାନେ ଧର୍ମଘଟ ଜାରି ରଖିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri