Posted inଖେଳ

ମଝି ଆକାଶରେ ସରିଗଲା ଇନ୍ଧନ: ଶ୍ରୀଲଙ୍କା କ୍ରିକେଟ୍‌ ଦଳର ଉଡିଲା ହୋସ୍‌

କଲମ୍ବୋ,୮।୭: ଶ୍ରୀଲଙ୍କା କ୍ରିକେଟ ଦଳର ଅସୁବିଧା ଥମିବାର ନାମ ନେଉନାହିଁ। ପଡ଼ିଆ ଭିତରେ ଶ୍ରୀଲଙ୍କା ଦଳ ପରାଜୟର ସ୍ବାଦ ଚାଖୁଥିବାବେଳେ, ପଡ଼ିଆ ବାହାରେ ସେମାନଙ୍କ ସହ ଏମିତି କିଛି ଘଟିଛି, ଯାହା ପରେ ସମସ୍ତ ଖେଳାଳି ଏବଂ ପ୍ରଶଂସକ ନର୍ଭସ ହୋଇଯାଇଛନ୍ତି। ଶ୍ରୀଲଙ୍କା ଦଳର ଇଂଲଣ୍ଡରୁ ଫେରୁଥିବା ବେଳେ ସେମାନଙ୍କ ବିମାନର ଇନ୍ଧନ ମଝି ଆକାଶରେ ସରିଯାଇଥିଲା। ଶ୍ରୀଲଙ୍କାର କୋଚ ମିକି ଆର୍ଥର କହିଛନ୍ତି ଯେ, ଶ୍ରୀଲଙ୍କାକୁ ଫେରିବାବେଳେ ତାଙ୍କ ବିମାନ ଇନ୍ଧନ ସରିଯାଇଥିଲା, ଫଳରେ ବିମାନକୁ ଭାରତରେ ଏହା ଜରୁରୀ ଅବତରଣ କରିବାକୁ ପଡିଥିଲା।
ସୂଚନାଯୋଗ୍ୟ, ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଦିନିକିଆ ସିରିଜ ଜୁଲାଇ ୧୩ ରୁ ଆରମ୍ଭ ହେବ ଏବଂ ଏହା ପୂର୍ବରୁ ବୋର୍ଡ କୌଣସି ବିପଦ ନେବାକୁ ଚାହୁଁନାହିଁ। ସମସ୍ତ ଶ୍ରୀଲଙ୍କା ଖେଳାଳିଙ୍କୁ ପ୍ରଥମେ ଆଣ୍ଟିଜେନ ପାଇଁ ପରୀକ୍ଷା କରାଯାଇଥିଲା ଏବଂ ଏହା ପରେ ସେମାନଙ୍କୁ ହୋଟେଲରେ ରଖାଯାଇଥିଲା। ଏବେ ଖେଳାଳିଙ୍କ ଆରଟି-ପିସିଆର୍‌ ଟେଷ୍ଟ ରିପୋର୍ଟକୁ ଅପେକ୍ଷା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ରଜ୍ଞାନ ଓଝାଙ୍କ ଅବସର

ହାଇଦ୍ରାବାଦ,୨୧।୨(ପି.ଟି.)- ରାଜ୍ୟ ତଥା ଦେଶ ପାଇଁ ବହୁ ସଫଳତା ଆଣିଥିବା ଓଡ଼ିଆ ସ୍ପିନର ପ୍ରଜ୍ଞାନ ଓଝା ଶୁକ୍ରବାର କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି।...

ଶୁଟିଂ ବିଶ୍ୱକପ୍‌: ମନୁ-ସୌରଭଙ୍କୁ ସ୍ବର୍ଣ୍ଣ, ଭାରତର ଶ୍ରେଷ୍ଠ ପ୍ରଦର୍ଶନ

ରିଓ ଡି ଜେନିରୋ, ୩।୯ (ପି.ଟି.)- ଏଠାରେ ଅନୁଷ୍ଠିତ ଶୁଟିଂ ବିଶ୍ୱକପ୍‌ରେ ଭାରତର ଷ୍ଟାର୍‌ ଶୁଟର୍‌ ମନୁ ଭାକର ଓ ସୌରଭ ଚୌଧୁରୀ ଯୋଡ଼ି ମିକ୍ସଡ୍‌...

