ଜୁଲାଇ ୨୧ରେ ଭାରତ ଗସ୍ତରେ ଆସିବେ ଶ୍ରୀଲଙ୍କା ରାଷ୍ଟ୍ରପତି

କଲମ୍ବୋ/ନୂଆଦିଲ୍ଲୀ,୯।୭ : ଶ୍ରୀଲଙ୍କା ରାଷ୍ଟ୍ରପତି ରାନିଲ ବିକ୍ରମସିଂଘେ ଜୁଲାଇ ୨୧ରେ ଦୁଇ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି। ଏହି ସମୟରେ ସେ ପ୍ରଧାନମନ୍ତ୍ରୀ ମୋଦଙ୍କୁ ଭେଟିବେ ବୋଲି ଆଶା କରାଯାଉଛି।ଅଧିକାରୀଙ୍କ ପକ୍ଷରୁ ରବିବାର ଏହି ସୂଚନା ଦିଆଯାଇଛି। ଶ୍ରୀଲଙ୍କା ଏବେ ଆର୍ଥିକ ସଙ୍କଟ ଦେଇ ଗତି କରୁଛି। ଏକ ଜନ ବିଦ୍ରୋହ ପରେ ଗତ ବର୍ଷ ଗୋଟାବାୟା ରାଜପାକ୍ସେଙ୍କୁ ବହିଷ୍କାର କରାଯାଇଥିଲା। ନୂତନ ରାଷ୍ଟ୍ରପତି ଭାବେ ନିଯୁକ୍ତି ପାଇବା ପରେ ଏହା ବିକ୍ରମସିଂଘେଙ୍କର ପ୍ରଥମ ଭାରତ ଗସ୍ତ। ସେପ୍ଟେମ୍ବର ୨୦୨୪ପର୍ଯ୍ୟନ୍ତ ରାଜପାକ୍ସେଙ୍କ ଅବଶିଷ୍ଟ କାର୍ଯ୍ୟକାଳ ପାଇଁ ବିକ୍ରମସିଂଘେଙ୍କୁ ରାଷ୍ଟ୍ରପତି ଭାବରେ ନିଯୁକ୍ତ କରାଯାଇଥିଲା।
ଶନିବାର ଡେଲି ମିରର ଖବରକାଗଜ ରିପୋର୍ଟ କରିଛି ଯେ ଭାରତର ବୈଦେଶିକ ସଚିବ ବିନୟ ମୋହନ କ୍ୱାତ୍ରା ଆସନ୍ତା ସପ୍ତାହ ଆରମ୍ଭରେ ଶ୍ରୀଲଙ୍କାରେ ପହଞ୍ଚି ବିକ୍ରମସିଂଘେଙ୍କ ନୂଆଦିଲ୍ଲୀ ଗସ୍ତ ପାଇଁ ପ୍ରସ୍ତୁତି କାର୍ଯ୍ୟ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri