Posted inଖେଳ

ଟସ୍‌ ଜିତିଲା ଶ୍ରୀଲଙ୍କା, ବୋଲିଂ ନିଷ୍ପତ୍ତି…

ଦୁବାଇ, ୬।୯ : ଏସିଆ କପ୍‌-୨୦୨୨ ଟି-୨୦ ମ୍ୟାଚର ସୁପର ଫୋର୍‌ ଏ-୧ ଏବଂ ବି-୧ ମ୍ୟାଚ୍‌ରେ ମଙ୍ଗଳବାର ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ କଡ଼ା ମୁକାବିଲା ହେଉଛି। ଦୁବାଇର ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ ଷ୍ଟାଡିୟମ୍‌ରେ ଖେଳା ଯାଉଥିବା ଏହି ମ୍ୟାଚ୍‌ରେ ଶ୍ରୀଲଙ୍କା ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ଗ୍ରହଣ କରିଛି।

ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ଟିମ୍‌ ଇଣ୍ଡିଆ ବ୍ୟାଟିଂ ପାଇଁ ପଡ଼ିଆକୁ ଓହ୍ଲାଇଛି। ସେହିପରି ଶ୍ରୀଲଙ୍କା ଅଧିନାୟକ ଦାସୁନ ଶାନାକାଙ୍କ ନେତୃତ୍ୱରେ ଟିମ୍‌ ଶ୍ରୀଲଙ୍କା ବୋଲିଂ କରିବାକୁ ଅଣ୍ଟା ଭିଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଗୁରୁବାର ଭାରତ ବନ୍ଦ ଡାକରା: କ’ଣ ରହିବ ଖୋଲା, କ’ଣ ବନ୍ଦ, ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

ଇଟାଲୀକୁ ହରାଇ ସ୍କଟଲାଣ୍ଡର ବିଜୟ ଅଭିଯାନ ଆରମ୍ଭ

କୋଲକାତା,୯ା୨- ଟି୨୦ ବିଶ୍ୱକପ୍‌ରେ ସୋମବାର ଖେଳାଯାଇଥିବା ମ୍ୟାଚ୍‌ରେ ସ୍କଟଲାଣ୍ଡ ୭୩ ରନର ବ୍ୟବଧାନରେ ଇଟାଲୀକୁ ପରାସ୍ତ କରିଛି। ଏହି ବିଜୟ ସହ ସ୍କଟଲାଣ୍ଡ ଟି୨୦ ବିଶ୍ୱକପ୍‌ ଲାଗି…

ସ୍ୱର୍ଣ୍ଣରୁ ବଞ୍ଚିତ ହେଲେ ମନୁ ଭାକର

ନୂଆଦିଲ୍ଲୀ, ୯ା୨: ଅଲିମ୍ପିକ ଡବଲ ବ୍ରୋଞ୍ଜ ପଦକ ବିଜେତା ମନୁ ଭାକର ନୂଆଦିଲ୍ଲୀଠାରେ ଚାଲିଥିବା ଏସିଆନ ଶୁଟିଂ ଚାମ୍ପିୟନଶିପ୍‌ରେ ଅଳ୍ପକେ ସ୍ୱର୍ଣ୍ଣ ପଦକ ପାଇବାରୁ ବଞ୍ଚିତ ହୋଇଛନ୍ତି।…

ଏହି ଗୋଟିଏ ସର୍ତ୍ତ ସହିତ ଭାରତ ବିପକ୍ଷରେ ଖେଳିବାକୁ ରାଜି ହେଲା ପାକିସ୍ତାନ! ଜାଣନ୍ତୁ କ’ଣ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ,୯।୨: ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ହେବାର ସମ୍ଭାବନା ଉପରେ ଆଲୋଚନା ଚାଲିଛି। ଆଇସିସି କାର୍ଯ୍ୟସୂଚୀ ଅନୁଯାୟୀ, ଫେବୃଆରୀ ୧୫ ତାରିଖରେ ଶ୍ରୀଲଙ୍କାର କଲମ୍ବୋରେ ଉଭୟ…

ଚର୍ଚ୍ଚାରେ ପ୍ରଶାସନ, ଡାକ୍ତରଙ୍କୁ ମିଳିଲା ହସ୍ପିଟାଲରୁ କୁକୁର ଘଉଡ଼ାଇବା ପାଇଁ ଦାୟିତ୍ୱ

ଜୟପୁର,୯।୨: ରାଜସ୍ଥାନର ଜୟସଲମେର ଜିଲ୍ଲାର ସବୁଠାରୁ ବଡ଼ ସରକାରୀ ହସ୍ପିଟାଲ ସରକାରୀ ଜବାହାର ହସ୍ପିଟାଲରେ କୁକୁର ହଟାଇବା ଅଭିଯାନ ଚାଲିଛି । ହସ୍ପିଟାଲ ପ୍ରଶାସନ ଦ୍ୱାରା ଜାରି…

୧୦୦ ଟପିବ ପେଟ୍ରୋଲ ଦର? ଟ୍ରମ୍ପଙ୍କ ଯୋଗୁ ଗୋଟିଏ ଝଟକାରେ ହୁ ହୁ ହୋଇ ବଢ଼ିବାକୁ ଯାଉଛି ମୂଲ୍ୟ…!

ନୂଆଦିଲ୍ଲୀ,୯।୨: ଭାରତ ଏବଂ ଆମେରିକା ମଧ୍ୟରେ ନିକଟରେ ହୋଇଥିବା ଟ୍ରେଡ୍‌ ଡିଲ(ବାଣିଜ୍ୟ ଚୁକ୍ତି) ନେଇ ଜୋରଦାର ଚର୍ଚ୍ଚା ହେଉଛି। କାରଣ ଏହା ଭାରତର ସାଧାରଣ ନାଗରିକଙ୍କୁ ମହଙ୍ଗା…

ଧରିତ୍ରୀ ପ୍ରଭାବ: ତତ୍ପରତା ଦେଖାଇଲା ବିଦ୍ୟୁତ ବିଭାଗ

ଦାରିଙ୍ଗବାଡି, ୯।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହାଠାରୁ ତେରବାଡିକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ରାସ୍ତା ଉପରେ ବିଦ୍ୟୁତ ତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri