ସଡ଼କ ଦୁର୍ଘଟଣାରେ ଶ୍ରୀଲଙ୍କା ରାଜ୍ୟମନ୍ତ୍ରୀଙ୍କ ପରଲୋକ

କଲମ୍ବୋ,୨୬।୧: ଗୁରୁବାର ସକାଳେ ରାଜପଥରେ ଏକ କାର୍‌ ଦୁର୍ଘଟଣାରେ ଶ୍ରୀଲଙ୍କା ରାଜ୍ୟ ମନ୍ତ୍ରୀ ସନତ ନିଶାନ୍ତା ଏବଂ ତାଙ୍କ ସୁରକ୍ଷା ଦଳର ଜଣେ କନ୍‌ଷ୍ଟେବଲଙ୍କ ମୃତ୍ୟୁ ଘଟିଛି।
ଶ୍ରୀଲଙ୍କା ପୋଲିସ ଏକ ବିବୃତିରେ କହିଛି ଯେ ୪୮ବର୍ଷୀୟ ଜଳ ଯୋଗାଣ ମନ୍ତ୍ରୀ ଯାତ୍ରା କରୁଥିବା ଏସ୍‌ୟୁଭି ବୁଧବାର ୨ଟାରେ କଲମ୍ବୋ ଅଭିମୁଖେ କାର୍ଗୋ କଣ୍ଟେନର ଟ୍ରକ୍‌ର ପଛପଟୁ ଧକ୍କା ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି।
ଗାଡିର ଡ୍ରାଇଭର ଗୁରୁତର ଆହତ ହୋଇ ରାଗାମା ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। କାଟୁନାକେ ଏକ୍ସପ୍ରେସ୍‌ ୱେରେ ଘଟିଥିବା ଦୁର୍ଘଟଣାର ପୋଲିସ ତଦନ୍ତ କରୁଛି। ୨୦୧୫ରୁ ନିଶାନ୍ତା ପୁଟାଲାମର ପ୍ରତିନିଧିତ୍ୱ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧରେ ବଢି ଚାଲିଥିବା କ୍ଷତିକୁ ନେଇ ଚିନ୍ତାରେ ପଡ଼ିଗଲେଣି ଟ୍ରମ୍ପ, ଅନ୍ୟ ଉପରେ ଦୋଷ ଲଦି ଏହି ଦେଶକୁ ମନାଇବାକୁ କରୁଛନ୍ତି ପ୍ରୟାସ

ଓ୍ବାଶିଂଟନ,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅସ୍ବୀକାର ଅବସ୍ଥାରେ ବା ଡିନାୟଲ ମୋଡ୍‌ରେ ପ୍ରବେଶ କରିଛନ୍ତି। ସେ ନିଜ ଭୁଲର ଦୋଷ ଅନ୍ୟମାନଙ୍କ ଉପରେ ଲଦିବା…

ବୁଢ଼ାଢିଅ ଗାଁ ରେ ଥିବା କିଛି ଘରେ ଥିଲା ଗଞ୍ଜେଇ: ଚଢ଼ାଉପରେ ୭ ଲକ୍ଷ ଟଙ୍କାର …

ମୋହନା,୨୪।୩(ମନ୍ମଥ ମିଶ୍ର): ଗଜପତି ଅଡବା ଥାନା ଅଞ୍ଚଳ ଗତ କିଛି ଦିନ ହେବ ଗଞ୍ଜେଇ ବେପାରୀଙ୍କ ନିଦ ହଜାଇ ଦେଇଛି ପୋଲିସ। ଆର୍‌ ଉଦୟଗିରୀ ଏସଡିପିଓ ରାକେଶ…

ଧର୍ମ ପରିବର୍ତ୍ତନ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି: ହିନ୍ଦୁ, ବୌଦ୍ଧ, ଶିଖ ଧର୍ମାବଲମ୍ବୀ…

ନୂଆଦିଲ୍ଲୀ,୨୪।୩: ଧର୍ମ ପରିବର୍ତ୍ତନ ଉପରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି। ମଙ୍ଗଳବାର ସୁପ୍ରିମକୋର୍ଟ କହିଛନ୍ତି, ହିନ୍ଦୁ, ଶିଖ କିମ୍ବା ବୌଦ୍ଧ ଧର୍ମ ବ୍ୟତୀତ ଅନ୍ୟ କୌଣସି…

ବଡ଼ ଖବର! RCBକୁ ଆଉ ଏକ ଝଟକା, IPL ୨୦୨୬ରୁ ବାଦ୍ ପଡିଲେ ଏହି ଖେଳାଳି

ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୯ତମ ସିଜିନ୍ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି । ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ, ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟିମକୁ…

ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓଙ୍କ ଆତ୍ମସମର୍ପଣ

ମାଲକାନଗିରି,୨୪।୩(ଦୁର୍ଯ୍ୟୋଧନ ପାତ୍ର): ମାଓବାଦୀ ସଙ୍ଗଠନକୁ ଏକ ବଡ଼ ଝଟ୍‌କା ଲାଗିଛି। ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓ ମଙ୍ଗଳବାର ଛତିଶଗଡ଼ ବିଜାପୁର ପୋଲିସ ନିକଟରେ…

ମାନସିକ ବିକୃତ ମସ୍ତିଷ୍କ ମହିଳା ଗର୍ଭବତୀ ଅଭିଯୁକ୍ତଙ୍କ ଗିରଫ ଦାବିରେ ଫାଣ୍ଡିରେ ଗ୍ରାମବାସୀଙ୍କ ହୋ ହାଲା

ଗଞ୍ଜାମ, ୨୪।୩(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନାର ହୁମା ଫାଣ୍ଡି ଅନ୍ତର୍ଗତ ନୀଳାଦ୍ରିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମାନସିକ ବିକୃତ ମହିଳା…

ଯୁଦ୍ଧ ଶେଷ କରିବାକୁ ରାଜି ହେଲେ ଇରାନର ସର୍ବୋଚ୍ଚ ନେତା! କହିଦେଲେ ଏମିତି…ସାରା ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୨୪।୩: ଆଜି ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧର ୨୫ତମ ଦିନ। ଉଭୟ ପକ୍ଷ ଦ୍ରୁତ ଆକ୍ରମଣ ଜାରି ରଖିଥିବାବେଳେ ଯୁଦ୍ଧ ଶେଷ କରିବା…

IPL 2026କୁ ନେଇ କଡ଼ା ନିୟମ: ଖେଳାଳି ତଥା ତାଙ୍କ ପରିବାର ପାଇଁ ନୂଆ ନିୟମ ଆଣିଲା BCCI, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: IPL 2026 ଆରମ୍ଭ ହେବା ପୂର୍ବରୁ, BCCI ସମସ୍ତ ୧୦ଟି ଫ୍ରାଞ୍ଚାଇଜ ପାଇଁ ଏକ ନୂଆ ଏବଂ କଠୋର ନିୟମ ଜାରି କରିଛି। ଏହି ନିୟମଗୁଡ଼ିକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri