Posted inଖେଳ

ଶ୍ରୀଲଙ୍କାର ଦୃଢ ଜବାବ

ପାଲିକେଲ (ଶ୍ରୀଲଙ୍କା), ୨୫ା୪-ସ୍ଥାନୀୟ ପାଲିକେଲ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ପ୍ରଥମ କ୍ରିକେଟ ଟେଷ୍ଟ ମ୍ୟାଚରେ ବାଂଲାଦେଶର ପ୍ରଥମ ଇନିଂସ ସ୍କୋର ୫୪୧/୭ ଜବାବରେ ଶ୍ରୀଲଙ୍କା ଶନିବାର ଚତୁର୍ଥ ଦିବସ ଖେଳ ଶେଷ ସୁଦ୍ଧା ୩ ଉଇକେଟ ବିନିମୟରେ ୫୧୨ରନ କରିଛି। ମ୍ୟାଚ ସମ୍ଭବତଃ ଡ୍ର ଆଡକୁ ଗତି କରିଛି। ଘରୋଇ ଦଳ ସକାଳେ ପୂର୍ବଦିନର ଅସମାପ୍ତ ସ୍କୋର ୨୨୯/୩ରୁ ଖେଳ ଆରମ୍ଭ କରିଥିଲା। ଚତୁର୍ଥ ଦିବସରେ ବାଂଲାଦେଶ ବୋଲରମାନେ ପ୍ରଭାବହୀନ ସାବ୍ୟସ୍ତ ହୋଇଥିଲେ। ସେମାନେ ଗୋଟିଏ ହେଲେ ଉଇକେଟ ପତନ ଘଟାଇ ପାରି ନ ଥିଲେ। ଷ୍ଟମ୍ପ୍ସ ଅପସାରଣ ବେଳକୁ ଦିମୁଥ କରୁଣାରନେତ୍ ୨୩୪ ଏବଂ ଧନଞ୍ଜୟ ଡି’ସିଲ୍‌ଭା ୧୫୪ରନ କରି ଅପରାଜିତ ରହିଛନ୍ତି। ଦୁଇ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଚତୁର୍ଥ ଉଇକେଟରେ ୩୨୨ରନର ପାର୍ଟନରଶିପ ହୋଇସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IND vs PAK: ଟିମ୍ ଇଣ୍ଡିଆର ଦମଦାର୍ ବିଜୟ, ଭାଇରାଲ ହେଉଛି ଗୌତମ ଗମ୍ଭୀରଙ୍କ ୬ ଶବ୍ଦର ପୋଷ୍ଟ

କଲମ୍ବୋ,୧୬।୨:  ପାକିସ୍ତାନ ବିପକ୍ଷରେ ଭାରତର ଦମଦାର ବିଜୟ ପରେ, ଭାରତୀୟ ଦଳର କୋଚ୍ ଗୌତମ ଗମ୍ଭୀରଙ୍କ ଏକ ପୋଷ୍ଟ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଭାରତର…

ରାଗରେ ଏମିତି କହିଦେଲେ ପାକିସ୍ତାନ ଅଧିନାୟକ: ଅଫ୍‌ ଡେ’ରେ…

କଲମ୍ବୋ,୧୬।୨:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ଗ୍ରୁପ ପର୍ଯ୍ୟାୟ ମ୍ୟାଚ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ଭାରତ ପାକିସ୍ତାନକୁ ପରାସ୍ତ…

ବିଜୟ ପରେ ମଧ୍ୟ ଟିମ୍‌ ଇଣ୍ଡିଆ ଖେଳାଳିଙ୍କ ମଧ୍ୟରେ ଫାଟ! ଏହି କାରଣରୁ ଯୁକ୍ତିତର୍କ, VIDEO ଭାଇରାଲ୍‌

ନୂଆଦିଲ୍ଲୀ,୧୬।୨: ୨୦୨୬ ଟି୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଜବରଦସ୍ତ ବିଜୟ ପରେ ଟିମ ଇଣ୍ଡିଆ ଶିବିରରେ ସେଲିବ୍ରେଶନର ପରିବେଶ ଥିଲାବେଳେ, ମ୍ୟାଚ ପରେ ପଡ଼ିଆରେ ଏକ ଘଟଣା…

ଜବରଦସ୍ତ ବିଜୟ ପରେ ଏମିତି କଥା କହିଦେଦେଲ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଲମ୍ବୋ,୧୬।୨: ICC T20 ବିଶ୍ୱକପର ଏକ ଗ୍ରୁପ ଏ ମ୍ୟାଚ୍‌ରେ ପାକିସ୍ତାନ ବିପକ୍ଷରେ ୬୧ ରନର ଜବରଦସ୍ତ ବିଜୟ ସହିତ ସୁପର -୮ ପର୍ଯ୍ୟାୟ ପାଇଁ ଯୋଗ୍ୟତା…

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri