Posted inଖେଳ

କାମ ଦେଲାନି ସୂର୍ଯ୍ୟକୁମାର, ଅକ୍ଷରଙ୍କ ଧୂଆଁଧାର ବ୍ୟାଟିଂ

ପୁଣେ,୫ା୧: ପୁଣେ ସ୍ଥିତ ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଗୁରୁବାର ଭାରତ ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚରେ ଶ୍ରୀଲଙ୍କା ୧୬ ରନ୍‌ରେ ବିଜୟ ହୋଇଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଶ୍ରୀଲଙ୍କା କୁଶାଲ ମେଣ୍ଡିସ୍‌ ୫୨ ଓ ଦାଶୁନ ସନକାଙ୍କ ୫୬* ରନ୍‌ ବଳରେ ୭ ଉଇକେଟରେ ୨୦୬ ରନ୍‌ କରିଥିଲା। ଜବାବରେ ଭାରତ ୨୦ ଓଭରରେ ୮ ଉଇପେକଟ ହରାଇ ୧୯୦ ରନ୍‌ କରିବାରେ ସକ୍ଷମ ହୋଇଥିଲା।

୨୦୭ ରନ୍‌ ଲକ୍ଷ୍ୟର ପିଛା କରୁଥିବା ଭାରତ ପ୍ରାରମ୍ଭିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ୩୪ ରନ୍‌ରେ ୪ ବ୍ୟାଟରଙ୍କୁ ହରାଇଥିଲା। ତେବେ ସୂର୍ଯ୍ୟକୁମାର ଯାଦବ ୫୧ ଓ ଅକ୍ଷର ପଟେଲ ୬୫ଙ୍କ ଧୂଆଁଧାର ବ୍ୟାଟିଂ ବଳରେ ଭାରତ ବିଜୟର ନିକଟତର ହୋଇଥିଲା। ଶେଷ ଆଡକୁ ଶିବମ ମାଭି ୨୬ ରନ୍‌ କରିଥିଲେ। ୩୦ ବଲରୁ ୬୫ ରନ୍‌ କରିଥିବା ଅକ୍ଷର ଶେଷ ଓଭରରେ ଆଉଟ ହେବାରୁ ଭାରତର ବିଜୟ ସମ୍ଭାବନା ଶେଷ ହୋଇ ଯାଇଥିଲା। ଶ୍ରୀଲଙ୍କା ପକ୍ଷରୁ କସୁନ୍‌ ରଜିଥା ଓ ଦିଲଶାନ ମଦୁଶନକା ୨ଟି ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥମୁନି ବର୍ଷା, ଏହି ଜିଲାରେ ଲଗାତାର ୩ ଦିନ ସ୍କୁଲ ଛୁଟି, ଜାଣନ୍ତୁ…

ଭବାନୀପାଟଣା ୨୪।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ୩ ଦିନ ହେଲା କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ଏନେଇ ଜନଜୀବନ…

‘ସଂଘର୍ଷ ଉଭୟ ପକ୍ଷର କ୍ଷତି ଘଟାଇବ’, ଆମେରିକା ଗସ୍ତ ସମୟରେ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଦୃଢ଼ ବାର୍ତ୍ତା

ଓ୍ବାଶିଂଟନ,୨୪।୯: ବର୍ତ୍ତମାନ ଆମେରିକା ଗସ୍ତରେ ଥିବା ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଗୁରୁବାର ଏକ କାର୍ଯ୍ୟକ୍ରମ ମଞ୍ଚରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ଦୃଢ଼ ବାର୍ତ୍ତା ପ୍ରଦାନ କରିଥିଲେ।…

ନ୍ୟୁଜିଲ୍ୟାଣ୍ଡ ଗସ୍ତ ପୂର୍ବରୁ ଚର୍ଚ୍ଚାରେ ବୈଭବ ସୂର୍ଯ୍ୟବଂଶୀ: ୧୫ ବର୍ଷୀୟ ଭାରତୀୟ ସେନ୍‌ସେସନ୍‌ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ କିୱି କୋଚ୍‌

ନୂଆଦିଲ୍ଲୀ,୨୪ା୯: ଅକ୍ଟୋବରରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ T20 ସିରିଜ୍ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା…

୩ ଦିନ ହେଲା ବର୍ଷା ଜାରି , ମାଧବରୀଡ଼ାରେ ବିପଦ ସଂକେତ ଜଳସ୍ତର

ବେଲଗୁଣ୍ଠା,୨୪ା୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଅବପାତ ପ୍ରଭାବରେ ବେଲଗୁଣ୍ଠା ଅଞ୍ଚଳରେ ଗତ ୩ ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଧାନ ଫସଲକୁ ନେଇ ଚାଷୀଙ୍କ…

ବନ୍ୟାର ପ୍ରଖର ସ୍ରୋତରେ ନାଳ ପାରି ହେଲେ ଗର୍ଭବତୀ

ପାତ୍ରପୁର, ୨୪ା୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୀମାନ୍ତରେ ପ୍ରବାହିତ ଜାମୁଗଣ୍ଡ ନାଳରେ ବର୍ଷାଜଳ ବୃଦ୍ଧି ପାଇଛି। ଏଥିଯୋଗୁ କେତେକ ଆଦିବାସୀ ଗ୍ରାମ ବାହ୍ୟ…

ଆରପାରିରେ ବଲିଉଡ୍‌ର ମଲ୍ଟି-ଟାଲେଣ୍ଟେଡ୍ ଅଭିନେତା ମୁସ୍ତାକ୍ ଖାନ୍, ୫୬ ବର୍ଷ ବୟସରେ ପରଲୋକ

ମୁମ୍ବାଇ: ହିନ୍ଦୀ ସିନେମା ଓ ଟେଲିଭିଜନ୍ ଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଜଣାଶୁଣା ବରିଷ୍ଠ ଅଭିନେତା ମୁସ୍ତାକ୍ ଖାନ୍‌ଙ୍କର ୫୬ ବର୍ଷ ବୟସରେ ପରଲୋକ…

ଏସୀୟ କ୍ରୀଡ଼ାର ୧୦,୦୦୦ ମିଟର ଦୌଡ଼ରେ ସୀମାଙ୍କ ଐତିହାସିକ ବ୍ରୋଞ୍ଜ ପଦକ

ନାଗୋୟା,୨୪ା୯: ଭାରତୀୟ ଟ୍ରାକ ଆଣ୍ଡ ଫିଲ୍ଡ ଆଥଲେଟ୍‌ ସୀମା ଗୁରୁବାର ମହିଳା ୧୦,୦୦୦ ମି. ବ୍ରୋଞ୍ଜ ପଦକ ଜିତିଛନ୍ତି। ସୀମା ଦୌଡ଼କୁ ୩୨:୫୦.୦୫ ସେକେଣ୍ଡରେ ଶେଷ କରି…

କଳାହାଣ୍ଡିରେ ଥମିବାର ନା ଧରୁନି ବର୍ଷା, କୁତ୍ରିମ ନଦୀ ହେଲା ଫତେନଗର ପଡା ମୁଖ୍ୟ ରାସ୍ତା

ଭବାନୀପାଟଣା ୨୪।୯,(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଗତ ତିନିଦିନ ଧରି କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ଜନଜୀବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?