ବାଂଲାଦେଶରେ ଶ୍ରୀଲଙ୍କା ସ୍ଥିତି: ପୋଲିସ ଗାଡ଼ି ଭଙ୍ଗାରୁଜା

ଢାକା,୭ା୮: ଶ୍ରୀଲଙ୍କା ପରେ ଏବେ ବାଂଲାଦେଶରେ ଆର୍ଥିକ ସଙ୍କଟ ସବୁଠୁ ଖରାପ ସ୍ଥିତି ଦେଇ ଗତି କରୁଛି। ଏଠାରେ ତୈଳ ଦର ବୃଦ୍ଧି ପାଇବାରୁ ଶ୍ରୀଲଙ୍କା ପରିସ୍ଥିତି ସୃଷ୍ଟି ହୋଇଛି। ଏହି ଦରଦାମ୍‌ ବୃଦ୍ଧି ନେଇ ଲୋକେ ରାସ୍ତାକୁ ଓହ୍ଲାଇଛନ୍ତି। ଦେଶର କେତେକ ସହରରେ ବିକ୍ଷୋଭ ଜାରି ରହିଛି। ଉତ୍ତ୍ୟେକ୍ତ ଲୋକମାନେ ପୋଲିସ ଗାଡ଼ି ଭଙ୍ଗାରୁଜା କରିଛନ୍ତି। ଦେଶର ବର୍ତ୍ତମାନ ସ୍ଥିତି ଦେଖିଲେ ଏହା ଆଗକୁ ଆହୁରି ଭୟଙ୍କର ହୋଇପାରେ ବୋଲି ଆଶଙ୍କା କରାଯାଉଛି। ବାଂଲାଦେଶରେ ପେଟ୍ରୋଲର ମୂଲ୍ୟ ୫୧ ପ୍ରତିଶତ ଏବଂ ଡିଜେଲର ମୂଲ୍ୟ ୪୨ ପ୍ରତିଶତ ବୃଦ୍ଧି ପାଇଛି। ଯାହାକୁ ନେଇ ଲୋକେ ରାଜରାସ୍ତାକୁ ଓହ୍ଲାଇଛନ୍ତି।

ବାଂଲାଦେଶର ଅର୍ଥମନ୍ତ୍ରୀ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମ୍‌ଏଫ୍‌)ରୁ ୪.୫ ମିଲିୟନ ଡଲାର ଋଣ ମାଗିଛନ୍ତି। କେବଳ ଏତିକି ନୁହେଁ, ଆର୍ଥିକ ସଙ୍କଟର ସମ୍ମୁଖୀନ ହେଉଥିବା ବାଂଲାଦେଶରେ ଅନ୍ୟମାନଙ୍କଠାରୁ ଆମଦାନୀ ହେଉଥିବା ତୈଳ ଯୋଗାଣ ବ୍ୟାହତ ହୋଇଛି। ଫଳରେ ଏଠାରେ ଡିଜେଲ ଚାଳିତ ପାଓ୍ବାରପ୍ଲାଣ୍ଟ ବନ୍ଦ ହୋଇଯାଇଛି। ଦେଶର କେନ୍ଦ୍ରୀୟ ବ୍ୟାଙ୍କର ଟ୍ରେଜେରୀ ଏତେ ପରିମାଣର ହ୍ରାସ ପାଇଛି ଯେ, ଅନେକ ସାମଗ୍ରୀ ଆମଦାନୀ ଉପରେ ପ୍ରତିବନ୍ଧକ ଲଗାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିକା ପାଇଁ ବୀମା କବଚ

ବ୍ରସେଲ୍ସ,୩୧ା୧୦: ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ କରୋନା ଭାକ୍ସିନର ଏକ ବୀମା ଯୋଜନା ପ୍ରସ୍ତୁତ କରାଯାଉଛି। ଏହି ସ୍କିମ ପାଇଁ ଅନ୍ୟ କେତେକ ପକ୍ଷଙ୍କ...

ଚାଇନାଠାରୁ କରୋନା ତଥ୍ୟ ଲୋଡିଲେ ଡବ୍ଲୁଏଚଓ ମୁଖ୍ୟ…

ଜେନେଭା,୧୨।୧ : ବିଶ୍ୱ ସୱାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ) ମହାନିର୍ଦ୍ଦେଶକ ଟେଡ୍ରୋସ ଆଧାନୋମ ଘେବ୍ରେୟସସ ଚାଇନାଠାରୁ କରୋନା ଆକ୍ରାନ୍ତଙ୍କ ରିପୋର୍ଟ ମାଗିଛନ୍ତି। ଏହା ଦ୍ୱାରା ପରବର୍ତ୍ତୀ ସୁରକ୍ଷା...

ବଦଳିବନି ଏସବୁ ସୋସିଆଲ ମିଡିଆ

ନ୍ୟୁୟର୍କ,୨୯ା୧୦: ସୋସିଆଲ ମିଡିଆ ଜିଆଣ୍ଟ ଫେସ୍‌ବୁକ୍‌ର ନାଁ ପରିବର୍ତ୍ତନ କରାଯାଇ ‘ମେଟା’ ରଖାଯିବ ବୋଲି କମ୍ପାନୀ ସିଇଓ ମାର୍କ ଜୁକରବର୍ଗ ଗୁରୁବାର ବାର୍ଷିକ କନେକ୍ଟ-୨୦୨୧ ବୈଠକରେ...

କରୋନା ଭାଇରସ: ବ୍ରାଜିଲରେ ଗୋଟିଏ ପିପିଇକୁ ବାରମ୍ବାର ପିନ୍ଧୁଛନ୍ତି ସ୍ବାସ୍ଥ୍ୟକର୍ମୀ !

ବ୍ରସିଲିଆ,୨୧।୫: ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଚାହୁଁ ଚାହୁଁ ସାରା ବିଶ୍ୱକୁ ବ୍ୟାପିଯାଇଛି। ପ୍ରଥମେ କରୋନାର ହଟ୍‌ସ୍ପଟ୍‌ ଉହାନ ହୋଇଥିବା ବେଳେ...

‘ଶେଷ ବଲ ପର୍ଯ୍ୟନ୍ତ ଖେଳିବେ ଇମ୍ରାନ’

କରାଚୀ,୩୦।୩: ‘ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଜଣେ ଖେଳାଳି, ଯିଏ କି ଶେଷ ବଲ ପର୍ଯ୍ୟନ୍ତ ଖେଳେ। ସେ ଇସ୍ତଫା ଦେବେ ନାହିଁ। ଉଭୟ ବନ୍ଧୁ...

କରୋନାଭାଇରସ ଭୟ: ପାଳିତ ଜୀବଙ୍କୁ ମାରି ଦେଉଛନ୍ତି ଲୋକେ

ବେଜିଂ,୨।୨: କରୋନାଭାଇରସ ସଂକ୍ରମଣରେ ଏବେ ପର୍ଯ୍ୟନ୍ତ ଚାଇନାରେ ୩ଶହରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହେଲାଣି। ଗୋଟିଏ ଦିନ ପୂର୍ବରୁ ଖବର ଆସିଥିଲା କି ଏଠାରେ ଲୋକେ...

୩୫୭ କୋଟି ବର୍ଷ ତଳେ ଦକ୍ଷିଣ ଆଫ୍ରିକାର ପାହାଡ଼ରେ ହୋଇଥିଲା ମାନବ ସୃଷ୍ଟି

ଜୋହାନ୍ସ୍‌ବର୍ଗ,୧୩।୨: ମାନବ ସୃଷ୍ଟିକୁ ଇତିମଧ୍ୟରେ କୋଟି କୋଟି ବର୍ଷ ବିତିଯାଇଛି। ଗବେଷକଙ୍କ ଅନୁସାରେ ପ୍ରାୟ ୩୫୭ କୋଟି ବର୍ଷ ତଳେ ଦକ୍ଷିଣ ଆଫ୍ରିକାର ମଖଞ୍ଜଓ୍ବା ପାହାଡ଼ରେ...

କରୋନାକୁ ଜିତିଲେ ୯୩ ବର୍ଷର ବୃଦ୍ଧା !

ଇସ୍ତାନବୁଲ,୧୨।୪: ଇରାନ ପରେ ଏବେ ତୁର୍କୀକୁ କରୋନା ସଂକ୍ରମଣର ହଟ୍‌ସ୍ପଟ ବୋଲି କୁହାଯାଉଛି। ପ୍ରତି ସପ୍ତାହରେ ଏଠାରୁ କରୋନାକୁ ନେଇ ଦୁଃଖଦ ଖବର ଆସୁଥିବା ବେଳେ...

Advertisement
Archives

Model This Week