Posted inଖେଳ

ଟସ୍‌ ଜିତିଲା ଶ୍ରୀଲଙ୍କା, ବୋଲିଂ ନିଷ୍ପତ୍ତି…

ସାରଜା, ୩।୯ : ଟି-୨୦ ବିଶ୍ୱକପ୍‌ର ସୁପର ୪ ମ୍ୟାଚ୍‌ରେ ବି-୧ ଏବଂ ବି-୨ ମଧ୍ୟରେ ଶନିବାର ଆଫଗାନିସ୍ତାନ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳା ଯାଉଥିବା ମ୍ୟାଚ୍‌ରେ ଶ୍ରୀଲଙ୍କା ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛି। ସାରଜାର କ୍ରିକେଟ ୍ଯଯାଡ଼ିୟମ୍‌ରେ ଏହି ମ୍ୟାଚ୍‌ରେ ଶ୍ରୀଲଙ୍କା ଅଧିନାୟକ ଦାସୁନ ଶାନାକା ଟସ୍‌ ଜିତି ଦଳ ସହିତ ବୋଲିଂ ପାଇଁ ପଡ଼ିଆକୁ ଓହ୍ଲାଇଛନ୍ତି। ଅପରପକ୍ଷରେ ଆଫଗାନିସ୍ତାନ ଅଧିନାୟକ ମହମ୍ମଦ ନବୀଙ୍କ ନେତୃତ୍ୱରେ ତାଙ୍କ ଦଳ ବ୍ୟାଟିଂ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସିଏସ୍‌ଏ ଶ୍ରେଷ୍ଠ ପୁରସ୍କାର: ନର୍ଜେ, ମାରକ୍ରାମଙ୍କ ନାମ ସୁପାରିସ

ଜୋହାନ୍ସବର୍ଗ,୨୫।୫(ପି.ଟି.): କ୍ରିକେଟ ସାଉଥ୍‌ ଆଫ୍ରିକା (ସିଏସ୍‌ଏ) ପ୍ଲେୟର ଅଫ୍‌ ଦି ଇୟର ପୁରସ୍କାର ଦୌଡ଼ରେ ସାମିଲ ହୋଇଛନ୍ତି ଦ୍ରୁତ ବୋଲର ଏନରିଚ୍‌ ନର୍ଜେ ଓ ବ୍ୟାଟ୍ସମ୍ୟାନ...

ବିଜୟ ହଜାରେ ଟ୍ରଫିରେ ଧୋନୀ ବ୍ରିଗେଡର ଏହି ଦୁଇ ଖେଳାଳିଙ୍କ ଦବ୍‌ଦବା,ଶତକ ମାରି…

ନୂଆଦିଲ୍ଲୀ,୨୧।୨: ଆଇପିଏଲ୍‌ ୨୦୨୧ ପାଇଁ ଖେଳାଳି ନିଲାମ ପ୍ରକ୍ରିୟା ଗୁରୁବାର ଶେଷ ହୋଇଛି। ଏଥିନେଇ ତାରିଖ ଘୋଷଣା ହୋଇ ନ ଥିଲେ ହେଁ ତିନିଥର ଚାମ୍ପିୟନ...

ଆର୍ଚରଙ୍କ କହୁଣିରେ ହେବ ଅସ୍ତ୍ରୋପଚାର

ଲଣ୍ଡନ, ୨୧ା୫ (ପି.ଟି.)- ଇଂଲଣ୍ଡ ପେସ୍‌ ବୋଲର ଜୋଫ୍ରା ଆର୍ଚରଙ୍କର ଡାହାଣ କହୁଣିରେ ଶୁକ୍ରବାର ଅସ୍ତ୍ରୋପଚାର ହେବ। ଫଳତଃ ଅଗଷ୍ଟ ୪ରୁ ଭ୍ରମଣକାରୀ ଭାରତ ବିପକ୍ଷରେ...

ଦ୍ୱିତୀୟ ରାଉଣ୍ଡରେ ନାଗଲ

ନୂଆଦିଲ୍ଲୀ,୨୧।୮(ପିଟି): ଯୁବ ଭାରତୀୟ ଟେନିସ ଖେଳାଳି ସୁମିତ ନାଗଲ ଚଳିତ ବର୍ଷର ଅନ୍ତିମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ୟୁଏସ୍‌ ଓପନର କ୍ୱାଲିଫାୟର୍ସର ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି।...

ମାତ୍ର ୪୦ ବଲ୍‌ରେ ଚୌକା-ଛକା ବର୍ଷା କଲେ ଏହି କ୍ରିକେଟର୍‌

ଆଇପିଏଲ ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟ ମ୍ୟାଚ ପୂର୍ବରୁ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ପାଇଁ ଏକ ଖୁସି ଖବର ଅଛ। ଦଳର ଅଲରାଉଣ୍ଡର ଲିଆମ ଲିଭିଙ୍ଗଷ୍ଟୋନ ଜବରଦସ୍ତ...

ମୁମ୍ବାଇ ଦଳରେ ଅର୍ଜୁନ

ମୁମ୍ବାଇ, ୨୭।୮- କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ମୁମ୍ବାଇ କ୍ରିକେଟ୍‌ ଦଳରେ ସ୍ଥାନ ପାଇଛନ୍ତି। ନାଗପୁରରେ ସେପ୍ଟେମ୍ବର ୫ରୁ ହେବାକୁ ଥିବା ‘ବପୁନା...

ଫିଫା ବିଶ୍ୱକପ୍‌ କ୍ୱାଲିଫାୟର : କଳିଙ୍ଗରେ ଭାରତ- କାତାର ମୁକାବିଲା

କୋଲକାତା,୨୨।୨(ପି.ଟି.)- ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଆଉ ଏକ ବଡ଼ ଫୁଟବଲ ମ୍ୟାଚ୍‌ ଆୟୋଜନ ହେବାକୁ ଯାଉଛି। ଫିଫା ବିଶ୍ୱକପ୍‌ ଗୁପ୍‌ ଇ କ୍ୱାଲିଫାୟର ମ୍ୟାଚ୍‌ରେ ଭାରତ...

ପଡ଼ିଆ ବାହାରେ ଏକ ବଡ଼ ରେକର୍ଡ ହାସଲ କଲେ ମେସି

ଷ୍ଟାର ଫୁଟବଲର୍‌ ଲିଓନେଲ ମେସି ଆର୍ଜେଣ୍ଟିନାକୁ ଫିଫା ବିଶ୍ୱକପ ଜିତାଇଛନ୍ତି। ଏହାସହ ଅନେକ ଫିଲ୍ଡ ରେକର୍ଡ ଭାଙ୍ଗିଥିଲେ। ତେବେ ବର୍ତ୍ତମାନ ସେ ପଡ଼ିଆରୁ ବାହାରେ ମଧ୍ୟ...

Advertisement
Archives

Model This Week