Posted inଜାତୀୟ

ଭାରତରେ ଶ୍ରୀଲଙ୍କା ସ୍ଥିତି ଆଶଙ୍କା ! ସଚିବଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ବୈଠକ ନେଇ ନାନା ପ୍ରଶ୍ନ…

ନୂଆଦିଲ୍ଲୀ, ୪।୪ : ଭାରତ ମଧ୍ୟ ଶ୍ରୀଲଙ୍କା ପରି ଆର୍ଥିକ ସଙ୍କଟର ସମ୍ମୁଖୀନ ହେବ କି ? ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସଚିବମାନଙ୍କର ଏକ ବୈଠକ ନେଇ ଏବେ ନାନା ପ୍ରଶ୍ନ ଉଠିବାରେ ଲାଗିଛି। ବୈଠକରେ ବରିଷ୍ଠ ଅଧିକାରୀମାନେ ରାଜ୍ୟଗୁଡିକର ଅବ୍ୟବହାରିକ ତଥା ଲୋକ ଲୋଭାଣିଆ ଯୋଜନାକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏହା ଯୁକ୍ତି କରାଯାଇଛି ଯେ ରାଜ୍ୟଗୁଡିକର ଅନେକ ଯୋଜନା ଅର୍ଥନୈତିକ ଦୃଷ୍ଟିରୁ ସକ୍ଷମ ନୁହେଁ ଏବଂ ଏସବୁ ଯୋଜନା ଭାରତକୁ ଶ୍ରୀଲଙ୍କା ରାସ୍ତାରେ ନେଇପାରିବାର ଆଶଙ୍କା ରହିଛି।

ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ବୈଠକରେ କେନ୍ଦ୍ର ସରକାରଙ୍କ ବହୁ ବରିଷ୍ଠ ଆଇଏଏସ ଅଧିକାରୀଙ୍କ ବ୍ୟତୀତ ପ୍ରଧାନମନ୍ତ୍ରୀଙ୍କ ମୁଖ୍ୟ ସଚିବ ପି.କେ ମିଶ୍ରଙ୍କ ମୁଖ୍ୟ ସଚିବ ତଥା କ୍ୟାବିନେଟ ସଚିବ ରାଜୀବ ଗୌଓ୍ବା ଯୋଗ ଦେଇଥିଲେ। କରୋନା ମହାମାରୀ ସମୟରେ ସଚିବମାନେ ଏକ ଦଳ ଭାବରେ କିପରି କାର୍ଯ୍ୟ କରିଥିଲେ ସେ ବିଷୟରେ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ସେମାନେ ଭାରତ ସରକାରଙ୍କ ସଚିବ ଭାବରେ କାର୍ଯ୍ୟ କରିବା ଉଚିତ ଏବଂ କେବଳ ନିଜ ବିଭାଗର ସଚିବ ଭାବେ ନୁହେଁ। ସେମାନେ ସବୁବେଳେ ଏକ ଦଳ ଭାବରେ କାର୍ଯ୍ୟ କରିବା ଜରୁରୀ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

ତେଜିଲା ବିବାଦ! ୨ ନିର୍ବାଚନ କମିଶନରଙ୍କୁ ସିଧା ହଟାଇଦେବେ କି ଜ୍ଞାନେଶ କୁମାର?

ନୂଆଦିଲ୍‌ଲୀ,୨୯।୯: ଭାରତୀୟ ନିର୍ୱାଚନ ଆୟୋଗରେ ମୁହାଁମୁହିଁ ମୁଖ୍ୟ ନିର୍ୱାଚନ କମିଶନର ଓ ଦୁଇ କମିଶନର! ମୁଖ୍ୟ ନିର୍ୱାଚନ କମିଶନର ଜ୍ଞାନେଶ କୁମାରଙ୍କ କାର୍ଯ୍ୟଶୈଳୀକୁ ନେଇ ପ୍ରଶ୍ନ ଉଠାଇଛନ୍ତି…

‘ଜ୍ଞାନେଶ କୁମାର କିପରି ଇସ୍ତଫା ଦେବେ ନାହିଁ?’ CWC ବୈଠକରେ କିଏ କହିଲେ ଏମିତି, ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୯: ମଙ୍ଗଳବାର ନୂଆଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରୀ କମିଟି (CWC)ର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଭୋଟର ତାଲିକାର ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ’ (SIR), ନିର୍ବାଚନ…

ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର

ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ…

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?