ଏସିସି ଅଧ୍ୟକ୍ଷ ଭାବେ ଜୟ ଶାହା ନିର୍ବାଚିତ

ନୂଆଦିଲ୍ଲୀ,୩୧।୧(ପି.ଟି.): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସମ୍ପାଦକ ଜୟ ଶାହାଙ୍କୁ ଆଉ ଏକ ନୂଆ ଗୁରୁଦାୟିତ୍ୱ ମିଳିଛି। ସେ ଏସିଆନ୍‌ କ୍ରିକେଟ କାଉନସିଲ (ଏସିସି)ର...

ପ୍ରଥମ ଭାରତୀୟ ପଙ୍ଘାଲ

ଇକାଟେରିନବର୍ଗ(ରୁଷିଆ),୨୦।୯(ପିଟି): ଏସିଆନ ଚାମ୍ପିୟନ ଅମିତ ପଙ୍ଘାଲ (୫୨ କେଜି) ଶୁକ୍ରବାର ପ୍ରଥମ ଭାରତୀୟ ବକ୍ସର ଭାବେ ବିଶ୍ୱ ପୁରୁଷ ବକ୍ସିଂ ଚାମ୍ପିୟନଶିପ ଫାଇନାଲରେ ପ୍ରବେଶ କରିଛନ୍ତି।...

ଅଷ୍ଟ୍ରେଲିଆରେ ପହଞ୍ଚତ୍ଲା ଭାରତ

ସିଡ୍‌ନୀ : ଅଷ୍ଟ୍ରେଲିଆ ଟୁର୍‌ରେ ଯାଇଥିବା ଭାରତୀୟ କ୍ରିକେଟ ଦଳ ଗୁରୁବାର ସିଡ୍‌ନୀଠାରେ ପହଞ୍ଚତ୍ଛି। ସିରିଜ ଆରମ୍ଭ ପୂର୍ବରୁ ଦଳର ସମସ୍ତ ସଦସ୍ୟ ବାଧ୍ୟତାମୂଳକ ୧୪...

୨୫ ବର୍ଷ ହେବ ପ୍ରତିଦିନ ସମାନ ଖାଦ୍ୟ ଖାଉଛନ୍ତି ପ୍ରସିଦ୍ଧ ଫୁଟବଲର୍‌ଙ୍କ ସ୍ତ୍ରୀ

ଇଂଲଣ୍ଡର ପୂର୍ବତନ ଫୁଟବଲ ଖେଳାଳି ତଥା କୋଟିପତି ଡେଭିଡ ବେକହମ ଏକ ଅଜବ ଘଟଣାର ଖୁଲା କରିଛନ୍ତି। ତାଙ୍କ ସ୍ତ୍ରୀ ଭିକ୍ଟୋରିଆ ୨୫ ବର୍ଷ ଧରି...

କୁଲଦୀପଙ୍କୁ ପାଇ କେକେଆର୍‌କୁ ଏମିତି କହିଲେ ଦିଲ୍ଲୀ ଫ୍ରାଞ୍ଚାଇଜ ମାଲିକ

ନୂଆଦିଲ୍ଲୀ,୧୩।୨: କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ଚାଇନାମ୍ୟାନ ସ୍ପିନର କୁଲଦୀପ ଯାଦବଙ୍କୁ ଠିକ୍‌ ଭାବେ ସମ୍ଭାଳି ନ ଥିଲା। ଚାଇନାମ୍ୟାନ ସ୍ପିନରଙ୍କୁ କିଣିବା ପରେ ଏଭଳି...

ସେରେନା, ନାଡାଲ, ହାଲେପ ବିଜୟୀ

ଆଡିଲେଡ୍‌, ୩୦ା୧(ଏପି)-ଆଡିଲେଡ ପ୍ରଦର୍ଶନୀ ଟୁର୍ନାମେଣ୍ଟରେ ସେରେନା ଓ୍ବିଲିୟମ୍ସ, ରାଫାଲ ନାଡାଲ ଓ ସିମୋନା ହାଲେପ ସେମାନଙ୍କ ମ୍ୟାଚରେ ବିଜୟ ଲାଭ କରିଛନ୍ତି। ଅଷ୍ଟ୍ରେଲିଆର କୋଭିଡ୍‌ ନିୟମ...

Advertisement
Archives

Model This Week