Odisha Elections 2024

ସଡ଼କ ଦୁର୍ଘଟଣାରେ ଶ୍ରୀଲଙ୍କା ରାଜ୍ୟମନ୍ତ୍ରୀଙ୍କ ପରଲୋକ

କଲମ୍ବୋ,୨୬।୧: ଗୁରୁବାର ସକାଳେ ରାଜପଥରେ ଏକ କାର୍‌ ଦୁର୍ଘଟଣାରେ ଶ୍ରୀଲଙ୍କା ରାଜ୍ୟ ମନ୍ତ୍ରୀ ସନତ ନିଶାନ୍ତା ଏବଂ ତାଙ୍କ ସୁରକ୍ଷା ଦଳର ଜଣେ କନ୍‌ଷ୍ଟେବଲଙ୍କ ମୃତ୍ୟୁ ଘଟିଛି।
ଶ୍ରୀଲଙ୍କା ପୋଲିସ ଏକ ବିବୃତିରେ କହିଛି ଯେ ୪୮ବର୍ଷୀୟ ଜଳ ଯୋଗାଣ ମନ୍ତ୍ରୀ ଯାତ୍ରା କରୁଥିବା ଏସ୍‌ୟୁଭି ବୁଧବାର ୨ଟାରେ କଲମ୍ବୋ ଅଭିମୁଖେ କାର୍ଗୋ କଣ୍ଟେନର ଟ୍ରକ୍‌ର ପଛପଟୁ ଧକ୍କା ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି।
ଗାଡିର ଡ୍ରାଇଭର ଗୁରୁତର ଆହତ ହୋଇ ରାଗାମା ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। କାଟୁନାକେ ଏକ୍ସପ୍ରେସ୍‌ ୱେରେ ଘଟିଥିବା ଦୁର୍ଘଟଣାର ପୋଲିସ ତଦନ୍ତ କରୁଛି। ୨୦୧୫ରୁ ନିଶାନ୍ତା ପୁଟାଲାମର ପ୍ରତିନିଧିତ୍ୱ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୭ ଘଣ୍ଟା ପରେ ମିଳିଲା ଇରାନ ରାଷ୍ଟ୍ରପତି ରଇସିଙ୍କ ହେଲିକପ୍ଟର ଠାବ, ମିଳିନି ରାଷ୍ଟ୍ରପତିଙ୍କ ସନ୍ଧାନ

ନୂଆଦିଲ୍ଲୀ,୨୦।୫: ଇରାନର ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟରକୁ ଉଦ୍ଧାରକାରୀ ଦଳ ପାଇଛନ୍ତି। ତେବେ ରାଷ୍ଟ୍ରପତି ରଇସି ଏବଂ ହେଲିକପ୍ଟରରେ ତାଙ୍କ ସହ ଯାତ୍ରା...

କେଉଁଠି ଅଛନ୍ତି ଇରାନ ରାଷ୍ଟ୍ରପତି? ଦୁର୍ଘଟଣା ଗ୍ରସ୍ତ ହେଲିକପ୍ଟର ସହ ହୋଇ ପାରୁନାହିଁ ସମ୍ପର୍କ

ତେହେରାନ,୧୯।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା, ଏହା ପରେ ଜରୁରୀକାଳୀନ ପରିସ୍ଥିତିରେ ଏହାକୁ ଅବତରଣ...

ୟୁକ୍ରେନ୍‌ର ୧୦୩ ଡ୍ରୋନ୍‌, ୧୨ ମିଶାଇଲ୍‌କୁ ଖସାଇଲା ରୁଷିଆ

ମସ୍କୋ,୧୯ା୫: ରୁଷିଆର ଏୟାର ଡିଫେନ୍ସ ଗତ ୨୪ ଘଣ୍ଟା ମଧ୍ୟରେ ୟୁକ୍ରେନ୍‌ର ୧୦୩ଟି ଡ୍ରୋନ୍‌ ଓ ୧୨ଟି ଆମେରିକା ନିର୍ମିତ ଏଟିଏସିଏମ୍‌ଏସ ମିଶାଇଲ ଖସାଇଥିବା ରବିବାର...

ବ୍ରିଟେନରେ ଶୁଭିଲା ‘ଅବକି ବାର ୪୦୦ ପାର୍‌’

ଲଣ୍ଡନ,୧୯।୫: ଏଥର ବ୍ରିଟେନର ସଂସଦ ମଇଦାନରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସ୍ଲୋଗାନ ‘ଅବକି ବାର୍‌ ୪୦୦ ପାର୍‌’ ଶୁଣଇବାକୁ ମିଳିଛି। ଭାରତୀୟ ମହିଳାମାନେ ଶନିବାର ବ୍ରିଟିଶ ସଂସଦ...

ଇରାନ ରାଷ୍ଟ୍ରପତିଙ୍କୁ ନେଇ ଯାଉଥିବା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ତେହେରାନ,୧୯।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି, ଏହା ପରେ ଜରୁରୀକାଳୀନ ପରିସ୍ଥିତିରେ ଅବତରଣ କରାଯାଇଥିଲା।...

ମହିଳା ସଂସଦୀୟ ପ୍ରତିନିଧିତ୍ୱ କ୍ଷେତ୍ରରେ ପାକିସ୍ତାନ-ବାଂଲାଦେଶଠାରୁ ବି ପଛରେ ଭାରତ

ନୂଆଦିଲ୍ଲୀ,୧୯ା୫: ଲୋକ ସଭା ନିର୍ବାଚନ ପ୍ରାୟ ଶେଷ ପର୍ଯ୍ୟାୟରେ। ଫଳାଫଳ ପାଇଁ ଆଉ ୧୫ ଦିନ ବାକି ଅଛି। ସମସ୍ତ ଦଳ ସେମାନଙ୍କର ବିଜୟ ଦାବି...

ଆଜି ମହାକାଶ ଯିବେ ପ୍ରଥମ ଭାରତୀୟ ସ୍ପେସ୍‌ ଟୁରିଷ୍ଟ ଗୋପୀଚାନ୍ଦ

ଓ୍ବାଶିଂଟନ,୧୯ା୫: ଜେଫ୍‌ ବେଜୋସ୍‌ଙ୍କ ବ୍ଲ୍ୟୁ ଅରିଜିନ ମିଶନରେ ପ୍ରଥମ ଭାରତୀୟ ସ୍ପେସ୍‌ ଟୁରିଷ୍ଟ ଭାବେ ଗୋପୀଚାନ୍ଦ ଥୋକାତୁରା ରବିବାର ମହାକାଶକୁ ଯାତ୍ରା କରିବେ। ପାଇଲଟ ଗୋପୀଚାନ୍ଦ...

କିର୍‌ଗିଜସ୍ତାନରେ ଭାରତୀୟ ଛାତ୍ରଙ୍କୁ ଆକ୍ରମଣ, ଘରେ ରହିବାକୁ ଦୂତାବାସର ପରାମର୍ଶ

ନୂଆଦିଲ୍ଲୀ,୧୮ା୫: କିର୍‌ଗିଜସ୍ତାନ ରାଜଧାନୀ ବିଶ୍‌କେକ୍‌ରେ କେତେଜଣ ଭାରତୀୟଙ୍କ ସମେତ ବିଦେଶୀ ଛାତ୍ର ଉତ୍ତ୍ୟକ୍ତ ଲୋକଙ୍କ ଆକ୍ରମଣର ଶିକାର ହୋଇଛନ୍ତି। ସେଠାରେ ଉତ୍ତେଜନା ଲାଗିରହିଥିବାରୁ ଭାରତୀୟମାନେ ଘରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri